-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବିଜ୍ଞାନ ଓ କାରିଗରୀ ବିଦ୍ୟା ଜୀବଜଗତର ହିତପାଇଁ ଉଦ୍ଦିଷ୍ଟ. ଅନିଷ୍ଟ ପାଇଁ ନୁହେଁ

13-Aug-2025



ସିନାପାଲି (ଚିନ୍ତା ମଣି ନେତାମ)
 ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ହାତୀବନ୍ଧା ସରସ୍ବତୀ ଶିଶୁମନ୍ଦିରଠାରେ ସଂକୁଳ ସ୍ତରୀୟ  ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି  l ଏହି ଉପଲକ୍ଷେ ଅନୁଷ୍ଠିତ ହୋଇଥିବା ସଭାରେ  ପରିଚାଳନା ସମିତିର ସଭାପତି ଶ୍ରୀଯୁକ୍ତ ହୁକୁମଚନ୍ଦ ଅଗ୍ରୱାଲ ସଭାପତିତ୍ୱ କରିଥିବାବେଳେ  ମୁଖ୍ୟ ଅତିଥି ଭାବରେ ପୂର୍ବତନ  ଵି :ଜେ :ପି  ଜିଲ୍ଲା ସଭାପତି ଶ୍ରୀଯୁକ୍ତ ସୁବ୍ରତ କୁମାର ଠାକୁର, ସମ୍ମାନିତ ଅତିଥି ଭାବରେ  ସଂକୁଳ ପ୍ରମୁଖ  ଶ୍ରୀଯୁକ୍ତ  ତୁଳସୀ ରାମ  ମେହେର,ଚରଣ ନେତାମ ଓ ବିଦ୍ୟାଳୟର   ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଖଗେଶ୍ୱର ଦାସ   ମଞ୍ଚାସିନ ଥିଲେ  ଏବଂ ସମରୋପ କାର୍ଯ୍ୟକ୍ରମ ରେ  ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ଆଶା ଜୈନ, ସମ୍ମାନିତ ଅତିଥି ଭାବରେ  ସଂକୁଳ ପ୍ରମୁଖ ସଂଯୋଜକ  ପ୍ରଧାନ ଆଚାର୍ଯ୍ୟ ମଞ୍ଚାସିନ ଥିଲେ l    ଦେବପୁଜନ କାର୍ଯ୍ୟକ୍ରମ ସମାପନ ପରେ ସଭାପତି ଓ ସମ୍ମାନିତ ଅତିଥିଗଣ ଜୀବନର ପ୍ରତ୍ୟେକ କାର୍ଯ୍ୟରେ ବୈଜ୍ଞାନିକ ମନୋବୃତ୍ତି ପୋଷଣ କରିବା ପାଇଁ  କୁନି ଵିଜ୍ଞାନୀ ଶିଶୁ ଭାଇଭଉଣୀ ମାନଙ୍କୁ ଉତ୍ସାହିତ କରିବା  ସଙ୍ଗେ ସଙ୍ଗେ ବିଜ୍ଞାନ ଓ କାରିଗରୀ  ବିଦ୍ୟା ଜୀବଜଗତର ହିତ ସାଧନ ପାଇଁ ଉଦ୍ଦିଷ୍ଟ, ଅନିଷ୍ଟ ପାଇଁ ନୁହେଁ ବୋଲି ମତ ପୋଷଣ କରିଥିଲେ  l ବିଦ୍ୟାଳୟର  ଯୁଗ୍ମ ସଂଯୋଜକ ଶ୍ରୀଯୁକ୍ତ  ଗୁଣନିଧି ବେହେରା  ଉପସ୍ଥିତ ରହି  ଶିଶୁ ଭାଇ ଭଉଣୀ  ମାନଙ୍କୁ  ଉତ୍ସାହିତ କରିଥିଲେ  l  ଉକ୍ତ କାର୍ଯ୍ୟକ୍ରମରେ  ସଂକୁଳର ସମସ୍ତ  ବିଦ୍ୟାଳୟ ର ପ୍ରଧାନ ଆଚାର୍ଯ୍ୟ, ସଂକୁଳ  ବିଜ୍ଞାନ ପ୍ରମୁଖ,ଗଣିତ ପ୍ରମୁଖ,ସଂସ୍କୃତି ଜ୍ଞାନ ପ୍ରମୁଖ  ଏବଂ  ପରିଚାଳନା କରିବା ପାଇଁ ଆସିଥିବା ସମସ୍ତ ଗୁରୁଜୀ  ଗୁରୁମା  ଏବଂ  ବିଚାରକ ଭାବରେ ବିଜ୍ଞାନ ଶିକ୍ଷକ ଶ୍ରୀଯୁକ୍ତ ଡୋଳାମଣୀ ମେହେର, ବାସୁଦେବ ବିଶି,ରୁପେଶ କୁମାର ମେହେର, ଅଜିତ କୁମାର ମେହେର, ଧବଳେଶ୍ୱର ମେହେର,ଶ୍ରୀମତୀ  କାଞ୍ଚନ ଵାଲା ଜେନା, ଉପେନ୍ଦ୍ର କାଣ୍ଡ, ନୀତେଶ କୁମାର ମେହେର, ଜୟଦେବ  ମେହେର  ଯୋଗଦାନ  କରିଥିଲେ  l  ଉକ୍ତ କାର୍ଯ୍ୟକ୍ରମ ରେ  ଆଚାର୍ଯ୍ୟ ପ୍ରତିନିଧି ସରୋଜ କୁମାର ପରିଚାଳନା କରିଥିବା ବେଳେ ଲର୍କା  ପ୍ରଧାନ ଆଚାର୍ଯ୍ୟ  ଶଙ୍କର ଲାଲ ରାଉତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ  l କାର୍ଯ୍ୟକ୍ରମ ଆୟୋଜନ କରିବାରେ  ସମସ୍ତ ଆଚାର୍ଯ୍ୟ ଓ ଆଚାର୍ଯ୍ୟା ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like