-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ଐତିହାସିକ ଯୋଗିନୀ ପୀଠକୁ ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା

11-Aug-2025



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଐତିହାସିକ ଯୋଗିନୀ ପୀଠ ରାଣିପୁର ଝରିଆଲକୁ ପରିଦର୍ଶନ କରିଛନ୍ତି ଉପମୁଖ୍ୟମନ୍ତ୍ରି ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା। ସେ ୬୪ଯୋଗିନୀ ମନ୍ଦିର ପରିଦର୍ଶନ ସହ ସୋମେଶ୍ୱର ବାବାଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ। ରାଣିପୁର ଝରିଆଲ ର ଉନ୍ନତି ପାଇଁ ପୂର୍ବରୁ ପ୍ରସ୍ତୁତ ହୋଇଥିବା ଡିପିଆର ଦେଖିଲେ ଉପମୁଖ୍ୟମନ୍ତ୍ରୀ ।ବିଭିନ୍ନ ପ୍ରସ୍ତାବିତ ପ୍ରକଳ୍ପ ର ବିଭାଗୀୟ ଅଧିକାରୀ ମାନଙ୍କ ସହ ଉପସ୍ଥିତ ରହି ସମୀକ୍ଷା କରିଥିଲେ ।ତାଙ୍କ ସହ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଙ୍କ ସହ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଏହି ପୀଠ ର ଉନ୍ନତି ପାଇଁ ୮୭ କୋଟି ୯୩ ଲକ୍ଷ ୨୮ ହଜାର ଟଙ୍କା  ଘୋଷଣା କରିଥିବା ବେଳେ ସ୍ଥାନୀୟ ଲୋକେ ଓ ପର୍ଯ୍ୟଟକ ଡବଲ ଇଞ୍ଜିନ ବିଜେପି ସରକାର କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଉନ୍ନତି କରିବା ପାଇଁ ପ୍ୟାକେଜ ଘୋଷଣା କରିବା ସହ ପର୍ଯ୍ୟଟକ ମାନେ ଏହି ଐତିହାସିକ ଯୋଗିନୀପୀଠ କୁ ସଫା ସୁତୁରା ରଖିବା ପାଇଁ ପରାମର୍ଶ ଦେଇଛନ୍ତି । ଏଥିରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା ଜିଲ୍ଲାପରିଷଦ ର ନିର୍ବାହୀ ଅଧିକାରୀ  ତରଣୀ ସୁନା,

ଟିଟିଲାଗଡ଼ ଉପ ଜିଲ୍ଲାପାଳ, ବଲାଙ୍ଗୀର ପର୍ଯ୍ୟଟନ ଟିଟିଲାଗଡ ରଶ୍ମିରଞ୍ଜନ ମିଶ୍ର, ବଙ୍ଗୋମୁଣ୍ଡା ବିଡ଼ିଓ  ବାସନ୍ତୀ ସେଠି ଙ୍କ ସହ ବିଭିନ୍ନ ବିଭାଗ ର ଅଧିକାରୀ ମାନେ ସାମିଲ ହୋଇଥିଲେ । ଏହି ପରିଦର୍ଶନ ସମୟରେ  ମନ୍ଦିର ଟ୍ରଷ୍ଟ କମିଟି ତରଫରୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଗଲା ପରେ ପର୍ଯ୍ୟଟନ ମନ୍ତ୍ରୀ ସୋମେଶ୍ୱର ମହାଦେବଙ୍କ ମନ୍ଦିରର ମୁଖ୍ୟ ପୂଜକ ଜଗମୋହନ ତ୍ରିପାଠୀ ପୂଜା କାର୍ଯ୍ୟ କରିବାସହ ପିଠର ସୂବିଧା ଅସୁବିଧା ବିସୟରେ କହିଥିଲେ। ଟ୍ରଷ୍ଟ କମିଟିର ସଭାପତି ମାଣିକ ଚନ୍ଦ ଜୈନ, ସମ୍ପାଦକ ଖିରସିନ୍ଧୁ ଭୋଇ, ଆବାହକ ଅନିଲ ତ୍ରିପାଠୀ, ମଞ୍ଜେସ ମେହେର, ଝରିଆଲ ସରପଞ୍ଚ ଭରଦ୍ୱାଜ ଗହୀର, ସମିତି ସଭ୍ୟ ରାଜୁ ହାତୀ, ଗୋପୀନାଥ ସାହୁ, ରଶ୍ମିରଞ୍ଜନ ପୁଟେଲ, ନିତ୍ୟାନନ୍ଦ ପୃଷେଠ, ରମା ସାହୁ, ଜ୍ୟୋତି ସାହୁ, ନବଘନ ଭରାସଗ୍ରିଆ, ଯୁବରାଜ ବାଗ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like