-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଆଦିବାସୀ ଭବନ ଲୋଇସିଂହା ଠାରେ ବିଶ୍ଵ ଆଦିବାସୀ ଦିବସ ପାଳିତ

11-Aug-2025



ଲୋଇସିଂହା, (ବିନୋଦ ଦୀପ) ଆଦିବାସୀ ଭବନ ଲୋଇସିଂହା ଠାରେ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି l ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ  ଲୋଇସିଂହା ଓ ଆଗଲପୁର ଶାଖା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଏକ ବିଶାଳ ଶୋଭାଯାତ୍ରା ଅଗ୍ରସେନ ଭବନ ରୁ ବାହାରି ଆଦିବାସୀ ଭବନ ପର୍ଯ୍ୟନ୍ତ ପହଞ୍ଚିଥିଲା l ଆଦିବାସୀ ଭବନ ଠାରେ ଉକ୍ତ ସଭାକୁ ବ୍ଲକ ଆଦିବାସୀ ସଂଘ ସଭାପତି ଦଶରଥ ଛତ୍ରିଆ ସଭାପତିତ୍ବ କରିଥିଲେ ଏଥିରେ ମୁଖ୍ୟଅତିଥି ଭାବେ ଲୋଇସିଂହା ଜମିଦାର କୁମାରୀ ଅର୍ଚ୍ଚନା ସିଂ ରାଏ ମୁଖ୍ୟ ଅତିଥି ଭାବେ ଜୋ ଦେଇଥିବା ବେଳେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ସଭାପତି ଶ୍ୟାମ ସୁନ୍ଦର ଭୋଇ ସ୍ଵତନ୍ତ୍ର ଅତିଥି, ଆଗଲପୁର ବ୍ଲକ ସଭାପତି ବଳଦେବ ଭୋଇ ମୁଖ୍ୟବକ୍ତା ଓ ସାଂସଦ ପ୍ରତିନିଧି ବାଳକୃଷ୍ଣ ଧରୁଆ, ଜିଲ୍ଲା ଆଦିବାସୀ ସଂଘ କୋଷାଧ୍ୟକ୍ଷ ପ୍ରଫୁଲ୍ଲ ତୁମୁନିଆ, ଆଗଲପୁର ବ୍ଲକ କାର୍ଯ୍ୟକାରୀ ସଭାପତି ଭୁବନେଶ୍ୱର ଧରୁଆ, ବ୍ଲକ ଶବର ସମାଜ ସଭାପତି ନାରାୟଣ ବର୍ଗେ, ତହସିଲଦାର ଟିକ୍ନୁନୁ ପୁଟା , କୁମାରୀ ବନ୍ଦନା ସିଂ ରାଏ ଓ ବ୍ଲକ ସମ୍ପାଦକ ଗୋପାଳ ପଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ l କାର୍ଯ୍ୟକ୍ରମ ପରିଚାଳନାରେ ରୁକ୍ମଣ ଧରୁଆ, ଗୌର ଧରୁଆ, ଲଳିତ ମୋହନ ପୁଟା, ଦେବେନ୍ଦ୍ର ପୁଟା, ନରେନ୍ଦ୍ର ପୁଟା, ରାଜ କୁମାର ଧରୁଆ, ଗୋବିନ୍ଦ ଭୋଇ, ସୁରେଶ ଭୋଇ, ଯୁବରାଜ ଗଡତ୍ୟା, ମହେନ୍ଦ୍ର କହେଣ୍ଡା,  ଅସ୍ଲୁ ରାଏ, ପୂର୍ଣ୍ଣଚନ୍ଦ୍ର ଭୋଇ ପ୍ରମୁଖ ସହଯୋଗ କରିଥିବା ବେଳେ ଲୋଇସିଂହା ଓ ଆଗଲପୁର ବ୍ଲକ ରୁ ବହୁ ସଂଖ୍ୟାରେ ଆଦିବାସୀ ସମାଜ ମହିଳା, ପୁରୁଷ, ଯୁବ ଓ ଛାତ୍ର ଯୋଗ ଦେଇଥିଲେ। ବ୍ଲକ ଆଦିବାସୀ ସଂଘ ସମ୍ପାଦକ ଗୋପାଳ ପଧାନ ସ୍ବାଗତ ଭାଷଣ ଦେଇଥିବା ବେଳେ ଶେଷରେ ଧନ୍ୟବାଦ୍ ଅର୍ପଣ କରିଥିଲେ ସଭାପତି ଶ୍ରୀ ଦଶରଥ ଛତ୍ରିଆ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like