-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ତ୍ରିରଙ୍ଗା ଯାତ୍ରା ଏକ ଆନ୍ଦୋଳନ ତଥା ମହୋତ୍ସବରେ ପରିଣତ ହେଇଥିବା ବିଷୟ ଦେଶ ପାଇଁ ଶୁଭ ସଙ୍କେତ*- *ଜିଲ୍ଲାପାଳ*-

13-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ପୌର ପ୍ରଶାସନ ଦ୍ବାରା ଆୟୋଜିତ ଏବଂ ସ୍ବଚ୍ଛ ଭାରତ ସଙ୍ଗଠନ, ଯଶୋଦା ଦେବୀ ନର୍ସିଂ ସ୍କୁଲ, ସୋନପୁର କଲେଜ୍ ଏନସିସି ଓ ବରିଷ୍ଠ ନାଗରିକ ସଂଘ ସହରର ପ୍ରମୁଖ ସଂଗଠନର ମିଳିତ ସହଯୋଗରେ ସ୍ଥାନୀୟ ପୌର ପରିଷଦ ଅଫିସ୍ ସମ୍ବୁଖରୁ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଆରମ୍ଭ କରାଯାଇଥିଲା l ବିଜୁ ପଟ୍ଟନାୟକ ମହିଳା କଲେଜ, ଗଙ୍ଗାଧର ମେହେର ଛକ ରାସ୍ତା ଦେଇ ବିଜୁ ପଟ୍ଟନାୟକ ଛକ ପର୍ଯ୍ୟନ୍ତ ଆସିଥିବା ଏହି ହର ଘର ତ୍ରିରଙ୍ଗା ଓ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯକ୍ରମ ଅବସରରେ ଏଇ ବିଶାଳ ତ୍ରିରଙ୍ଗା ଏକତା ଓ ଅଖଣ୍ଡତା ର ଶୋଭାଯାତ୍ରାକୁ ସୁବର୍ଣ୍ଣପୁର ଏସପି ନାରାୟଣ ନାୟକ ଓ ଏଡିଏମ୍ ରାଜେନ୍ଦ୍ର ମାଝୀ ଶୁଭାରମ୍ଭ କରି ଶୋଭାଯାତ୍ରାରେ ସାମିଲ୍ ହୋଇଥିଲେ l

ପରେ ପରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡଃ ନୃପ ରାଜ ସାହୁ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ୍ ହୋଇ ଉପସ୍ଥିତ ଶତାଧିକ ସ୍ୱେଚ୍ଛାସେବୀ ଦେଶ ପ୍ରେମୀ ମାନଙ୍କ ସହ ପୌର ପରିଷଦ ଅଫିସ୍ ଯାଏ ପହଞ୍ଚିଥିଲେ l ଏଠାରେ ଅନୁଷ୍ଟିତ ଏକ ସଭାରେ ଆଜି ସୁବର୍ଣ୍ଣପୁରରେ ଆୟୋଜିତ ଏହି ତ୍ରିରଙ୍ଗା ଯାତ୍ରା ରେ ସବୁ ବର୍ଗ ର ଲୋକେ ସାମିଲ୍ ହୋଇ ଏହା ଏକ ମହୋତ୍ସବ ତଥା ଆନ୍ଦୋଳନ ରେ ପରିଣତ ହୋଇଛି ଯାହାକି ଦେଶ ପାଇଁ ଏହା ଏକ ଶୁଭ ସଙ୍କେତ ବୋଲି ଜିଲ୍ଲାପାଳ ଡଃ ସାହୁ କହିଥିଲେ l ଏବଂ ଆମେ ସମସ୍ତେ ଏକ ହୋଇ ଜିଲ୍ଲା ତଥା ଦେଶ ର ଉନ୍ନତି କରିବାକୁ ପରାମର୍ଶ କରିଥିଲେ l ପୌର ପରିଷଦ ଅଧ୍ୟକ୍ଷା ତାମସି ତାମସ୍ମିତା ନାୟକ, ଉପାଧ୍ୟକ୍ଷ ମଲ୍ଲିକା ଦାନୀ, ପୌର ପରିଷଦ ଅଧିକାରୀ ଋଷି ମାଝୀ, ପୌର ପରିଷଦ ପ୍ରାକ୍ତନ ଅଧ୍ୟକ୍ଷ କଇରୁ ସ୍ବାଇଁ, ପ୍ରକାଶ ସାହୁ, ବରିଷ୍ଟ ନାଗରିକ ସଭାପତି ଡ଼ଃ ଜ୍ୟୋତି ରଞ୍ଜନ ବହିଦାର, ଶିକ୍ଷାବିଦ୍ ପ୍ରଦୀପ ପୁରୋହିତ, ମଦନ ସୁନ୍ଦର କ୍ଷେତି, ଜ୍ୟୋତି ରଞ୍ଜନ ପଟ୍ଟନାୟକ, ପର୍ଶୁରାମ ମିଶ୍ର କାଉନସିଲର ପୀୟୂଷ ପଣ୍ଡା, ଗଙ୍ଗା ତରିଆ ପ୍ରମୁଖ ଯୋଗ ଦେଇ ତ୍ରିରଙ୍ଗା ଶୁଭେଛା ବାର୍ତ୍ତା ପ୍ରଦାନ୍ କରିଥିଲେ l ପୌର ପରିଷଦ ସାନିଟାରୀ ଅଧିକାରୀ ଅଜୟ ସ୍ବାଇଁ ଓ ସ୍ବେଛାସେବୀ ମନୋରଂଜନ ତ୍ରୀପାଠୀ ସଭା ସଂଯୋଜନା କରିଥିବା ବେଳେ ବିଭାଗର ସମସ୍ତ ଅଧିକାରୀ, କର୍ମଚାରୀ ଙ୍କ ସମେତ ସହର ର ଶତାଧିକ ସ୍ବେଛାସେବୀ, ସଚେତନ ନାଗରିକ, ଦେଶ ପ୍ରେମୀ ଓ କଲେଜ୍ ଛାତ୍ର ଛାତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ l ସ୍ୱଚ୍ଛ ଭାରତ ସଂଗଠନ ର ଉପଦେଷ୍ଟା ପ୍ରମୋଦ କୁମାର ସାହୁ, ରବୀନ୍ଦ୍ର ଜେନା, ଲଡ଼ୁ କିଶୋର ମଲ୍ଲିକ, ଇନ୍ଦୁମତି ପୁରୋହିତ ଙ୍କ ସମେତ ପୌର ପରିଷଦ ର ସମସ୍ତ ଜନ ପ୍ରତିନିଧି କର୍ମଚାରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like