-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଗ୍ରାମାଞ୍ଚଳରେ ମାଳମାଳ କ୍ୱାକ ଡାକ୍ତର, ରୋଗୀଙ୍କୁ ଚିକିତ୍ସା କରି ଲୁଟୁଛନ୍ତି କ୍ୱାକ, ନିଘୋଡ଼ ନିଦ୍ରାରେ ସ୍ବାସ୍ଥ୍ୟ ବିଭାଗ, ଚେତୁନି ପ୍ରଶାସନ ହେଉନି କାର୍ଯ୍ୟାନୁଷ୍ଠାନ

12-Aug-2025



କାଲିମେଳl(ସନ୍ତୋଷ କୁମାର ପଣ୍ଡା):ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରେ ମାଳ ମାଳ କ୍ୱାକ ଡାକ୍ତର ରୋଗୀଙ୍କୁ ଶୋଷଣ କରୁଛନ୍ତି। ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବିଭିନ୍ନ ଗ୍ରାମରେ ବଢ଼ି ବଢ଼ି ଚାଲିଛି। ବିଶେଷ କରି ଟିଗଲ ପଞ୍ଚାୟତ ଅନ୍ତର୍ଗତ ଏମ.ପି.ଭି ୪୫ ଓ ଏମ.ଭି ୭୮, ଏବଂ ଲୁଗେଲ ପଞ୍ଚାୟତ ଅନ୍ତର୍ଗତ ଏମ୍., ପି. ଭି-୮୩ ଓ ମହରାଜପଲ୍ଲୀ ଅନ୍ତର୍ଗତଏମ୍.ପି.ଭି-୮୧,ଭୁବନପାଲ୍ଲୀ ପଞ୍ଚାୟତଅନ୍ତର୍ଗତଏମ୍.ପି.ଭି-୪୩,୧୧୨ ଏବଂ ପୁସୁଗୁଡା ଗ୍ରାମର କିଛି ଲୋକ ବିଭିନ୍ନ ଗ୍ରାମରେ ନିଜକୁ ଡାକ୍ତର ଭାବେ ପରିଚୟ ଦେଇ ଲୋକଙ୍କୁ ଶୋଷଣ କରୁଛନ୍ତି।କିନ୍ତୁ, ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ଆଖୂଦୃଶିଆ ପଦକ୍ଷେପ କିମ୍ବା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନଥୁବାରୁ ସେମାନେ ନିର୍ବିଘ୍ନରେ ନକଲି ଚିକିତ୍ସା ଜାରି ରଖୁଛନ୍ତି। ସେମାନଙ୍କ ମଧ୍ୟରୁ ଅଧୂକାଂଶ ମାଟ୍ରିକ ପାସ୍ କରିନଥୂବା ବେଳେ ସାଲାଇନ ଓ ଇଂଜେକସନ ଆଦି ସବୁକିଛି ଡାକ୍ତରଙ୍କ ପରି ରୋଗୀଙ୍କୁ ସେବା ଦେଉଛନ୍ତି। କେତେକ ସ୍ଥାନ  ଅପହଞ୍ଚ ଅଞ୍ଚଳ ହୋଇଥିବାରୁ ସେଠାରେ ସ୍ବାସ୍ଥ୍ୟସେବା ବ୍ୟାଘାତ ସୁଯୋଗ ନେଇ ନକଲି କ୍ୱାକ ଡାକ୍ତର ଜ୍ଵର ଏବଂ ଅନ୍ୟ କିଛି ରୋଗ ହୋଇଥିଲେ ରୋଗୀଙ୍କୁ ଶୋଷଣ କରୁଛନ୍ତି। ଏପରିକି