-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||     

HOME   ଜିଲ୍ଲା

ଡଙ୍ଗରବୁଢା ପୀଠକୁ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ସହ ବିକାଶ ଏବଂ ଛତରଙ୍ଗ ଗୁମ୍ଫା ଡେମକୁ ଇକୋଟୁରିଜମ କରିବା ଦାବି,

13-Aug-2025



(ଅନୀଲ କୁମାର ତ୍ରିପାଠୀ)
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ପକ୍ଷରୁ ଉପମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ । ବଲାଙ୍ଗୀର ଜିଲ୍ଲା ର ପ୍ରସିଦ୍ଧ ପୁଞ୍ଜିପଥର ଡଙ୍ଗରବୁଢା ପୀଠ କୁ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ସହ ବିକାଶ ଏବଂ ଛତରଙ୍ଗ ଗୁମ୍ଫା ଡ୍ୟାମ କୁ ଇକୋଟୁରିଜମ କରିବା ଦାବି ନେଇ ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ପକ୍ଷରୁ ବଲାଙ୍ଗୀର ଗସ୍ତ ରେ ଆସିଥିବା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।ସାମ୍ବାଦିକ ସଂଘ ର ସଭାପତି ରଶ୍ମିରଞ୍ଜନ ପୁଟେଲ ଙ୍କ ନେତୃତ୍ୱରେ ଦାବି କରାଯାଇଥିଲା । ସୂଚନା ଅନୁସାରେ ,ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ଅନେକ ଐତିହାସିକ ତଥା ପର୍ଯ୍ୟଟନ ସ୍ଥଳ ରହିଛି ।ଏହାର ଭିତ୍ତିଭୂମି ବିକାଶ ସହିତ ପାରିପାର୍ଶ୍ବିକ ଉନ୍ନତି ପ୍ରତି ଦୃଷ୍ଟି ଦିଆଗଲେ ବହୁ ପର୍ଯ୍ୟଟକ ଙ୍କୁ ଆକୃଷ୍ଟ କରିବ ।ବଙ୍ଗୋମୁଣ୍ଡା-କଣ୍ଟାବାଞ୍ଜି ୪୨ ନଂ ରାଜପଥ ପାର୍ଶ୍ଵରେ ପୁଞ୍ଜିପଥର ଠାରେ ଥିବା ଡଙ୍ଗରବୁଢା ପୀଠର ବିକାଶ ଓ ପାରିପାର୍ଶ୍ବିକ ଉନ୍ନତି, ପର୍ଯ୍ୟଟକଙ୍କ ରହିବାର ବ୍ୟବସ୍ଥା ପ୍ରତି ଦୃଷ୍ଟି ଦିଆଗଲେ ପର୍ଯ୍ୟଟକ ଙ୍କ ସଂଖ୍ୟା ବହୁ ପରିମାଣରେ ବୃଦ୍ଧି ପାଇବ।ତୁରେକେଲା, ମୁରିବାହାଲ,ବଙ୍ଗୋମୁଣ୍ଡା ବ୍ଳକର ସଙ୍ଗମ ସ୍ଥଳରେ ଡଙ୍ଗରବୁଢା ପୀଠ ଅବସ୍ଥିତ। ଏବଂ ତା'ର ପ୍ରାକୃତିକ ସୌନ୍ଦର୍ଯ୍ୟ ବହୁ ଲୋକଙ୍କୁ ଟାଣି ଆଣିଥାଏ ।ପୁଞ୍ଜିପଥର ଡଙ୍ଗର ଉପରେ ଥିବା ମନ୍ଦିର କୁ ଯିବା ପାଇଁ ଆହୁରି ସୁବ୍ୟବସ୍ଥା, ଆଲୋକିକରଣ, ପାନୀୟ ଜଳର ବ୍ୟବସ୍ଥା, ପର୍ଯ୍ୟଟକ ଙ୍କ ପାଇଁ ବିଶ୍ରାମଗାର, ଶୌଚାଳୟ ଆଦି ଦିଗରେ ପଦକ୍ଷେପ ନେଲେ ରାଜ୍ୟର ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳ ହୋଇପାରିବ। ବଙ୍ଗୋମୁଣ୍ଡା ବ୍ଳକ ଜୁରାବନ୍ଧ ପଞ୍ଚାୟତ ଛତରଙ୍ଗ ଗ୍ରାମରେ ଥିବା ଗୁମ୍ଫା ଡ୍ୟାମ କୁ ଇକୋ ଟୁରିଜମ କରାଯାଉ ।ପାହାଡ଼ ରୁ ବହି ଆସିଥିବା ଚାମସିଲେଟ ଝରଣା ଜଳକୁ ଆବଦ୍ଧ କରି ୧୯୮୫ ମସିହାରେ ଗୁମ୍ଫା ଡ୍ୟାମର ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିଲା ।ନୈସର୍ଗିକ ପ୍ରାକୃତିକ ପରିବେଶରେ ମଧ୍ୟରେ ଥିବା ଏହି ଗୁମ୍ଫା ଡ୍ୟାମ କୁ ବହୁ ପର୍ଯ୍ୟଟକ ଆସିଥାନ୍ତି ।ଇକୋଟୁରିଜମ ଭାବରେ ଏହି ଡ୍ୟାମ ର ଉନ୍ନତି କରାଗଲେ ବଲାଙ୍ଗିର ଜିଲ୍ଲାର ଉପାନ୍ତ ଏହି ଅଞ୍ଚଳକୁ ଅନେକ ପର୍ଯ୍ୟଟକ ଆସିପାରିବେ ।ପର୍ଯ୍ୟଟନ ର ବିକାଶ ସହିତ ଅଞ୍ଚଳରେ ଜୀବନ ଜୀବିକା କ୍ଷେତ୍ରରେ ମଧ୍ଯ ସୁଧାର ଆସିପାରିବ । ଦାବିପତ୍ର ଦେବା ସମୟ ରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ସଂଘ ର ସମ୍ପାଦକ ହୁଲେଶ୍ୱର ହଂସ, କାର୍ଯ୍ୟକାରୀ ସଭାପତି ଅଶୋକ ନାରାୟଣ ଭୋଇ, ଉପସଭାପତି ଅନିଲ ତ୍ରିପାଠୀ, କୋଷାଧ୍ୟକ୍ଷ ଦୀପକ ଯାଦବ, ସଦସ୍ୟ ନାରାୟଣ ମିଶ୍ର, ନିତ୍ୟାନନ୍ଦ ପୃସେଠ, ରାଧେଶ୍ୟାମ ମେହେର ପ୍ରମୁଖ ଙ୍କ ସହ ଅନ୍ୟ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026

You Might Also Like