-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||     

HOME   ଜିଲ୍ଲା

ଚରଦା କପିଳେଶ୍ୱର ମନ୍ଦିରକୁ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ଦେବାକୁ ଉପ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

12-Aug-2025



ବିନିକା(ହିମାଂଶୁ ଶେଖର ପୁଟେଲ)ପ୍ରସିଦ୍ଧ ଶୈବପୀଠ ଚରଦା ସ୍ଥିତ କପିଳେଶ୍ୱର ମନ୍ଦିରକୁ ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ଦେବାକୁ ଉପ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।ଆଜି ମାନନୀୟ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁବର୍ଣ୍ଣପୁର ଗସ୍ତରେ ଆସିଥିଲେ ।ଏହି ଅବସରରେ ସ୍ଥାନୀୟ ସର୍କିଟ ହାଉସ ଠାରେ କିଛି ସମୟ ରହଣି ମଧ୍ୟରେ ବିନିକା ବ୍ଲକ ଅଧିନସ୍ତ ଚରଦା ସ୍ଥିତ କପିଳେଶ୍ୱର ମନ୍ଦିର ଟ୍ରଷ୍ଟ ବୋର୍ଡ କମିଟିର ସଭାପତି ଅଶୋକ ପୃଷ୍ଟି ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ କପିଳେଶ୍ୱର ମନ୍ଦିରକୁ ସ୍ଥାନ ଦେବାକୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।ଦାବିପତ୍ରରେ  ଉଲ୍ଲେଖ କରାଯାଇଛି ଯେ ସମ୍ବଲପୁର ସ୍ଥିତ ଏସିଷ୍ଟାଣ୍ଟ କମିଶନର ଅଫ ଦେବୋତ୍ତର ଅଧୀନରେ ପଞ୍ଜୀକୃତ ଏହି କପିଳେଶ୍ୱର ମନ୍ଦିର ତୃତୀୟ ଅନଙ୍ଗଭୀମଦେବ ନିର୍ମାଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026

You Might Also Like