ଡାକ୍ତରଖାନା ଥିଲେ ମଧ୍ୟ ଗ୍ରାମରେ ରୋଗୀମାନେ ଡାକ୍ତରଖାନା ନଯାଇ ନକଲି ଡାକ୍ତରଙ୍କ ପାଖକୁ ଯାଉଛନ୍ତି। ସାମାନ୍ୟ ଅସୁସ୍ଥ ଥିଲେ ସେମାନଙ୍କ ଔଷଧ ଦ୍ବାରା ରୋଗୀ ସୁସ୍ଥ ହୋଇ ଯାଉଛନ୍ତି। କିନ୍ତୁ, କିଛି ଦିନ ପରେ ରୋଗ ପୁଣି ବାହାରୁଛି। ଫଳରେ ପରିବାର ଲୋକେ  ତାଙ୍କୁ ଶେଷମୁହୂର୍ତ୍ତରେ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତି କରୁଛନ୍ତି। ଏପରିକି କେତେକ ସ୍ଥାନରେ ଭୁଲ୍ ଚିକିତ୍ସା ଯୋଗୁ ରୋଗୀ ପ୍ରାଣ ହରାଉଛନ୍ତି। ଚଢ଼ଉ କିମ୍ବା କାର୍ଯ୍ୟାନୁଷ୍ଠାନ ହେଉ ନଥୁବାରୁ ସେମାନେ ନିର୍ଭୟରେ ଚିକିତ୍ସା କରୁଛନ୍ତି।ସ୍ବାସ୍ଥ୍ୟ ବିଭାଗ ତରଫରୁ ମାଗଣା ଚିକିତ୍ସା ଓ ଔଷଧ ଯୋଗାଇ ଦିଆଯାଉଛି। ବିଭିନ୍ନ ଗ୍ରାମାଞ୍ଚଳରେ ଥ‌ିବା ଆଶାକର୍ମୀଙ୍କ ପାଖରେ ଔଷଧ ରହୁଛି। ଅସୁସ୍ଥ ହେଲେ ଡାକ୍ତରଖାନା ଆସି ଚିକିତ୍ସାହେବାକୁ ଲୋକମାନଙ୍କୁ ସଚେତନ କରାଯାଉଛି। ତଥାପି ଲୋକେ ଡାକ୍ତରଖାନା ନ ଯାଇ କ୍ବାକ ଙ୍କ ଦ୍ବାରା ଚିକିତ୍ସିତ ହୋଇ ଅସୁବିଧାର ସମ୍ମୁଖୀନ ହେବା ସହ ଖର୍ଚ୍ଚାନ୍ତ ହେଉଛନ୍ତି। କେତେକ ଲୋକଙ୍କ ମାନସିକତା ଏପରି ଅଛି ସେମାନେ ଡାକ୍ତରଖାନା ନଯାଇ କ୍ୱାକଙ୍କ ପାଖକୁ ଯାଉଛନ୍ତି ଆବଶ୍ୟକ‌ତା ନ ଥାଇ ସାଲାଇନ ଇଂଜେକସନ ଆଦି ନେଉଛନ୍ତି, ଅସୁବିଧାରେ ମଧ୍ଯ ପଡୁଛନ୍ତି। ଏସବୁ ତଦାରଖ ପାଇଁ ସ୍ୱାଡ଼ ପଠାଇ ଚଢ଼ଉ କରିବାର କ୍ଷମତା ସିଡ଼ିଏମଓ ଙ୍କର ରହିଛି। ହେଲେ ଏଥୂପ୍ରତି କେହି ଦୃଷ୍ଟି ଦେଉନାହାନ୍ତି।ଚେଇଁ ଶୋଇଛି ସ୍ବାସ୍ଥ୍ୟ ବିଭାଗ, ଫଳରେ ବେଫିକର ହୋଇ କ୍ବାକ ମାନେ ମନଇଚ୍ଛା ଲୋକଙ୍କୁ ଲୁଟିବାରେ ଲାଗିଛନ୍ତି। ଏଥୂପ୍ରତି ଜିଲ୍ଲାପାଳ ସହ ପ୍ରଶାସନ ଦୃଷ୍ଟି ଦେବା ଆବଶ୍ୟକତା ରହିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like