-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ନକାଗୁଡା ଗ୍ରାମର ୧୫ ବର୍ଷୀୟା ନାବାଳିକା ଗର୍ଭବତୀ, ପ୍ରଶାସନ ପାଖରେ ନାହିଁ ଖବର 

10-Aug-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା): ୧୫ ବର୍ଷୀୟା ଆଦିବାସୀ ନାବାଳିକା ଯୁବତୀ ଗର୍ଭବତୀ କିନ୍ତୁ ପ୍ରଶାସନ ପାଖରେ ଏହାର ନାହିଁ ଖବର । ଦିନକୁ ଦିନ ଅପ୍ରାପ୍ତ ବୟସ୍କ ଙ୍କ ପ୍ରତି ବଢିଚାଲିଛି ଏପରି ଅନ୍ୟାୟ ଏବଂ ଅପରାଧିକ ଘଟଣା।
ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ମୋଟୁ ଥାନା ଅନ୍ତର୍ଗତଏମ୍.ପି.ଭି-୮୩ ଗ୍ରାମ ନିକଟସ୍ଥ ନାକାଗୁଡ଼ା ଗ୍ରାମରେ ଦେଖିବାକୁ ମିଳିଛି ଏପରି ଏକ ନିନ୍ଦନୀୟ ଘଟଣା। ନାକାଗୁଡ଼ା ଗ୍ରାମର ଜଗା ମାଡ଼ି ନାମକ ଜଣେ ଯୁବକ ସେହି ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ସହ ଦୀର୍ଘ ଦିନ ଧରି ଶାରୀରିକ ସମ୍ପର୍କ ସ୍ଥାପନ କରି ଆସୁଥିଲା । 
 ଯାହାଫଳରେ  ଯୁବତୀ ଜଣକ କିଛି ମାସ ପୂର୍ବେ ଗର୍ଭବତୀ ହେବା କଥା ଯୁବତୀଙ୍କ ପରିବାର ଲୋକେ ଜାଣିବାକୁ ପାଇଥିଲେ । ସୂଚନା ଥାଉକି ଯୁବକ ଜଣକ ପୂର୍ବରୁ ବିବାହିତ କିନ୍ତୁ କୌଣସି କାରଣରୁ ସ୍ତ୍ରୀ ଛାଡି ଚାଲି ଯାଇଛି । ଏହି କଥାରେ ଚିନ୍ତିତ ହୋଇ ଯୁବତୀଙ୍କ ମା, ଭାଇ ଉକ୍ତ ଯୁବକ ର ବାପାକୁ ଜଣାଇ ଥିଲେ। ଏହି ବାବଦରେ ଗ୍ରାମରେ ଏକ ଗ୍ରାମ ସଭା ମଧ୍ୟ ହୋଇଥିଲା। କିନ୍ତୁ ଉକ୍ତ ଘଟଣାରେ ସମ୍ପୃକ୍ତ ଯୁବକ କେଉଁଠାକୁ ଫେରାର ହୋଇଯାଇଥିଲା ଏହାସହ ଯୁବକର ପରିବାର ଲୋକେ ମଧ୍ୟ ନାବାଳିକା ଯୁବତୀକୁ ଗ୍ରହଣ କରିବାକୁ ପଛେଇଥିଲେ । ଯୁବତୀଙ୍କ ପରିବାର ଅତ୍ୟନ୍ତ ଗରିବ ହୋଇଥିବାରୁ ଭାଗ୍ୟ କୁ ଭରସା ମାନି ଚାଲିଛନ୍ତି । କିନ୍ତୁ ଯୁବତୀ ଜଣକ ବର୍ତ୍ତମାନ ପ୍ରାୟ ୮ ମାସର ଗର୍ଭବତୀ  ହୋଇଯାଇଛି। ଜଣେ ୧୫ ନାବାଳିକା ଯୁବତୀର ସମ୍ପୂର୍ଣ୍ଣ ଶାରୀରିକ ଗଠନ ଏବଂ ପରିପ୍ବକତା ଏହି ବୟସରେ ଆସିନଥାଏ ତେଣୁ ମା ଏବଂ ଶିଶୁ ଙ୍କ ଜୀବନ ପ୍ରତି ବିପଦ ରହିଥାଏ । ତେଣୁ ମା ଏବଂ ଶିଶୁ ର ଯତ୍ନ ସହ ସୁରକ୍ଷା ଦୃଷ୍ଟିରେ ରଖିବା ଅତ୍ୟନ୍ତ ଜରୁରୀ ଅଟେ। ଏପରି ଘଟଣା ଘଟି କେଇଟା ମାସ ବିତି ଯାଇଥିବା ସତ୍ୱେ ପ୍ରଶାସନ ତଥା ଅଧିକାରୀଙ୍କ ଆଖିକୁ କିପରି ଦୃଶ୍ୟମାନ ହୋଇନାହିଁ  ତାହା ଆଶ୍ଚର୍ଯ୍ୟର କଥା ଅଟେ। ଜିଲ୍ଲା ରେ ମାଳ ମାଳ ସଂସ୍ଥା ରହି ମଧ୍ୟ ଏଯାଏଁ କୌଣସି ପଦକ୍ଷେପ କିପରି ହୋଇପାରିନି ତାହା ମଧ୍ୟ ଚିନ୍ତା ଜନକ ବିଷୟ । ଯୁବତୀ ତଥା ଶିଶୁ ର ଜୀବନ କିପରି ସୁରକ୍ଷା କରାଯାଇପାରିବ ଏବଂ ଦୋଷୀଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ଅଞ୍ଚଳ ବାସୀ ଙ୍କ ଦାବି ରହିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like