-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ସାପ୍ତାହିକ ନବୀନ ପତ୍ରିକା ର ୯୬ତମ ପ୍ରତିଷ୍ଠା ଦିବସ ପାଳିତ; ନବୀନ ଗଣମାଧ୍ୟମ ଜଗତ ଲାଗି ଏକ ଚଳନ୍ତି ଦସ୍ତାବିଜ

12-Aug-2025



ବ୍ରହ୍ମପୁର:  ମହୁରୀ ରାଜା କୃପାସିନ୍ଧୁ ନରେନ୍ଦ୍ର ଦେବ ଙ୍କ ପ୍ରତିଷ୍ଠିତ  ସାପ୍ତାହିକ "ନବୀନ "ପତ୍ରିକା ର ୯୬ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି।  ନବୀନ ର ସମ୍ପାଦକ ରବି ରଥ ଙ୍କ ସଭାପତିତ୍ୱ ରେ ଆୟୋଜିତ ସମାରୋହ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଖଲିକୋଟ ବିଶ୍ୱବିଦ୍ୟାଳୟ ର ପ୍ରାକ୍ତନ କୁଳପତି ଡ଼ ମନ୍ମଥ ପାଢ଼ୀ କହିଥିଲେ ଯେ ନବୀନ ଭଳି ପତ୍ରିକା ସ୍ୱାଧୀନତା ପୂର୍ବତ୍ତର ସମୟରେ ଓଡ଼ିଶାର ସାହିତ୍ୟିକ ମାନଙ୍କୁ ପ୍ରତିଷ୍ଠା ଦେବାରେ ନବୀନ ର ଅବଦାନ ଓ ଭୂମିକା ଅଧିକ। 
ମୁଖ୍ୟ ବକ୍ତା ଡ଼ ବାୟାମାନୁ ଚର୍ଚ୍ଚି କହିଥିଲେ ଯେ ଇଚ୍ଛା ଶକ୍ତି ଆଗରେ ସବୁ ସମ୍ଭବ ଥିବା ଉକ୍ତି କୂ ମହୁରୀ ରାଜା ପ୍ରମାଣିତ କରିଥିଲେ। ଗଞ୍ଜାମ ରେ ସାମ୍ବାଦିକତା ର ଉନ୍ନତ ପୃଷ୍ଠାଭୂମି ର ସେ ଅବତାରଣା କରିଥିଲେ। ବିଶିଷ୍ଟ ଅତିଥି ପ୍ରେମ ର ପ୍ରତିଷ୍ଠାତା ଡ଼ ଜାକବ ଥୁଣ୍ଡିଲ ନିଜ ବକ୍ତବ୍ୟ ରେ କହିଥିଲେ ଯେ ସାଧାରଣ ଲୋକଙ୍କ ପ୍ରତି ନବୀନ ପତ୍ରିକା ର ଦରଦ ଉଦାହରଣୀୟ ଥିଲା। ସମାଜ ର ପ୍ରକାଶକ ଓ।ମୁଦ୍ରାକର  ତଥା ଲୂ ସେବକ ମଣ୍ଡଳ ର ରାଷ୍ଟୀୟ କୋଷାଧ୍ୟକ୍ଷ୍ୟ ରାଜେନ୍ଦ୍ର ଜେନା ନିଜ ବକ୍ତବ୍ୟ ରେ ସମାଜ ଓ ନବୀନ ର ସମକାଳୀନ ପ୍ରକାଶନ ରେ ଅନେକ ଲୁକ୍କାୟିତ ପ୍ରତିଭା ଙ୍କୁ ସ୍ଥାନିତ କରି ପରବର୍ତୀ ସମ୍ମୟରେ ସେମାନଙ୍କୁ ସମାଜ ରେ ପ୍ରତିଷ୍ଠିତ କରାଇ ପାରିଥିଲା। 
ଏହି ଅବସର ରେ ଇଂ ଯାମିନୀ କାନ୍ତ ଦାସ ଏବଂ ବାଲେଶ୍ୱର ର ସମାଜସେବୀ ରୀତିକ ଜୀ ଙ୍କୁ କୃପାସିନ୍ଧୁ ନରେନ୍ଦ୍ର ଦେବ ସ୍ମୃତି ସମ୍ମାନ ରେ ସମ୍ବର୍ଦ୍ଧିତ।କରାଯାଇଥିଲା। 
ପ୍ରାରମ୍ଭ ରେ  ନବୀନ ସାହିତ୍ୟ ପ୍ରତିଷ୍ଠାନ ର ସଭାପତି କୃଷ୍ଣ ଚନ୍ଦ୍ର

ତ୍ରିପାଠୀ ଙ୍କ ପୌରୋହିତ୍ୟରେ କବିତା ପାଠ କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ ସସ୍ମିତା ପାଣିଗ୍ରାହୀ ଓ ରଞ୍ଜନ କୁମାର ବ୍ରହ୍ମା ସଂଯୋଜନା କରିଥିଲେ। ଅତିଥି ଭାବେ  ନବୀନ ପାଠାଗାର ର ଉପଦେଷ୍ଟା ଡ଼ ଡମ୍ବୁରୁଧର ସାହୁ ଯୋଗ ଦେଇଥିଲେ।  କବିତା ପାଠ କରିଥିବା କବିବୃନ୍ଦ ହେଲେ ସର୍ବଶ୍ରୀ ଜ୍ୟୋତ୍ସ୍ନା ପାଣି, ରଞ୍ଜନ ବ୍ରହ୍ମା, ଜ୍ୟୋତ୍ସ୍ନା ରାଣୀ ଦେବୀ, ପ୍ରମିଳା ପାଣି, କାଲିପ୍ରସାଦ ରାଓ, ସୁଧୀର ପଣ୍ଡା, ରଞ୍ଜନ ସାହୁ, ବୃନ୍ଦାବନ ପଣ୍ଡା, ଲକ୍ଷ୍ମୀ ଆମ୍ମା ନନ୍ଦଡା, ପ୍ରମୋଦ କୁମାର ପଣ୍ଡା, ପଦ୍ମିନୀ ମିଶ୍ର, ବନ୍ଦନା ମହାପାତ୍ର, ତ୍ରିନାଥ ନାୟକ, ବିଷ୍ନୁପ୍ରିୟା ସାହୁ, ମମତା ମଲିକ ପ୍ରମୁଖ। ନବୀନ ସହ ସମ୍ପାଦକ ସୁଶାନ୍ତ କର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like