-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ବିଶ୍ଵ ସଂସ୍କୃତ ଦିବସ ପାଳନ ଉପଲକ୍ଷେ ସଂସ୍କୃତ ସପ୍ତାହ ପାଳନ

12-Aug-2025



(ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲା ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟ ବୋଡ଼େନ ଠାରେ ସଂସ୍କୃତ ଭାଷାର ପ୍ରଚାର ପ୍ରସାର ନିମନ୍ତେ ବିଶ୍ଵ ସଂସ୍କୃତ ଦିବସ ପାଳନ ଉପଲକ୍ଷେ ସଂସ୍କୃତ ସପ୍ତାହ ପାଳିତ ହୋଇଯାଇଛି।ଅଧ୍ୟକ୍ଷ ଶ୍ରୀମାନ ଅବନୀ କୁମାର ଖମାରିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଅତିଥି ରୂପେ ଅଧ୍ୟାପକ ଡ କିଶୋର କୁମାର କର୍ଣ୍ଣ,ଅଧ୍ୟାପକ ଅତିକ ଅହମ୍ମଦ ଖାନ,ଅଧ୍ୟାପକ ସନ୍ତୋଷ କୁମାର ମୁଣ୍ଡ ଓ ଅଧ୍ୟାପିକା ପ୍ରୀତି ସୁଧା ପଣ୍ଡା ଯୋଗଦାନ କରି ମଞ୍ଚାଷିନ ରହି ଭାରତୀୟ ଭାଷା ଗୁଡିକ ସଂସ୍କୃତ ଭାଷାରୁ ହିଁ ଉତ୍ପତ୍ତି ଏବଂ ଏହାରି ମାଧ୍ୟମରେ ସବୁ ଭାଷାର ଉତ୍ପତ୍ତି ତଥା ବିକାଶ ହୋଇଛି ବୋଲି ମତ ବ୍ୟକ୍ତ କରିଥିଲେ।ସଂସ୍କୃତ ଭାଷା ହିଁ ଭାରତର ପ୍ରାଚୀନ ଭାଷା ଓ ଦେବ ଭାଷା ଭାବରେ ଗ୍ରହଣ କରାଯାଇଛି ।ସଂସ୍କୃତ ଭାଷାରୁ ହିଁ ଓଡ଼ିଆ ଭାଷାର ଉତ୍ପତ୍ତି ଏଣୁ ଏହି ଭାଷାକୁ ପ୍ରାଧାନ୍ୟ ଓ ସମ୍ମାନ ଦେବା ଏକାନ୍ତ ଆବଶ୍ୟକ ।ଏହି ଅବସରରେ ସଂସ୍କୃତ ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା,ଏଥିରେ ବୀଣା ପାଣି ବାଗ ପ୍ରଥମ,ରଶ୍ମିତା ପାଣ୍ଡେ ଦ୍ଵିତୀୟ ଓ ରଶ୍ମିତା ଜଗତ ତୃତୀୟ ସ୍ଥାନ ଅଧିକାର କରିଥିଲେ । ସଂସ୍କୃତ ଭାଷାର ପ୍ରଚାର ଉଦ୍ଦେଶ୍ୟରେ ମହାବିଦ୍ୟାଳୟ ଠାରୁ ବାହାରି ବୋଡ଼େନ ବସ୍ତି ପର୍ଯ୍ୟନ୍ତ ପରିକ୍ରମା କରି ଏକ ବିରାଟ ଶୋଭାଯାତ୍ରା କରାଯାଇଥିଲା ।ଅଧ୍ୟାପକ ସନ୍ତୋଷ କୁମାର ମୁଣ୍ଡ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like