-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଉଦୀୟମାନ ଯୁବ ପୀଢ଼ି କୁ ନେଇ ଡିଷ୍ଟିକ୍ଟ ପାଇନର କ୍ରିକେଟ୍ ଏକାଡେମୀ ଚର୍ଚ୍ଚାରେ

10-Aug-2025



କ୍ରିକେଟ୍ ଖେଳ ପ୍ରତି ରୁଚି ରଖୁଛନ୍ତି ବର୍ତ୍ତମାନର ଯୁବ ପ୍ରତିଭା

ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମରେ ଜିଲ୍ଲା ଏଥେଲେଟିକ ଏସୋସିଏସନ୍ ର ସହଯୋଗ ଫଳରେ ଗତ କିଛି ମାସରୁ ଆରମ୍ଭ ହୋଇଥିବା ଯୁବ କ୍ରିକେଟ୍ ପ୍ରତିଭାଙ୍କୁ କିଛିଟା ପ୍ରଶିକ୍ଷଣ ତାଲିମ ଓ ଯୁବା କ୍ରିକେଟ୍ ଖେଳାଳିଙ୍କ ଇଚ୍ଛା ଶକ୍ତି ଫଳରେ କ୍ରିକେଟ୍ ଖେଳ ଜାରି ରହିଛି। ଡିଷ୍ଟିକ୍ଟ ପାଇନର କ୍ରିକେଟ୍ ଏକାଡେମୀ ବଲାଙ୍ଗୀର ମାଧ୍ୟମରେ। ଯେଉଁଥିରେ ଧୀରେ ଧୀରେ ଯୁବା ପ୍ରତିଭା ଏବେ ତାଙ୍କ ପ୍ରତିଭା ପ୍ରତିପାଦନ କରୁଛନ୍ତି l  କ୍ରିକେଟ୍ ତାଲିମ ସହ ବନ୍ଧୁତାପୂର୍ଣ୍ଣ ଖେଳ ମାଧ୍ୟମରେ ଅଗ୍ରସର ହେଉଛନ୍ତି  ଯୁବପ୍ରତିଭା ଯାହା ବଲାଙ୍ଗୀରର ଯୁବ କ୍ରିକେଟ୍ ପ୍ରତି ଏକ ଶୁଭ ସଙ୍କେତ ଦେଖା ଦେଇଛି। ଏହାକୁ ବଜାୟ ରଖି ଆଜି ସୋନପୁର ଜିଲ୍ଲାର ଯୁବ କ୍ରିକେଟ୍ ଖେଳାଳି ସୋନପୁର କ୍ରିକେଟ୍ ଏସୋସିଏସନ୍ ବନାମ ଡିଷ୍ଟ୍ରିକ୍ଟ ପାଇନର କ୍ରିକେଟ୍ ଏକାଡେମୀ ମଧ୍ୟରେ ବନ୍ଧୁତାପୂର୍ଣ୍ଣ ମ୍ୟାଚ ବଲାଙ୍ଗୀର ଟାଉନ ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ହୋଇଥିଲା। ୨୦ ଓଭର  ବିଶିଷ୍ଟ ଡ୍ୟୁଜ ବଲ ଖେଳରେ ଉଭୟ ଦଳ ଚିତାକର୍ଶକ ଖେଳ ପ୍ରଦର୍ଶନ କରିଥିଲେ। ତେବେ ଏହି ଶୁଭ ଅବସରରେ ଜିଲ୍ଲା ଏଥେଲେଟିକ ଏସୋସିଏସନ ସମ୍ପାଦକ ହରି ନାରାୟଣ ପୁଝାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ବାର ଏସୋସିଏସନର ସଭାପତି ବାସୁଦେବ ରଥ ଯୋଗ ଦେଇ ଉଭୟେ ଖେଳାଳିକୁ ଉତ୍ସାହିତ କରିଥିଲେ ଏବଂ ଉଭୟ ଦଳର ଯୁବ କ୍ରିକେଟ୍ ଖେଳାଳି ଙ୍କ ବିକଶିତ ପ୍ରତିଭା ପାଇଁ ତାଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ। ସେହିପରି ଉଭୟ ଦଳର ଖେଳାଳି ଖେଳ ପୂର୍ବରୁ ଜାତୀୟ ପତାକା କୁ ସମ୍ମାନ ଜଣାଇ ଦେଶାତ୍ମବୋଧକ ସଙ୍ଗୀତ ଗାନ କରି ରାଷ୍ଟ୍ରୀୟ ଧ୍ୱ୍ଜଜ୍ କୁ ଆନ୍ତରିକ ସହ ସମ୍ମାନ ଜଣାଇ ଖେଳ ଶୁଭାରମ୍ଭ କରିଥିଲେ।ଯାହା ଯୁବ ପୀଢ଼ିଙ୍କ ମଧ୍ୟରେ ଦେଶ ମାଟି ପ୍ରତି ଥିବା ତାଙ୍କ ଆନ୍ତରିକ ଭଲ ପାଇବା ଝଲ୍ ଝଲ୍ ପରୀଲକ୍ଷିତ ହୋଇଥିଲା। ସେପଟେ ଏହି ବନ୍ଧୁତା ପୂର୍ଣ୍ଣ ୨୦ ଓଭର ବିଶିଷ୍ଟ ଡ୍ୟୁଜ ବଲ କ୍ରିକେଟ୍ ମ୍ୟାଚ ଆୟୋଜନ କରିଥିବା ଏକାଡେମୀ ର ଚେୟାର ମେନ୍ ସୁଶାନ୍ତ କୁମାର ଠାକୁର, ରଞ୍ଜନ କୁମାର ଠାକୁର,ବିକାଶ ମିଶ୍ର, ସନ୍ତୋଷ ପାଣିଗ୍ରାହୀ ଆରୟନ ଠାକୁର ପ୍ରମୁଖ ରହିଥିବା ବେଳେ ରଶ୍ମି ରଞ୍ଜନ ପଟ୍ଟନାୟକ, ପୂର୍ବତନ କ୍ରିକେଟ୍ ଖେଳାଳୀ ଆଶିଷ ମିଶ୍ର,ପ୍ରଦୀପ ସତପଥି, ବର୍ତ୍ତମାନର ଉଦୀୟମାନ  ଖେଳାଳୀ ଜିତୁ ଏବଂ ସୋନପୁର ଜିଲ୍ଲାରୁ ଆସିଥିବା ଜିଲ୍ଲା କ୍ରିକେଟ୍ ଏସୋସିଏ ସନର କୋଚ ବାବୁଲୁ ମହାନନ୍ଦ, ଖେଳରେ ସାମିଲ ଥିବା ଅବିଭାବକ ଅକ୍ଷୟ କୁମାର ମଲ୍ଲିକଙ୍କ ସହ ବହୁ ସଂଖ୍ୟାରେ ଖେଳାଳୀଙ୍କ ଅଭିଭାବକ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like