-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜନବାଦୀ ନେତା କିଶାନ ପଟ୍ଟନାୟକଙ୍କ ବିଚାର ଓ ଜୀବନାଦର୍ଶକୁ ନେଇ ଆଲୋଚନାଚକ୍ର

11-Aug-2025



ବଲାଙ୍ଗୀର(ପ୍ରେରଣା ଖବର)- ଆଜି ସ୍ଥାନୀୟ ପୂର୍ଣ୍ଣଚନ୍ଦ୍ର ରଥ ପାଠାଗାର ଠାରେ ଅଭିଭାବକ ମଂଚ ତରଫରୁ ଜନବାଦୀ ନେତା କିଶାନ ପଟ୍ଟନାୟକଙ୍କ ଜୀବନାଦର୍ଶ ଓ ବ୍ୟକ୍ତିିତ୍ୱକୁ ନେଇ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା ।

ମଂଚର ସଭାପତି ଧର୍ମବ୍ରତ ରଥ ସଭାରେ ସଭାପତିତ୍ୱ କରି ନିଜ ଅଭିଭାଷଣରେ ସ୍ୱର୍ଗତ ଶରତ ପାଣିଗ୍ରାହୀ ଙ୍କ ନେତୃତ୍ୱରେ ବଲାଙ୍ଗୀର ଅଂଚଳରେ କିଶାନ ପଟ୍ଟନାୟକଙ୍କ ଆନ୍ଦୋଳନାତ୍ମକ କାର୍ଯ୍ୟ ଆଗେଇ ଚାଲିଥିଲା ବୋଲି କହିଥିଲେ । ଏହି ସଭାରେ ମୁଖ୍ୟଅତିଥି ଭାବରେ ଶିକ୍ଷାବିତ ତଥା ସଂଗଠକ ମନୋରଂଜନ ସାହୁ ଯୋଗ ଦେଇ ସ୍ୱର୍ଗତ କିଶାନ ପଟ୍ଟନାୟକଙ୍କ ସମୟରେ ବର୍ତ୍ତମାନ ଭଳି ଲୋକଙ୍କ ମଧ୍ୟରେ

ଅର୍ଥଲୋଭ, କ୍ଷମଲାଲୋଭ ଓ ପ୍ରଚାରଧର୍ମୀ ମାନସିକତା ନଥିଲା ଓ କିଶାନ ପଟ୍ଟନାୟକଙ୍କ ଭଳି ବ୍ୟକ୍ତିତ୍ୱ ସର୍ବସ୍ୱ ତ୍ୟାଗ କରି ସାଧାରଣବ୍ୟକ୍ତି ଭଳି ଜୀବନ ବିତାଉଥିଲେ । ଆଜିର ସମାଜ ତାଙ୍କ ପଥକୁ ଅନୁସରଣ କରିବା ଉଚିତ୍ ବୋଲି ଶ୍ରୀ ସାହୁ କହିଥିଲେ । ମୁଖ୍ୟବକ୍ତା ଭାବରେ ବରିଷ୍ଠ ସାମ୍ବାଦିକ ବୀରେନ୍ଦ୍ର ଝାଙ୍କର ନିଜ ବକ୍ତବ୍ୟରେ ବର୍ତ୍ତମାନର ନଦୀବନ୍ଧ ଯୋଜନା ଚାଷୀ ମାନଙ୍କ ବଦଳରେ ଶିଳ୍ପପତି ମାନଙ୍କ ସ୍ୱାର୍ଥ ସାଧନା ପାଇଁ କରାଯାଉଥିବା ବେଳେ କିଶାନପଟ୍ଟନାୟକ ଏହି ବିଚାରକୁ ବିରୋଧ କରୁଥିଲେ । କିଶାନ ପଟ୍ଟନାୟକଙ୍କ ପରି ଦୁରଦୃଷ୍ଟି ସଂପନ୍ନ ଓ ବିଚାରବନ୍ତ ବ୍ୟକ୍ତି ବର୍ତ୍ତମାନ ସମୟରେ ବିରଳ ବୋଲି ଶ୍ରୀ ଝାଙ୍କର କହିଥିଲେ । ଏହି ଅବସରରେ ବଲାଙ୍ଗୀର ଶିଶୁ ବିକାଶ କେନ୍ଦ୍ର ସଭାପତି ମଦନମୋହନ ରଥଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ 

ସମ୍ବର୍ଦ୍ଧିତ କରାଯାଇଥିଲା । ଅବସରପ୍ରାପ୍ତ ଶିକ୍ଷୟିତ୍ରୀ କସ୍ତୁରି ରଥ ସଭାକୁ ସଂଯେ।।ଜନା କରିଥିବା ବେଳେ ମଂଚର ସଂପାଦକ ଗୋବିନ୍ଦ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ଆଇନଜୀବୀ ଜୟରାମ ମିଶ୍ର, ପ୍ରାଧ୍ୟାପକ ତରୁଣ ମିଶ୍ର, ଶ୍ୟାମସୁନ୍ଦର ଦାଶ, ଦିବାକର ହୋତା, ସତ୍ୟ ବନଛୋର, ନୀଳମଣି ଯୋଷୀ, ହରେକୃଷ୍ଣ ପଟେଲ, ଜ୍ଞାନରଂଜନ ମିଶ୍ର, ଜୟକୁମାର ଆଚାର୍ଯ୍ୟଥ, କେଶବ ମିଶ୍ର, କୃଷ୍ଣଚନ୍ଦ୍ର ମହାକୁଡ, ଶୁଭେନ୍ଦ୍ର ନେପାକ, ମାଳତୀ ଉଦ୍‌ଗାତା, କପିଳ ପତି, ରାମଶଙ୍କର ଶତପଥୀ, ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ପୁରୁଷୋତ୍ତମ ପଣ୍ଡା ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like