-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜ୍ୟ

ମାସିକ ଆଲୋଚନାଚକ୍ର ଓ ବନ୍ଧୁମିଳନ

11-Aug-2025



ଭୁବନେଶ୍ବର(ପ୍ରେରଣା ଖବର)- ପୋଖରୀପୁଟ ଲିଙ୍ଗରାଜ ବିହାର ଜଗନ୍ନାଥ ମନ୍ଦିର ପରିସରରେ ଏମ୍ ଏସ୍ ପାର୍କ ପ୍ରାତଃ ଭ୍ରମଣକାରୀ ସଂଘରୁ ମାସିକ ଆଲୋଚନାଚକ୍ର ଓ ବନ୍ଧୁ ମିଳନ ସଭାପତି ନିର୍ମଳ ଚନ୍ଦ୍ର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସମ୍ପାଦକ ଲକ୍ଷ୍ମୀନାରାୟଣ ପାଢି ବିବରଣୀ ପାଠ କରିଥିବା ବେଳେ ଉପଦେଷ୍ଠା ପଠାଣି ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
ଆଗାମୀ ଦିନରେ ବିଭିନ୍ନ ମନ୍ଦିର ଓ ଅନୁଷ୍ଠାନରେ ମାସିକ ବୈଠକ କରାଯାଇ ପରିବେଶ ସୁରକ୍ଷା ବୃକ୍ଷ ରୋପଣ ଓ ନିଶା ନିବାରଣ ସମ୍ପର୍କରେ ସଚେତନତା ସ୍ରୁଷ୍ଟି କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ପବିତ୍ର ସ୍ଵାଧୀନତା ଦିବସ ପାଳନ ପାଇଁ ସଭାପତି ସମସ୍ତଙ୍କର ସହଯୋଗ କାମନା କରିଥିଲେ। ସହଯୋଗ ର ସଭାପତି ବାଇଧର ପାତ୍ର ଙ୍କ ୭୬ ତମ ଜନ୍ମ ଦିବସ ଉପଲକ୍ଷେ ଶ୍ରି ପାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇ ତାଙ୍କର ଦୀର୍ଘ ଜୀବନ କାମନା କରାଯାଇଥିଲା। ଅନ୍ୟନ୍ୟ ମାନଙ୍କ ମଧ୍ୟରେ ହର୍ଷ ବର୍ଧନ ଉଦ୍ଗାତା, ରମେଶ ଚନ୍ଦ୍ର ପାତ୍ର, ତରୁଣୀ ସେନ ନାୟକ, ନାରାୟଣ କର, ଶିଶିର ଦାସ, ଡାଃ ବାଳକୃଷ୍ଣ ପ୍ରହରାଜ, ରମାକାନ୍ତ ସାହୁ, ପ୍ରବୀର କୁମାର ମହାପାତ୍ର, ହାଡିବନ୍ଧୁ ସାହୁ, ସୁଦର୍ଶନ ମହାଲିକ, ରଘୁନାଥ ପରିଡା ,ରମାକାନ୍ତ ସାହୁ, ସୀମାଞ୍ଚଳ ପାଢି, ପ୍ରଭାକର ସାହୁ ଓ ନିରଞ୍ଜନ ସେନାପତି ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ କୃଷ୍ଣ ପ୍ରସାଦ ଜେନା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like