-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ହେବେ ତ ଏମିତି: ସିନାପାଲି ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

12-Aug-2025



 ନୂଆଁପଡ଼ା (ପରମେଶ୍ଵର ମେହେର):  ନୂଆପଡା ଜିଲ୍ଲା, ସିନାପାଲି ବ୍ଲକରେ  ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l 
ଏହି ଅଭିଯୋଗ ଶୁଣାଣି ଶିବିରରେ  ଜିଲ୍ଲାପାଳ  ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡି ରାଘବେନ୍ଦ୍ର ଙ୍କ ସହ ଜିଲ୍ଲା ମୁଖ୍ୟ  ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୁରମି ସୋରେନ  ,ବ୍ଲକ୍ ଅଧ୍ୟକ୍ଷା ତପସ୍ଵିନୀ ମାଝୀ ,ଉପାଧ୍ୟକ୍ଷା ମୀନା ଘିବେଲା, ଜିଲ୍ଲା  ମୁଖ୍ୟ ଚିକତ୍ସାଧିକାରୀ ଡଃ ଦ୍ବାରିକା ନାଥ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ l ଆଜିର ଶିବିରରେ ୮୮ ଗୋଟି ବ୍ୟକ୍ତିଗତ  ୨୩ ଟି ଗୋଷ୍ଠିଗତ ଏଭଳି ମୋଟ ୧୧୧ ଗୋଟି ଅଭିଯୋଗର ଶୁଣାଣି   ଜିଲ୍ଲାପାଳ କରିଥିଲେ । ଏହି ସବୁ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ।  ବିଡ଼ିଓ କାର୍ମୀ ଓରାମ , ତହସିଲଦାର ଉପାଞ୍ଜଲୀ ମାଝୀ,ଡେପୁଟୀ କଲେକ୍ଟର ଶେଖ୍ ନସିମ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ। ଅଭିଯୋଗ ଶିବିର ଉପଲକ୍ଷେ ବ୍ଲକ ରେ ଗୋଟିଏ ସ୍ଵାସ୍ଥ୍ୟ ଶିବିର ଆୟୋଜନ କରା ଯାଇଥିଲା ।  ସେହିପରି ସ୍ଥାନୀୟ ଡାକ୍ତରଖାନାରେ ଗୋଟିଏ ରକ୍ତଦାନ ଶିବିର ଆୟୋଜନ କରାଯାଇ ଥିଲା l ଅଭିଯୋଗକାରୀ ମାନଙ୍କ ପାଇଁ ଛାୟା, ଚୌକି ଓ ପାନୀୟ ଜଳର ବନ୍ଦୋବସ୍ତ ହୋଇଥିଲା । ଏହି ଅବସରରେ କେନ୍ଧୁମୁଣ୍ଡା ଗାଁରେ ଗୃହପାଳିତ ପଶୁ ପକ୍ଷୀ ମାନଙ୍କ ଚିକିତ୍ସା ପାଇଁ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ଗୋଟିଏ ଶିବିର ଆୟୋଜିତ ହୋଇଥିଲା ଏହି ଅଭିଯୋଗ ଶିବିରରେ ୨ଜଣ ଅନ୍ଧ ଅନ୍ଧୁଣି ଙ୍କୁ ରେଡକ୍ରସ ଫଣ୍ଡ ତରଫରୁ ୫ହଜାର ଟଙ୍କା ପ୍ରଦାନ କରିଥିଲେ। ଏତତ ବ୍ୟତୀତ ଶିବିର ରେ ନିବେଦନ କରିଥିବା ଅନ୍ୟ ୨ଜଣ ଅପୁତ୍ରିକ ଦମ୍ପତି କୁ ତୁରନ୍ତ ଭତ୍ତା ଓ ଅନ୍ୟାନ୍ୟ ସରକାରୀ ସାହାଯ୍ୟ କରି ଦେବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପାଳ ଙ୍କ ଏପରି ପଦକ୍ଷେପ କୁ ଉଭୟ ନିବେଦନ କାରି ଖୁସିରେ ଭାସିଯାଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like