-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଅତାବିରା ମହାବିଦ୍ୟାଳୟରେ "ବରିଷ୍ଠ ହତାଦର" ସଚେତନତା

12-Aug-2025



ଅତାବିରା(ଆକାଶ ମିଶ୍ର): ଆଜି ଅତାବିରା ମହାବିଦ୍ୟାଳୟରେ ବରଗଡ଼ ଜିଲ୍ଲା ଓ ଅତାବିରା ବ୍ଲକ ବରିଷ୍ଠ ନାଗରିକ ସଂଘର ମିଳିତ ଆନୁକୁଲ୍ୟରେ " ବରିଷ୍ଠ ହତାଦର" ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ମହାବିଦ୍ୟାଳୟ ର ଅଧ୍ୟକ୍ଷ ଅଶ୍ୱିନୀ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମରେ ଜିଲ୍ଲା ବରିଷ୍ଠ ନାଗରିକ ସଂଘର ସଭାପତି ପ୍ରମୋଦ ଝାଙ୍କର, ସମ୍ପାଦକ ଗୋବିନ୍ଦ ଦାଶ, ସଂଗଠନ ସମ୍ପାଦକ କେଦାର ମିଶ୍ର, ବ୍ଲକ ବରିଷ୍ଠ ନାଗରିକ ସଂଘର ସଭାପତି ଭରତ ଚନ୍ଦ୍ର ପ୍ରଧାନ, ପୂର୍ବତନ ବ୍ଲକ ବରିଷ୍ଠ ନାଗରିକ  ସଂଘର ସଭାପତି ବେଣୁଧର ମିଶ୍ର, ଅଧ୍ୟାପକ ସୂର୍ଯ୍ୟନାରାୟଣ ବିଶ୍ଵାଳ ପ୍ରମୁଖ ମଞ୍ଚାସିନ

ରହିଥିଲେ । ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଧାନ ଅତିଥି ପରିଚୟ ପ୍ରଦାନ   ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିଲେ । ମଞ୍ଚାସିନ ବରିଷ୍ଠ ନାଗରିକ ମାନଙ୍କୁ   ଫୁଲ ଚନ୍ଦନ ଦେଇ ସ୍ଵାଗତ କରିବା ଉପଢୌକନ  ଦେଇ ସମ୍ମାନିତ କରାଯାଇଥିଲା ।ଉପସ୍ଥିତ ୬୦ ରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଙ୍କୁ  ଛାତ୍ର ଛାତ୍ରୀ  ମାନେ ଫୁଲ ଚନ୍ଦନ ଦେଇ  ସ୍ଵାଗତ ସଙ୍ଗୀତ ମାଧ୍ୟମରେ ସମ୍ମାନ ଜଣାଇଥିଲେ ।
ରାଜ୍ୟରେ ନିର୍ଯ୍ୟାତିତ ଓ ଅସହାୟ ବରିଷ୍ଠ ନାଗରିକଙ୍କ ସଂଖ୍ୟା ବଢ଼ି ଚାଲିଛି। କିଏ ପରିବାର ଭିତରେ ରହି ଯନ୍ତ୍ରଣା ପାଉଛି ତ ଆଉ କିଏ କୋର୍ଟ କଚେରୀ ଦୌଡ଼ି ନ୍ୟାୟ ପାଇବା ପାଇଁ ଅସମର୍ଥ।  ବରିଷ୍ଠ ନାଗରିକମାନେ ଜୀବନର ଶେଷ ସମୟରେ ବହୁତ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ଅନେକ ଦମ୍ପତ୍ତିଙ୍କ ପିଲାମାନେ ବାହାରେ ରହୁଛନ୍ତି। ପରିବାର ସଦସ୍ୟ ପାଖରେ ଥାଇ ମଧ୍ୟ ସେମାନେ ଅବହେଳାର ଶିକାର ହେଉଛନ୍ତି। ପରିବାର ରେ ବରିଷ୍ଠ ଲୋକଙ୍କ ଭୂମିକା  ଅତୀତରେ ମହାନ୍ ଭୂମିକା ରହିଥିଲା ।   ସେମାନେ ଅନୁଭୂତି ସମ୍ପନ୍ନ ।ତେଣୁ ପରିବାର ର ଆର୍ଥିକ, ନୈତିକ, ସାମାଜିକ, ସାଂସ୍କୃତିକ ଅଭିବୃଦ୍ଧି ରେ ପ୍ରତ୍ୟକ୍ଷ ବା ପରୋକ୍ଷରେ  ବରିଷ୍ଠ ବ୍ୟକ୍ତି ମାନଙ୍କର ପରାମର୍ଶ  ଲୋଡା ଯାଉଥିଲା ।କିନ୍ତୁ ଏବେ ଯେମିତି  ବୋଝ

ହୋଇ ଯାଉଛନ୍ତି  ତଥାକଥିତ ଶିକ୍ଷିତ ଯୁବ ସମାଜ ପାଇଁ । ଜୀବନର ପରିଣତ ବୟସରେ ପରିବାର ଠାରୁ ଦୂରରେ ବୃଦ୍ଧାଶ୍ରମ ରେ  ଜୀବନ ଅତିବାହିତ କରୁଥିବା ସେଇ  ବୃଦ୍ଧ ବୃଦ୍ଧା ମାନେ ନିଜ ଭାଗ୍ୟକୁ ନିନ୍ଦୁଛନ୍ତି । ଜୀବନ ସାରା ପରିବାର ର ବୋଝ ବହନ କରି ଆସିଥିବା ବୃଦ୍ଧ ବାପା ମାଁ  ଆଜି ସମାଜ ରେ ମୂଲ୍ୟହୀନ ହୋଇଛନ୍ତି ।ଏମିତି ଅନେକ ସତ୍ୟ ଘଟଣାକୁ କାହାଣୀ ରୂପରେ ପ୍ରୋଜେକ୍ଟର  ମାଧ୍ୟମରେ ଦେଖାଇ  ଛାତ୍ର ଛାତ୍ରୀଙ୍କୁ ସଚେତନ କରାଯାଇଥିଲା । କାରଣ  ଯୁବ ପୀଢ଼ି  ସଚେତନ ହେଲେ  ଏହି ସମସ୍ୟାର  ସମାଧାନ ସରଳ ହୋଇଯିବ  ବୋଲି ଶ୍ରୀ ଝlଙ୍କର ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ । ଶ୍ରୀ ଦାଶ  ପ୍ରୋଜେକ୍ଟର ମାଧ୍ୟମରେ କାର୍ଯ୍ୟକ୍ରମ ର ଅବତାରଣା  କରିଥିଲେ । ଶେଷରେ ଅଧ୍ୟାପକ ଶ୍ରୀଯୁକ୍ତ ବିଶ୍ଵାଳ ଧନ୍ୟବାଦ୍ ଅର୍ପଣ କରିଥିଲେ ।ଉକ୍ତ କାର୍ଯ୍ୟକ୍ରମରେ ନିତ୍ୟା ପ୍ରଧାନ,ରଘୁ ବିଶ୍ଵାଳ,ଲେଶ ପ୍ରଧାନ, ନବୀନ ଦାଶ,ତୁଳସୀ ଚରଣ ଦାଶ,ବିରେନ୍ଦ୍ର ମିଶ୍ର ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like