-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ରେ ସଂସ୍କୃତ ଦିବସ ପାଳିତ

13-Aug-2025



ଡୁଙ୍ଗୁରିପାଲି( ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟ ମାୟାବର୍ହ୍। ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ.ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ଵରେ ଶ୍ରାବଣ ପୂର୍ଣ୍ଣିମା  ଦିନ ସଂସ୍କୃତ ର ଜନକ ପାଣିନୀ ଙ୍କ ଜନ୍ମ ଦିବସ ଅବସରରେ ସପ୍ତାହ ବ୍ୟାପି ଚାଲିଥିବା ସଂସ୍କୃତ ସପ୍ତାହର ଶେଷ   ଦିନରେ ସଂସ୍କୃତ ଦିବସ   ପାଳିତ ହୋଇଯାଇଛି।   ସଭାରେ ରାଧାକୃଷ୍ଣ ବାଳିକା ବିଦ୍ୟାଳୟ ଡୁଙ୍ଗୁରିପାଲି ର ସଂସ୍କୃତ  ଶିକ୍ଷୟିତ୍ରି, ବ୍ୟଙ୍ଗ କବି, ଅଭିନେତ୍ରୀ ତଥା ଜୁନିଅର ରେଡକ୍ରସ ସାଧନ କର୍ମୀ ଶ୍ରୀମତୀ ଅନୁପ୍ରୀୟା ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ସଂସ୍କୃତ ସବୁ ଭାଷାର ଜନନୀ କେବଳ ନୁହେଁ ଏହା ଆମ ସଂସ୍କୃତି  ବୋଲି ମତବ୍ୟକ୍ତ କରିଥିଲେ। ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଂସ୍କୃତ ଦିବସକୁ ସଂଯୋଜନା କରିବା ସହ ସଂସ୍କୃତ ଆମ ଦେଶବାସୀଙ୍କ ହୃଦ ସ୍ପନ୍ଦନ  ବୋଲି ମତ ପ୍ରଦାନ କରିଥିଲେ।  ସଂସ୍କୃତ ଶିକ୍ଷକ ରାଜୁ ମେହେର ସ୍ବାଗତ ଭାଷଣ ପ୍ରଦାନ କରିବା ସହ ଦିବସ ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।
 ଆଜିକାର ସଭାରେ  ପ୍ରୀତି, ଦୀପ୍ତି,  ଜାଗୃତି,ଅନୁପମା, ଶ୍ରିମୟୀ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିବା ବେଳେ ପୂଜାର।ଣୀ ଦୀପ , ଆଭା ସାହୁ ଓ ଛାତ୍ର ଶିକ୍ଷୟିତ୍ରୀ ନିକିତା ଦୀପ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ। ନବମ ଶ୍ରେଣୀ ଛାତ୍ରୀ ପାୟଲ ବିଶ୍ଵକର୍ମା ନୃତ୍ୟ ପରିବେଷଣ କରିଥିବା ବେଳେ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ  ଧନ୍ୟବାଦ୍ ଅର୍ପଣ କରିଥିଲେ।  । ସପ୍ତାହ ବ୍ୟାପି ଚାଲିଥିବା ସଂସ୍କୃତ ସପ୍ତାହ ଅବସରରେ ପ୍ରତିଦିନ ସଂସ୍କୃତ ସମ୍ଭାଷଣ , ଗୀତା ଆବୃତ୍ତି ଓ ବେଦ ପାଠ ଆଦି କାର୍ଯକ୍ରମ ଅନୁଷ୍ଠିତ ହେଉଥିଲା ।

ଏହି ଅବସରରେ ବିଭିନ୍ନ ବସ୍ତୁ ମାନଙ୍କ ସଂସ୍କୃତ ଶବ୍ଦର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମକୁ ନନ୍ଦିଘୋଷ ବାରିକ, ସଞ୍ଜୀବ ପୂଜାରୀ,କିରଣ କୁମାର ପୁଟେଲ, ସ୍ନିଗ୍ଧା ପ୍ରଧାନ, ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ , ସମୀର କଠାର ,ପ୍ରଭୁତି   ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like