-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ପୁଣି ତେଜିଲା ମାକଡଚୁଆଁ ପ୍ରସଙ୍ଗ, ମନ୍ତ୍ରୀଙ୍କୁ ଦାବୀପତ୍ର ଦେଲେ ଗ୍ରାମବାସୀ 

26-Jan-2021



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର) ମାକଡଚୁଆଁ ଆଦିବାସୀ ଯୁବକଙ୍କୁ ଆକ୍ରମଣ ପ୍ରସଙ୍ଗ ପୁଣି ଜୋର ଧରିଛି । ଏହି ଘଟଣାରେ  ପିଡିତ ମିର୍ଧା ପରିବାର  ଓ ଗ୍ରାମବାସୀ ସ୍ଥାନୀୟ ଆଜି ସାର୍କିଟ ହାଉସ ଠାରେ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମିିର ଦାଶଙ୍କୁ ଦେଖା କରି ଏକ ଦାବୀପତ୍ର ପ୍ରଦାନ କରିଛନ୍ତି ।  ମାକଡଚୁଆଁ ଅଦିବାସୀ ଯୁବକ ଶ୍ରୀକର ମିର୍ଧାଙ୍କୁ ମାଡ ଘଟଣାରେ ଜିଲ୍ଲା ଯୁବ ବିଜେଡି ସଭାପତି ତଥା ବରକାନୀ ସରପଞ୍ଚ ଓ ତାଙ୍କ କାକା ରତ୍ନାକର ହୋତା ଜଡିତ ଥିବା ବେଳେ ବାରମ୍ବାର ପୋଲିସକୁ ଅଭିଯୋଗ କରିବା ସତ୍ୱେ ପୋଲିସ ଏଦିଗରେ କୌଣସି ପଦକ୍ଷେପ ନେଉ ନାହିଁ । ଅନ୍ୟପଟେ  ଗାଁ ର ଆଦିବାସୀ ମହିଳାମାନଙ୍କ ଉପରେ ଦିନ କୁ ଦିନ ଅତ୍ୟାଚାର ବଢି ବଢି ଚାଲିଛି । ପୁର୍ବରୁ ମଧ୍ୟ ହୋତା ପରିବାର ମଞ୍ଜୁଲତା ମୁଣ୍ଡା ନାମ୍ନି ଝନେ ଆଦିବାସୀ ମହିଳାଙ୍କୁ ଅତି ନିର୍ମମ ଭାବେ ମାଡ ମାରିଥିଲେ । ଗତ ୧୦/୧୧/୨୦ ଏହାକୁ ନେଇ ସଦର ଥାନାରେ ଏକ ମାମଲା ରୁଜୁ ହୋଇଥିଲା । କିନ୍ତୁ ଏଯାଏଁ ସେହି ଘଟଣାରେ ମଧ୍ୟ ପୋଲିସ ତରଫରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ଯାଇ ନାହିଁ । ଆହୁରି ସରପଞ୍ଚ ହୋତା ବିଜୁ ପକ୍କାଘର ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଭଳି ବଭିନ୍ନ ଜନହିତକର କାର୍ଯ୍ୟ ପାଇଁ ମଧ୍ୟ ଗ୍ରାମବାସୀମାନଙ୍କ ଠାରୁ ୧୫ହଜାର ଲେଖାଏଁ ଲାଞ୍ଚ ନେଉଛନ୍ତି ବୋଲି ଗ୍ରାମବାସୀମାନେ ମନ୍ତ୍ରୀ ଦାଶଙ୍କୁ ଅଭିଯୋଗ କରିଛନ୍ତି । ପରେ ପରେ ଗ୍ରାମବସୀ ବଲାଙ୍ଗିର ଆରକ୍ଷୀ ଅଧିକ୍ଷକ ନିତିନ କୁଶଲକରଙ୍କୁ ଦେଖାକରି ଏହି ଘଟଣାରେ ପୋଲିସର ନିଷ୍କ୍ରିୟତା ବିଷୟରେ ଅଭିଯୋଗ କରିଛନ୍ତି । ଘଟଣାକୁ ଏଭିତରେ ୨୫ଦିନ ବିତି ଯାଇଥିଲେ ସୁଦ୍ଧା ପୋଲିସ ଏପର୍ଯ୍ୟନ୍ତ ଘଟଣାର ମାଷ୍ଟରମାଇଣ୍ଡ ଯୁବ ବିଜେଡି ସଭାପତି ରାଜେନ୍ଦ୍ର ହୋତାଙ୍କୁ ଘଣ୍ଟ ଘୋଡାଇ ରଖିଥିବା ବେଳେ  ତାଙ୍କ କାକା ରତ୍ନାକର ହୋତାଙ୍କୁ ଛାଡି ଦେଇଛି । ଫଳରେ ପିଡିତ ମିର୍ଦ୍ଧା ପରିବାର ଓ ସରଳ ଗ୍ରାମବାସୀଙ୍କ ପ୍ରତି ବିପଦ ଲାଗି ରହିଛି । ଅଭିଯୁକ୍ତଙ୍କୁ ଯଥା ଶିଘ୍ର ଗିରଫ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକଲେ ଗାଁରେ  ପୁଣି କୌଣସି ଅପ୍ରିତିକର ପରିସ୍ଥିତି ସୃଷ୍ଟି ନହେବ ତାହା କେହି କହି ପାରିବେ ନାହିଁ ବୋଲି ଗ୍ରମାବାସୀ କହିଛନ୍ତି । ଏପଟେ ଜିଲ୍ଲା ପୋଲିସ ଅଧିକ୍ଷକ ନିତିନ କୋସଲକର ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯାଇ ଏଥିରେ ସାମିଲ ସମସ୍ତ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବା ବୋଲି ପ୍ରତିଶୃତି ଦେଇଛନ୍ତି । ମାକଡଚୁଆଁ ଗ୍ରମାବାସୀଙ୍କ ସହିତ ମଞ୍ଜୁଲତା ମିର୍ଧା, ବଡ ମିର୍ଧା, ସାନ ମିର୍ଧା, ଅଭୟ ମିର୍ଧା , ଲାଲବିହାରୀ ନନ୍ଦ, ଶୁକଦେବ ଅରେଖ,  ପିଡିତ ଶ୍ରୀକର ମିର୍ଧା ସମେତ ଅନେକ ମହିଳା ମନ୍ତ୍ରୀ ଓ ପୋଲିସ ଅଧିକ୍ଷକଙ୍କୁ ଦେଖା କରିଥିଲେ ।    


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like