ଆଜି ଏକ ଭିନ୍ନ ସ୍ୱାଦର ବୃକ୍ଷରୋପଣ ପ୍ରକୃତିପ୍ରେମୀଙ୍କୁ ଆଶ୍ୱାସନା ଦେଇଛି । ଆଜି ପୂର୍ବାହ୍ନରେ, ପୋଖରୀପୁଟ ସ୍ଥିତ ଝରା ପୋଖରୀ ହୁଡାରେ କରାଯାଇଛି ୧୦୮ବେଲ ଚାରା ରୋପଣ ।
 ଭୁବନେଶ୍ୱରର ସାଂସ୍କୃତିକ ପରଂପରାକୁ ଖାପଖୁଆଇବାଭଳି  ଏହା ଏକ ଅଭିନବ ବୃକ୍ଷ ରୋପଣ ଅଭିଯାନ ବୋଲି କହିଛନ୍ତି ସ୍ଥାନୀୟ ବାସିନ୍ଦା । ସଂପ୍ରତି  “ମା’ ପାଇଁ ଗଛଟିଏ” ବାର୍ତ୍ତାନେଇ କରାଯାଉଥିବା ବୃକ୍ଷ ରୋପଣ ଘରେ ଘରେ ସବୁଜିମାର ବାର୍ତ୍ତା ଦେଉଥିବା ବେଳେ, ବେଲ ଗଛ ଲଗାଇବା ଏକ ଦୀର୍ଘକାଳୀନ

"/>

-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ରାଜ୍ୟ

ବୃକ୍ଷ ରୋପଣରେ ଭୁବନେଶ୍ୱର ମହାନଗର ନିଗମର ନିଆରା ପ୍ରୟାସ

11-Aug-2025



ସୃଷ୍ଟି ହେଲା ୧୦୮ ବେଲ ଉଦ୍ୟାନ

ଆଜି ଏକ ଭିନ୍ନ ସ୍ୱାଦର ବୃକ୍ଷରୋପଣ ପ୍ରକୃତିପ୍ରେମୀଙ୍କୁ ଆଶ୍ୱାସନା ଦେଇଛି । ଆଜି ପୂର୍ବାହ୍ନରେ, ପୋଖରୀପୁଟ ସ୍ଥିତ ଝରା ପୋଖରୀ ହୁଡାରେ କରାଯାଇଛି ୧୦୮ବେଲ ଚାରା ରୋପଣ ।
 ଭୁବନେଶ୍ୱରର ସାଂସ୍କୃତିକ ପରଂପରାକୁ ଖାପଖୁଆଇବାଭଳି  ଏହା ଏକ ଅଭିନବ ବୃକ୍ଷ ରୋପଣ ଅଭିଯାନ ବୋଲି କହିଛନ୍ତି ସ୍ଥାନୀୟ ବାସିନ୍ଦା । ସଂପ୍ରତି  “ମା’ ପାଇଁ ଗଛଟିଏ” ବାର୍ତ୍ତାନେଇ କରାଯାଉଥିବା ବୃକ୍ଷ ରୋପଣ ଘରେ ଘରେ ସବୁଜିମାର ବାର୍ତ୍ତା ଦେଉଥିବା ବେଳେ, ବେଲ ଗଛ ଲଗାଇବା ଏକ ଦୀର୍ଘକାଳୀନ

ପ୍ରୟାସ  । ଏକାମ୍ର କ୍ଷେତ୍ରର ମହନୀୟତାକୁ ଏହା ପ୍ରତିପାଦନ କରିଛି । ଆଗାମୀ ଦିନ ଗୁଡିକରେ ନାଗରିକ ମାନଙ୍କର ସହଯୋଗ ଏଭଳି ପ୍ରୟାସକୁ ଆଗେଇ ନେଉ ବୋଲି ବି ଏମ୍ ସି ପକ୍ଷରୁ ନିବେଦନ କରାଯାଇଛି । ମେୟର ଶ୍ରୀମତୀ ସୁଲୋଚନା ଦାସ, ଡେପୁଟି ମେୟର ଶ୍ରୀମତୀ ମଞ୍ଜୁଲତା କଁଅର, କମିଶନର ଚଞ୍ଚଳ ରାଣା ଙ୍କ ସମେତ ଷ୍ଟାଣ୍ଡିଂ କମିଟି ଚେୟାରମ୍ୟାନ୍, ସ୍ଥାନୀୟ କର୍ପୋରେଟର ଏବଂ ସ୍ଥାନୀୟ ଜନ ସାଧାରଣ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like