-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ନୂଆପଡାରେ ହର୍ ଘର୍ ତ୍ରିରଙ୍ଗା ବାଇକ୍ ରେଲି ଓ ଶୋଭାଯାତ୍ରାରେ ଦେଶପ୍ରେମର ଝଲକ୍ ଦେଖାଇଲେ କେନ୍ଦ୍ରୀୟ ସୁରକ୍ଷା ବଳ ଲଃ

12-Aug-2025



ନୂଆପଡା (ରାମନାଥ ପଣ୍ଡା)
ନୂଆପଡା ଜିଲ୍ଲାରେ  ଆଜି ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ନିର୍ଦ୍ଦେଶ କ୍ରମେ କେନ୍ଦ୍ରୀୟ ସୁରକ୍ଷା ବଳ  ହର୍ ଘର୍ ତ୍ରିରଙ୍ଗା ବାଇକ୍ ରେଲି ଓ ଶୋଭାଯାତ୍ରାରେ ଯାଇ ଦେଶପ୍ରେମର ଝଲକ୍ ଦେଖାଇ ଥିଲେ l ନୂଆପଡାରେ ଅବସ୍ଥାପିତ ଉଭୟ ୨୧୬ ଏଵଂ ୧୯ ନମ୍ବର ବାଟାଲିୟନର ବିର ଯବାନ ମାନେ ଶତାଧିକ ସଂଖ୍ୟାରେ ଏକ ବାଇକ୍ ରେଲୀ ରେ ସିଲଦାରୁ ବାହାରି ଗୋଟମା ଏୟାର ଷ୍ଟ୍ରିପ ଦେଇ ଖରିଆର୍ ରୋଡ ସହର ପରିକ୍ରମା କରିଥିଲେ l ଭାରତ ମାତାକି ଜୟ ଏଵଂ ବନ୍ଦେ ମାତରଂ ଧ୍ୱନିରେ ଗଗନ ପବନ ମୁଖରିତ ହୋଇ ଉଠିଥିଲା l ଏହାର ନେତୃତ୍ୱ ନେଇଥିଲେ ୨୧୬ ବାଟାଲିୟନ ର କମ୍ମାଣ୍ଡାଣ୍ଟ ଏରିକ୍ ଗିଲବର୍ଟ ଯୋଶ, ସେକେଣ୍ଡ ଇନ୍ କମାଣ୍ଡ କ୍ରିପାରାମ୍ କୁଅଁର ଏଵଂ ଡେପୁଟୀ କମ୍ମାଣ୍ଡାଣ୍ଟ ମୁକେଶ କୁମାର୍ l

ସେହିପରି ୧୯ ନମ୍ବର ବାଟାଲିୟନ, ଗୋଡଫୁଲା ତରଫରୁ ନେତୃତ୍ୱ ନେଇଥିଲେ କମ୍ମାଣ୍ଡାଣ୍ଟ ଦୀପକ ମଣି ତ୍ରୀପାଠୀ, ସେକେଣ୍ଡ ଇନ୍ କମାଣ୍ଡ ପ୍ରଣୟ ଶେଖର ଏବଂ ଆସିଷ୍ଟାଣ୍ଟ କମ୍ମାଣ୍ଡାଣ୍ଟ ମୁନା ପ୍ରସାଦ l ଏହି ବାଇକ୍ ରେଲି ର ଉଦ୍ଦେଶ୍ୟ ଥିଲା ପ୍ରତି ଭାରତିୟଙ୍କ ମନରେ ଦେଶପ୍ରେମ ଜାଗ୍ରତ କରିବା, ଆମ ଦେଶ ମାତୃକା ତଥା ପ୍ରିୟ ଜାତୀୟ ପତାକା ତ୍ରିରଙ୍ଗାକୁ ସମ୍ମାନ ଦେବା ଏବଂ ଜାତୀୟ ସଂହତି ସ୍ଥାପନ କରିବା l ସୂଚନା ଯୋଗ୍ୟ ଯେ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ କ୍ରମେ ଅଗଷ୍ଟ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ଦେଶର ପ୍ରତ୍ୟେକ ବୀର ଯବାନ ଘରେ ଜାତୀୟ ପତାକା ଗର୍ବର ସହିତ ଉଡିବ ଏବଂ ସେମାନେ ଏବଂ ତାଙ୍କ ପରିବାର ବର୍ଗ ଏଥିରେ ସମସ୍ତ ସାଇ ପଡ଼ିଶାଙ୍କୁ ମଧ୍ଯ ସାମିଲ୍ କରି ପ୍ରତି ଘରେ ତ୍ରିରଙ୍ଗା ଉଡ଼ିବା ପାଇଁ ପ୍ରୋତ୍ସାହିତ କରିବେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like