-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

*୧୧ ଅଗଷ୍ଟରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସମୁହ ଛୁଟିରେ ଜିଲ୍ଲାର ସମସ୍ତ ରାଜସ୍ୱ ଅମଲା*- *ସୁବର୍ଣ୍ଣପୁର ଜିଲ୍ଲା ରେ ଅଭୂତପୂର୍ବ ସଫଳତା*-

11-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ବହୁ ପ୍ରତୀକ୍ଷିତ ଦଶ ଦଫା ଦାବୀ ପୁରଣ କରିବା ରେ ରାଜ୍ଯ ସରକାର ଙ୍କ ସହ ଆଲୋଚନା ବିଫଳ ହେବା ପରେ ସଂଘର ପୂର୍ବନିର୍ଦ୍ଧାରିତ ନିଷ୍ପତ୍ତି ପ୍ରକାରେ ୧୧ ଅଗଷ୍ଟରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ରାଜସ୍ବ ଅମଲାମାନେ ସାମୁହିକ ଛୁଟିରେ  ରହିବା ପରିପେକ୍ଷିରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ର ସମସ୍ତ ରାଜସ୍ୱ ଅମଲା  ମଧ୍ୟ ସାମୁହିକ ଛୁଟିରେ ରହି ଆଜି ଜିଲ୍ଲାପାଳ ଅଫିସ କ୍ୟାମ୍ପସ ରେ ଏକଜୁଟ ହୋଇ ଧାରଣା ରେ ବସିଛନ୍ତି l ପ୍ରକାଶ ଥାଉକି ଗତ ୮ ତାରିଖ ଦିନ ରାଜସ୍ୱ ଅମଲା ମାନେ ନିଜ ନିଜ ଅଧିକାରୀଙ୍କୁ ସମୁହ ଛୁଟି ଦରଖାସ୍ତ ପ୍ରଦାନ କରିଥିଲେ l ଯେତେ ଦିନ ଯାଏଁ ରାଜ୍ୟ ସରକାର ଦାବୀ ପୂରଣ କରି ବିଜ୍ଞପ୍ତି ପ୍ରକାଶ କରିବେ ନାହିଁ  ସେତେ ଦିନ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସୁବର୍ଣ୍ଣପୁର ଜିଲ୍ଲା ରାଜସ୍ବ ଅମଲା ସଂଘ ଅଧ୍ୟକ୍ଷ ତଥା ରାଜ୍ୟ ରାଜସ୍ବ ଅମଲା ସଂଘ ଯୁଗ୍ମ ସମ୍ପାଦକ ନୀଳାମ୍ବର ଶତପଥୀ ଓ ସମ୍ପାଦକ ବନମାଳୀ ମେହେର ପ୍ରକାଶ କରିଛନ୍ତି l  ଏହି ଆନ୍ଦୋଳନ ସମୟରେ ଜିଲ୍ଲା ର ସାଧାରଣ ଜନତା ଯାହା ଅସୁବିଧାର ସମ୍ମୁଖୀନ ହେବେ ସେଥିପାଇଁ ରାଜ୍ଯ ସରକାର ସମ୍ପୂର୍ଣ୍ଣ ରୂପେ ଦାୟୀ ରହିବେ ବୋଲି ସଂଘର କର୍ମକର୍ତ୍ତା ସମୂହ ଚେତାବନୀ ଦେଇ ଅଛନ୍ତି । 
 ରାଜସ୍ଵ ଅମଲା ମାନଙ୍କର ଦାବି ଗୁଡିକ ମଧ୍ୟ ରେ ପ୍ରମୁଖ ଦାବୀ ଗୁଡିକ ହେଲା, ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କ ମୂଳ ଦରମା ORSP-୨୦୧୭ ନିୟମ ଅନୁଯାଇ ଲେବେଲ୍- ୯ କୁ ବୃଦ୍ଧି କରାଇବା, ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ସଂକଳ୍ପ ପତ୍ର ସଂଖ୍ୟା :- ୮୮୯୮ ତାରିଖ- ୧୫-୦୩-୨୪ ଅନୁଯାୟୀ ତଥା ସମସ୍ତ ୩୦ ଗୋଟି ଜିଲ୍ଲାପାଳ ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିବା ତଥ୍ୟକୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯିବା, ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ କରାଯିବା, ୧୯୯୦ ମସିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ କରାଯିବା, ସରକାରୀ କର୍ମଚାରୀଙ୍କୁ ପୁରାତନ ପେନସନ୍ ଯୋଜନା ରେ ଅନ୍ତର୍ଭୁକ୍ତ କରାଯିବା ଇତ୍ୟାଦି ଦାବୀ ରହିଛି। ସୁବର୍ଣ୍ଣପୁର ଜିଲ୍ଲା ସଂଘର କର୍ମକର୍ତ୍ତା ପ୍ରକାଶ କରିଛନ୍ତି ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଏବଂ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀଙ୍କ ଉପରେ ସଂଘର ଦୃଢ଼ ଆଶା ଓ ବିଶ୍ୱାସ ଅଛି ଯେ, ପୂର୍ବ ସରକାରଙ୍କ ଦ୍ୱାରା ପ୍ରତାରିତ ହୋଇଥିବା ହଜାର ହଜାର ରାଜସ୍ୱ ଅମଲାଙ୍କୁ ଲୋକଙ୍କ ମୁଖ୍ୟମନ୍ତ୍ରୀ ଏବଂ ଲୋକଙ୍କ ସରକାର ଠାରୁ  ନ୍ୟାୟ ମିଳିବ। 
ଜନସାଧାରଣ ଏହି ଆନ୍ଦୋଳନ ଫଳରେ ସରକାରୀ ସେବା ପାଇବା ପାଇଁ ଯେଉଁ ଅସୁବିଧାର ସମ୍ମୁଖୀନ ହେବେ ସେଥିପାଇଁ ସଙ୍ଘ ତରଫରୁ ଜନସାଧାରଣଙ୍କୁ କ୍ଷମା ପ୍ରାର୍ଥନା କରାଯାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like