-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ସ୍ବେଛାସେବୀ ଙ୍କ ଲିଖିତ ସୁବର୍ଣ୍ଣପୁର ଐତିହ୍ୟ ପରମ୍ପରା ପୁସ୍ତକ ଉନ୍ମୋଚିତ

11-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଜିଲ୍ଲାପାଳ ଡଃ ନୃପ ରାଜ ସାହୁ ଙ୍କ ଦ୍ଵାରା ସୁବର୍ଣ୍ଣପୁର ର ଐତିହ୍ୟ ପରମ୍ପରା ପୁସ୍ତକ ଉନ୍ମୋଚନ ହୋଇ ଯାଇଛି l ଅବସର ପ୍ରାପ୍ତ ଶିକ୍ଷୟତ୍ରୀ ତଥା ସହର ର ମହିଳା ସ୍ବେଛାସେବୀ ଶ୍ରୀମତୀ ଇନ୍ଦୁ ମତି ପୁରୋହିତ ଙ୍କ ଦ୍ବାରା ରଚିତ ଏ ପୁସ୍ତକ ରେ ଛୋଟ ପିଲା ମାନଙ୍କ ଜାଣିବା ପାଇଁ ସଚେତନ ହେବା କୁ ସୁବର୍ଣ୍ଣପୁର ର ଇତିହାସ ପରମ୍ପରା ସହ କଳା ସଂସ୍କୃତି ଓ ସମାଜ ଜୀବନ ଉପରେ ଅନେକ ଲେଖା ଓ କୁଇଜ୍ ରହିଥିବା ବିଷୟ ଶ୍ରୀମତୀ ପୁରୋହିତ ପ୍ରକାଶ କରିଛନ୍ତି l ଓ ଆଜିକାଲି ର ପିଲାଙ୍କୁ ମୋବାଇଲ ଅଭ୍ୟାସ ରୁ ଧ୍ୟାନ ହଟାଇବାକୁ ଏହି ଛୋଟ ଚଟି ବହି ଟି ଲେଖିଥିବା କହିଛନ୍ତି l ସମ୍ନାନସ୍ପଦ ଜିଲ୍ଲାପାଳ ତାଙ୍କ  ଉତ୍ସାହ ବୃଦ୍ଧି କରିଥିବାରୁ ଶ୍ରୀମତୀ ପୁରୋହିତ ଜିଲ୍ଲାପାଳ ଡଃ ସାହୁ ଙ୍କୁ  କୃତଜ୍ଞତା ଜ୍ଞାପନ କରିଛନ୍ତି l ଏବଂ ପୂଜ୍ୟ ଶ୍ବଶୁର ସ୍ୱର୍ଗତ କାହୁଁ ଚରଣ ମିଶ୍ର ଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏ ପୁସ୍ତକ ଉତ୍ସର୍ଗ କରିଥିବା କହିଛନ୍ତି lଏହି କାର୍ଯ୍ୟକ୍ରମରେ ସ୍ୱଚ୍ଛଭାରତ ସଂଗଠନ ର ସ୍ବେଛାସେବୀ ଶ୍ରୀବତ୍ସ ମଲ୍ଲିକ,ପ୍ରହଲ୍ଲାଦ ମିଶ୍ର, ପ୍ରମୋଦ କୁମାର ସାହୁ, ରାମ ଚନ୍ଦ୍ର ଅଗ୍ରୱାଲ, ମାବୋରଞ୍ଜନ ତ୍ରିପାଠୀ, ମନୋଜ ପଣ୍ଡା,ଲଦକିଶୋର ମଲ୍ଲିକ  ନରସିଂହ ବର୍ଗୀ, ପ୍ରତାପ ଦାଶ, ଆମର ଭୁତ, ଜୟନ୍ତ ବେହେରା,ଡା ସରୋଜ ପଟେଲ, ଜୟନାରାୟଣ ସାହୁ ସବୁ ଉପସ୍ଥିତ ଥିଲେ.


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like