-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବିସ୍ମୟ ବାଳକ ସାଲେମ ଭୋସାଗରଙ୍କୁ ଓଡିଶା ଅଭିଭାବକ ମହାସଂଘ, ବରଗଡ ଜିଲ୍ଲା ଦ୍ୱାରା ସମ୍ମାନିତ

11-Aug-2025



ଅତାବିରା(ଆକାଶ ମିଶ୍ର): ବରଗଡ଼: ବରଗଡ଼ ଜିଲ୍ଲାର ତଥା ବରଗଡ଼ ବ୍ଲକ୍ ଅନ୍ତର୍ଗତ ଧାଙ୍ଗେର ଗ୍ରାମର ବିସ୍ମୟ ବାଳକ ସ୍ମୃତି ସାଲୋମ ଭୋସାଗର ( ୪ ବର୍ଷ ୯ ମାସ ) ଇଣ୍ଡିଆ ବୁକ୍ ଅଫ ରେକର୍ଡ ରେ ସ୍ଥାନ ପାଇଛନ୍ତି। ମାତ୍ର ଦୁଇ ମିନିଟରେ ୧୦୦ ଟି ପ୍ରଶ୍ନର ତ୍ୱରିତ ଉତ୍ତର ଦେଇ ସେ ଏଭଳି କୃତିତ୍ୱ ଅର୍ଜନ କରି ଗ୍ରାମ ଏବଂ ଜିଲ୍ଲାକୁ ଗର୍ବିତ କରିଛନ୍ତି। ଏଥି ପାଇଁ ସେ ବରଗଡ ଜିଲ୍ଲା ର ସବୁ ବର୍ଗ ରୁ ପ୍ରଶଂସା ପାଇଛନ୍ତି।ସେ ବାପା ପ୍ରେମାନନ୍ଦ ଭୋସାଗର ଏବଂ ମାଆ ରଞ୍ଜନା ପାଇକ ଙ୍କ ପୁତ୍ର ଅଟନ୍ତି। ସ୍ମୃତି କୁ ଆଗକୁ ନେବାରେ ମାଆ ରଞ୍ଜନା ଙ୍କ ଭୂମିକା ବେଶୀ ବୋଲି ପରିବାର ବର୍ଗ କହିଛନ୍ତି। ଅଜି ଓଡିଶା ଅଭିଭାବକ ମହାସଂଘ ବରଗଡ଼ ଜିଲ୍ଲା ପକ୍ଷ ରୁ  ସଭାପତି ବିମଳ କୁମାର ଦାଶ, ଅସିତ୍ କୁମାର ସାହୁ, ପିଣ୍ଟୁ ଶତପଥୀ ,କମଳ ଲୋଚନ ସରାଫ, ଉମେଶ ଚନ୍ଦ୍ର ପ୍ରଧାନ ସମୂହ ଧ।ଙ୍ଗେର ଗ୍ରାମକୁ ଯାଇ ସ୍ମୃତି ସାଲୋମ କୁ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ମାନିତ କରିଥିଲେ। ଏହି ଅବସର ରେ ଧାଙ୍ଗେଡ ଗ୍ରାମ ର ସରପଞ୍ଚ ଦଖିଲ ବାଗ, ବାଲେଶ୍ଵର କୁଅଁର ଓ ଗ୍ରାମବାସୀ ଆଦି ଉପସ୍ଥିତି ଥିଲେ।
କଥୋପକଥନ ଛଳରେ ସ୍ମୃତି ଭବିଷ୍ୟତରେ ଜଣେ ବୈଜ୍ଞାନିକ ହେବାକୁ ଲକ୍ଷ୍ୟ ରଖିଛନ୍ତି। ମହାସଂଘ ସମସ୍ତ ସଦସ୍ୟ ସ୍ମୃତି ର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like