-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଘଣ୍ଟାପଡ଼ା ଡିଗ୍ରୀ କଲେଜରେ ନବାଗତଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

13-Aug-2025



କଣ୍ଟାମାଳ (ଜୟ କୁମାର ମହାରଣା)
ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ାସ୍ଥିତ ଆଞ୍ଚଳିକ ଗ୍ରାମପଞ୍ଚାୟତ ଡିଗ୍ରୀ କଲେଜରେ ତୃତୀୟ ବର୍ଷର ଛାତ୍ର ଭୂବନ ପତି ରଣାଙ୍କ ସଭାପତିତ୍ୱରେ ନବାଗତ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସ୍ୱାଗତ ସମାରୋହ ଉତ୍ସବରେ ଘଣ୍ଟାପଡ଼ା ଜୋନର ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ସୁମିତ୍ରା ସାହୁ ମୁଖ୍ୟଅତିଥି, କନ୍ଧମାଳ ଜିଲ୍ଲା ବିଜେପି ସଂପାଦକ ଦେବେନ୍ଦ୍ରନାଥ କୁଦେଇ ମୁଖ୍ୟବକ୍ତା ଓ ସମ୍ମାନୀତ ଅତିଥିଭାବେ ଜିବି ସଭାପତି କାର୍ତ୍ତିକେଶ୍ଵର ବେହେରା, ପ୍ରତିଷ୍ଠାତା ସଦସ୍ୟ ପ୍ରଭାତ କୁମାର ସାହୁ, ବୌଦ୍ଧ ଜିଲ୍ଲା ଶିକ୍ଷକ ନେତା ନୀଳାଞ୍ଚଳ ଭୋଇ, କଲେଜ ଅଧ୍ୟକ୍ଷ ଗିରିଧର ଦେହୁରୀ ପ୍ରମୁଖ ମଞ୍ଚାସିନ ରହି ସ୍ୱାଗତ ସମାରୋହ ଦ୍ୱାରା କିପରି ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ  ଭାଇଚାରାର ସଂପର୍କ ବଢ଼ାଇଥାଏ ସେସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ଶେଷ ବର୍ଷର ଛାତ୍ରୀ ନିକିତା ଦାସ ମଞ୍ଚ ପରିଚାଳନା କରିଥିବା ସ୍ଥଳେ କିରାଣୀ ଦେବେନ୍ଦ୍ରନାଥ ରଣା ଧନ୍ୟବାଦ ଦେଇଥିଲେ। ସମାରୋହ ପ୍ରାରମ୍ଭରେ ନବାଗତ ଛାତ୍ରଛାତ୍ରୀଙ୍କୁ ଦ୍ୱିତୀୟ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀମାନେ ଫୁଲ ଚନ୍ଦନ ଦେଇ ସ୍ୱାଗତ କରିବା ସହ ପରିଚୟ ପର୍ବ ହୋଇଥିଲା। ପରେ ନବାଗତଙ୍କୁ ଉତ୍ସାହିତ କରିବାପାଇଁ ନାଚ, ଗୀତ, କମେଡ଼ି ଆଦି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା । ଭକ୍ତ କାର୍ଯ୍ୟକ୍ରମରେ ସମସ୍ତ ଅଧ୍ୟାପକ ଅଧ୍ୟାପିକାଙ୍କ ସହ ସମସ୍ତ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026

You Might Also Like