-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ଅଙ୍ଗ ଦାନ ଦିବସରେ ନିଷ୍ଠା ପରିବାର ର ରକ୍ତଦାନ ଶିବିର ୫୩ୟୁନିଟ ରକ୍ତ ସଂଗୃହୀତ

13-Aug-2025



(ସୁଦାମ ଦୀପ)
ବରଗଡ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ମହାନଦୀ ଫିଲିଙ୍ଗ ଷ୍ଟେସନ, କେଶରୀ ପାଲି, ମହୁଲପାଲି,ଭେଡେନ, ବରଗଡ ଠାରେ ସମ୍ପୂର୍ଣ ଶରୀର ଦାନ କରିଥିବା ସ୍ୱର୍ଗତ ଚମ୍ପାବତୀ ପ୍ରଧାନ ଙ୍କ ଶ୍ରାଦ୍ଧ ଦିବସ ଓ ବିଶ୍ୱ ଅଙ୍ଗ ଦାନ ଦିବସ ଅବସରରେ ନିଷ୍ଠା ପରିବାର ତରଫ ରୁ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। ସ୍ବର୍ଗତ ପ୍ରଧାନ ଦମ୍ପତ୍ତି ଙ୍କ ଝିଅ ଜ୍ବାଇଁ ନଳିନୀ ପ୍ରଧାନ ଓ ମହେଶ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଫିତା କାଟି ଶିବିର ର ଶୁଭାରମ୍ଭ କରିଥିଲେ।ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସର୍ବମୋଟ ୫୩ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା।ଅନ୍ଧତ୍ୱ ଦୂରୀକରଣ ପାଇଁ ଚକ୍ଷୁ ଦାନ ତଥା ଡାକ୍ତରୀ ଶିକ୍ଷା ର ବିକାଶ ପାଇଁ ସମ୍ପୂର୍ଣ ଶରୀର ଦାନ କରିଛନ୍ତି ଭେଡେନ ଟିହୀଙ୍କି ପାଲି ର ସ୍ଵର୍ଗତ ଗଙ୍ଗାଧର ପ୍ରଧାନ ଓ ତାଙ୍କ ଧର୍ମ ପତ୍ନୀ ସ୍ୱର୍ଗତ ଚମ୍ପାବତୀ ପ୍ରଧାନ।ସ୍ୱର୍ଗତ ପ୍ରଧାନ ଙ୍କ ସୁପୁତ୍ର ରମେଶ ପ୍ରଧାନ ଓ ଉମେଶ ପ୍ରଧାନ, ପରିବାର ବର୍ଗ ଓ ଶୁଭେଚ୍ଛୁ ମାନେ ସ୍ଵତଃ ରକ୍ତ ଦାନ କରିଥିଲେ ।ନିଷ୍ଠା ପରିବାରର ସଭାପତି ଶ୍ରୀ ଅଶ୍ୱିନୀ ତ୍ରିପାଠୀ, ଉପ ସଭାପତି ସଚି ପଣ୍ଡା,କୋଷାଧ୍ୟକ୍ଷ ଶ୍ୟାମ ସୁନ୍ଦର ସାହୁ,ଜୟନ୍ତ ପ୍ରଧାନ, ଝସ କେତନ ସାହୁ ,ରାତ୍ର ପ୍ରଧାନ, ହେମାଞ୍ଚଲ ସାହୁ ଓ ଅନ୍ୟ ସଦସ୍ୟ ମାନେ ଶିବିର ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like