-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକଙ୍କ ପତ୍ନୀ ବିୟୋଗ

13-Aug-2025



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ଡୁଙ୍ଗୁରିପାଲି ବ୍ଲକର ମାଝିମୁଣ୍ଡା ଗ୍ରାମର ପ୍ରେରଣା ଖବର କାଗଜ ର ସାମ୍ବାଦିକ ଅରବିନ୍ଦ ମିଶ୍ରଙ୍କ ଧର୍ମପତ୍ନୀ ସୁନେଳୀ ମିଶ୍ର(୪୫)ଙ୍କ ଗତକାଲି ସଂଧ୍ୟାରେ ଦେହାନ୍ତ ହୋଇ ଯାଇଛି । ସେ କିଛି ଦିନ ହେବ ଅସୁସ୍ତ ଥିଲେ । ବିଭିନ୍ନ ସ୍ଥାନରେ ଚିକିତ୍ସା ମଧ୍ୟ କରିଆସୁଥିଲେ । ଗତକାଲି ହଠାର ସ୍ବାସ୍ଥ୍ୟରେ ଅବନତା ଦେଖା ଦେଦାରୁ ଡୁଙ୍ଗୁରିପାଲି ଡାକ୍ତରଖାନାକୁ ଆଣିଥିଲେ । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତ୍ୟୁ ସମୟରେ ସ୍ବାମୀ ଅରବିନ୍ଦ ମିଶ୍ର, ଶାଶୁ ମନୋରମା ମିଶ୍ର, ପୁଅ ଆୟୁଷ୍ମାନ, ଝିଅ ଶିବାନୀ, ପରିବାରବର୍ଗ ମଧ୍ୟରେ ପ୍ରଦୀପ, ଚିନ୍ତାମଣି, ଦିଲିପ, ମୃତ୍ୟୁଞ୍ଜୟ, ଜ୍ୟୋତି, ବାବୁଲ୍, ଶ୍ରୀକାନ୍ତ ତଥା ସଂପର୍କୀୟ, ବନ୍ଧୁବାନ୍ଧବ, ଗ୍ରାମବାସୀ ଉପସ୍ଥିତ ଥିଲେ । ସାମ୍ବାଦିକ ରତ୍ନାକର ସେଠ, ଦୁଳସୀ ପ୍ରସାଦ ଦାଶ, ପ୍ରଶାନ୍ତ ସେଠ, ପ୍ରେମଲାଇ ସେଠ ଡାକ୍ତର ଖାନା ରେ ପରଂତି ଶେଷ ଦର୍ଶନ କରିଥିଲେ । ସାମ୍ବାଦିକ କିସନ ଅଗ୍ରଓ୍ବାଲ, ସାଗର ଜେନା, ଘନସ୍ୟାମ ମେହେର, ମହନ ମେହେର, ଲକ୍ଷ୍ମଣ ନାଏକ, ଦେବରାଜ ଦେହେରା, ନରେଶ ସାହୁ, ପୂର୍ଣଚନ୍ଦ୍ର ପଣ୍ଡା, ଶିଶୁପାଳ ଖମାରୀ, କୃଷ୍ଣଚନ୍ଦ୍ର ବାଗ, କମଳ ମେହେର, ଅରକ୍ଷିତ ମହାନନ୍ଦ ଶୋକ ପ୍ରକାଶ କରିଥିଲେ । ଗୋପାଳ ବାରିକ, ବିପ୍ରଚରଣ ସାହୁ, ପବିତ୍ର ମୋହନ ପାଣ୍ଡିଆ, ବନମାଳୀ ପୋଢ଼ ପରିବାରବର୍ଗକୁ ଘରକୁ ଯାଇ ଶାନ୍ତନା ପ୍ରଦାନ କରିଥିଲେ । ଗାଁ ଶ୍ମଶାନରେ ପୁଅ ଆୟୁଷ୍ଠାନ ମୁଖାଗ୍ନି ଦେଇଥିଲେ । ତାଙ୍କର ବିୟୋଗରେ ବିଭିନ୍ନ ମହଲରେ ଶୋଳ ପ୍ରକାଶ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like