-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ଗାଁ ଦାଣ୍ଡରେ ବିଭତ୍ସ ହତ୍ୟାକାଣ୍ଡ।

12-Aug-2025



ଗଞ୍ଜାମ ଜିଲ୍ଲା ପୋଲିସ ପ୍ରଶାସନ କୁ ଅପରାଧୀ ମାନଙ୍କର ଖୋଲା ଚ୍ୟାଲେଞ୍ଜ ଦିନକୁ ଦିନ ବୃଦ୍ଧି ପାଉଛି। ଗତକାଲି ନିମଖଣ୍ଡି ଥାନା ଅଞ୍ଚଳରେ ମହିଳାଙ୍କ ଗଳାକାଟି ହତ୍ୟା ହୋଇଥିବାର କିଛି ସମୟ ପରେ ହିଞ୍ଜିଳି ଥାନା ଅର୍ନ୍ତଗତ ରାଳବ ଗ୍ରାମରେ ସାମାନ୍ୟ କଥାକୁ ନେଇ ହରି ପଟ୍ଟନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ଅରୁଣ ଦଳେଇ ନାମକ ଜଣେ ଯୁବକ ପେଟକୁ ଭୁଷି ହତ୍ୟା କରି ଚମ୍ପଟ୍ ମାରୁଥିବା ବେଳେ ପୋଲିସ କାବୁ କରି ଜେରା କରୁଛନ୍ତି। ଘଟଣାରୁ ପ୍ରକାଶ ଯେ ବର୍ଷା ଯୋଗୁଁ ଗାଁ ମଣ୍ଡପରେ କିଛି ଲୋକ ଆଶ୍ରୟ ନେଇଥିବା ବେଳେ ବିଦ୍ୟୁତ୍ ପଙ୍ଖା ବୁଲୁଥିବା ବେଳେ ବର୍ଷାପାଣି ରେ ଖରାପ ହୋଇଯିବ ଭାବି ସାଗର ପଟ୍ଟନାୟକ ନାମକ ଜଣେ ଯୁବକ ଉକ୍ତ ପଙ୍ଖାକୁ ବନ୍ଦ କରି ଦେବା ଯୋଗୁଁ ହତ୍ୟାକାରୀ ଅରୁଣ ସାଗର କୁ ନିର୍ଦ୍ଧୁମ ମାଡ ମାରିଥିଲା। ଏତିକି ସାଗର ର ବାପା ହରି ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ଆପତ୍ତି କରିବାରୁ ଅରୁଣ ହରିକୁ ମାରଣାନ୍ତକ ଆକ୍ରମଣ କରିଥିଲା। ଯାହା ଫଳରେ ଘଟଣାସ୍ଥଳରେ ହିଁ ହରି ପଟ୍ଟନାୟକର ପ୍ରାଣ ବାୟୁ ଉଡ଼ି ଯାଇଥିଲା। ଏତିକି ବେଳେ ଗାଁ ଲୋକେ ଘଟଣାସ୍ଥଳରେ ପହଞ୍ଚି ଯିବା ଦେଖି ଅଭିଯୁକ୍ତ ଅରୁଣ ଘର ଭିତରକୁ ଯାଇ କବାଟ କିଳି ରହିଯାଇଥିଲା ଓ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ଘଟଣାର ଅନୁଧ୍ୟାନ କରିବା ବେଳେ ଅରୁଣ ଘଟଣାସ୍ଥଳରୁ ଚମ୍ପଟ୍ ମାରିବା ପାଇଁ ଉଦ୍ୟମ କରିବା ବେଳେ ପୋଲିସ ତାକୁ କାବୁ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like