-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ରାଜ୍ୟ

ଗାଁ ଦାଣ୍ଡରେ ବିଭତ୍ସ ହତ୍ୟାକାଣ୍ଡ

12-Aug-2025



ଗଞ୍ଜାମ ଜିଲ୍ଲା ପୋଲିସ ପ୍ରଶାସନକୁ ଅପରାଧୀ ମାନଙ୍କର ଖୋଲା ଚ୍ୟାଲେଞ୍ଜ ଦିନକୁ ଦିନ ବୃଦ୍ଧି ପାଉଛି। ଗତକାଲି ନିମଖଣ୍ଡି ଥାନା ଅଞ୍ଚଳରେ ମହିଳାଙ୍କ ଗଳାକାଟି ହତ୍ୟା ହୋଇଥିବାର କିଛି ସମୟ ପରେ ହିଞ୍ଜିଳି ଥାନା ଅର୍ନ୍ତଗତ ରାଳବ ଗ୍ରାମରେ ସାମାନ୍ୟ କଥାକୁ ନେଇ ହରି ପଟ୍ଟନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ଅରୁଣ ଦଳେଇ ନାମକ ଜଣେ ଯୁବକ ପେଟକୁ ଭୁଷି ହତ୍ୟା କରି ଚମ୍ପଟ୍ ମାରୁଥିବା ବେଳେ ପୋଲିସ କାବୁ କରି ଜେରା କରୁଛନ୍ତି। ଘଟଣାରୁ ପ୍ରକାଶ ଯେ ବର୍ଷା ଯୋଗୁଁ ଗାଁ ମଣ୍ଡପରେ କିଛି ଲୋକ ଆଶ୍ରୟ ନେଇଥିବା ବେଳେ ବିଦ୍ୟୁତ୍ ପଙ୍ଖା ବୁଲୁଥିବା ବେଳେ ବର୍ଷାପାଣି ରେ ଖରାପ ହୋଇଯିବ ଭାବି ସାଗର ପଟ୍ଟନାୟକ ନାମକ ଜଣେ ଯୁବକ ଉକ୍ତ ପଙ୍ଖାକୁ ବନ୍ଦ କରି ଦେବା ଯୋଗୁଁ ହତ୍ୟାକାରୀ ଅରୁଣ ସାଗର କୁ ନିର୍ଦ୍ଧୁମ ମାଡ ମାରିଥିଲା। ଏତିକି ସାଗର ର ବାପା ହରି ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ଆପତ୍ତି କରିବାରୁ ଅରୁଣ ହରିକୁ ମାରଣାନ୍ତକ ଆକ୍ରମଣ କରିଥିଲା। ଯାହା ଫଳରେ ଘଟଣାସ୍ଥଳରେ ହିଁ ହରି ପଟ୍ଟନାୟକର ପ୍ରାଣ ବାୟୁ ଉଡ଼ି ଯାଇଥିଲା। ଏତିକି ବେଳେ ଗାଁ ଲୋକେ ଘଟଣାସ୍ଥଳରେ ପହଞ୍ଚି ଯିବା ଦେଖି ଅଭିଯୁକ୍ତ ଅରୁଣ ଘର ଭିତରକୁ ଯାଇ କବାଟ କିଳି ରହିଯାଇଥିଲା ଓ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ଘଟଣାର ଅନୁଧ୍ୟାନ କରିବା ବେଳେ ଅରୁଣ ଘଟଣାସ୍ଥଳରୁ ଚମ୍ପଟ୍ ମାରିବା ପାଇଁ ଉଦ୍ୟମ କରିବା ବେଳେ ପୋଲିସ ତାକୁ କାବୁ କରିଛନ୍ତି।

କୈଳାସ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like