-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ କାର୍ଯ୍ୟାଳୟ ଠାରେ ହରଘର ତ୍ରିରଙ୍ଗା, ହରଘର ସ୍ୱଛତା କାର୍ଯ୍ୟକ୍ରମ ଅନୁଷ୍ଠିତ

13-Aug-2025



ଆଗଲପୁର, (ବିନୋଦ ଦୀପ) ଆଜି ଆଗଲପୁର ବ୍ଲକ କାର୍ଯ୍ୟାଳୟ ଠାରେ ହରଘର ତ୍ରିରଙ୍ଗା, ହରଘର ସ୍ୱଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି, ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାସ , ତହସିଲଦାର , ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶ୍ରୀମତୀ ଶୁଭଶ୍ରୀ ମିଶ୍ର ଉପସ୍ଥିତ ରହି ପତାକା ଦେଖାଇ ଶୁଭାରମ୍ଭ କରିଥିଲେ l ପରେ ପରେ ଏକ ସାଇକେଲ ରେଲି ବାହାରିଥିଲା। ଏହି ରେଳି ରେ ବ୍ଲକ୍ କାର୍ଯ୍ୟାଳୟ ର ସମସ୍ତ ଅଧିକାରୀ ଓ ଗ୍ରାମ ପଞ୍ଚାୟତ ର କାର୍ଯ୍ୟନିର୍ବାହୀ ଅଧିକାରୀ ମାନେ ଯୋଗଦେଇ ସାଇକଲ ରେଲୀ ରେ ଭାଗ ନେଇଥିଲେ l ଏହାସହ ଡୁଡୁକା ପଲ୍ଲୀଶ୍ରୀ ହାଇସ୍କୁଲ ର ଛାତ୍ରଛାତ୍ରୀ ମାନେ ଯୋଗଦେଇ ଶୋଭାଯାତ୍ରା ରେ ସାମିଲ ହୋଇଥିଲେ।

ବିଭିନ୍ନ ପ୍ରକାରର ସ୍ଲୋଗାନ ଦେଇ ସମସ୍ତେ ଗୋଟାଏ ଲେଖା ଜାତୀୟ ପତାକା ଧରି ସାଇକଲ ଶୋଭାଯାତ୍ରା ରେ ବାହାରିଥିଲେ। ଏହି ତ୍ରିରଙ୍ଗା ଶୋଭାଯାତ୍ରା ବ୍ଲକ କାର୍ଯ୍ୟାଳୟ ସମ୍ଭୁଖରୁ ବାହାରି ନିକଟସ୍ଥ ଶଙ୍ଖୁଆ ଗ୍ରାମ ଦେଇ ଲୁହୁରା ମୁଣ୍ଡା ରୁ ପୁଣି ମୁଖ୍ୟ ରାସ୍ତା ଦେଇ ବ୍ଲକ କାର୍ଯ୍ୟାଳୟ କୁ ଫେରିଥିଲେ l ଏହି ହରଘର ତ୍ରିରଙ୍ଗା, ହରଘର ସ୍ୱଚ୍ଛତା କାର୍ଯ୍ୟକ୍ରମ ଟି ବିଆର୍ ସି ଅଂଶୁମାନ   ଦେବ୍ ବାବୁ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ହୋଇଥିଲା l ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ ଓ ପଂଚାୟତ ର ସମସ୍ତ ବିଭାଗ ର ଅଧିକାରୀ ଉପସ୍ଥିତ ଥିଲେ l ଶୋଭାଯାତ୍ରା ସରିବା ପରେ ସମସ୍ତଙ୍କ ପାଇଁ ଜଳଖିଆ ର ବ୍ୟବସ୍ଥା କରାଯିବା ର ଦେଖିବାକୁ ମିଳିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026

You Might Also Like