-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକ ରେ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ

13-Aug-2025



(ମିହିର ଶଙ୍କର ପାତ୍ର)
ଡାବୁଗାଁ ବ୍ଲକ ଅନ୍ତର୍ଗତ କୁସୁମବନ୍ଧ ଗାଁ ରେ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ, ବିଜେପି ର ବରିଷ୍ଠ ନେତା ଜେ ରାଜ ଶେଖର , ରାଜ୍ୟ କୃଷକ ମୋର୍ଚ୍ଚା କାର୍ଯ୍ୟକାରିଣୀ ସଭ୍ୟ ଜୟନ୍ତ କୁମାର ପାତ୍ର, ମଣ୍ଡଳ ସଭାପତି ମନୋଜ କୁମାର ପାତ୍ର,ଜି କିରଣ କୁମାର, ବଣ୍ଟି ସିଂ, କାର୍ତ୍ତିକ ପୂଜାରୀ, ଦିନେଶ ସିଂ, ଲକ୍ଷ୍ମୀ ଜାନୀ, ରତନ କଲାର, ଗୋବିନ୍ଦ ମାଝୀ, ବନ୍ଧୁ ମାଝୀ, ପଙ୍କଜ ମାଝୀ, ପପିନ ମୁନି, ଓ୍ବାଇ ରାଜକୁମାର, ଟଙ୍କ ମାଝୀ,  ଭୀମ ଜେନା, ମୋହନ୍ ଦାସ ପୂଜାରୀ ଏବଂ ଦଳଗତ ନିର୍ବିଶେଷରେ ପ୍ରତ୍ୟେକ ବର୍ଗର ପ୍ରମୁଖ ବ୍ୟକ୍ତି ମାନେ ଉପସ୍ଥିତ ଥିଲେ। ଏକ ଶୋଭାଯାତ୍ରା ରେ ସ୍ବାଧିନତା ସଂଗ୍ରାମୀ ସ୍ବର୍ଗତ ସନୁ ମାଝୀ ଙ୍କ ଘରେ ଯାଇ ଫୋଟ ଚିତ୍ର ରେ ପୁଷ୍ପ ଅର୍ପଣ କରାଯାଇଥିଲା। ସନୁ ମାଝୀ ଙ୍କ ନାତି ମହେଶ୍ୱର ମାଝୀ ଓ ତାଙ୍କ ପରିବାର ଲୋକେ ତ୍ରିରଙ୍ଗା ଯାତ୍ରା ରେ ଭାଗନେଇ ଥିବା ସମସ୍ତ ଙ୍କୁ ସ୍ଵାଗତ କରିଥିଲେ। ବରିଷ୍ଠ ଆଇନଜୀବି ତଥା ରାଜ୍ୟ କୃଷକ ମୋର୍ଚ୍ଚା କାର୍ଯ୍ୟକାରିଣୀ ସଭ୍ୟ ଜୟନ୍ତ କୁମାର ପାତ୍ର ଓ କାର୍ତ୍ତିକ ପୂଜାରୀ ସନୁ ମାଝୀ ଙ୍କ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ। ତାଙ୍କ ପରିବାର ର ସଦସ୍ୟ ମାନଙ୍କ ପରିଚୟ ପ୍ରଦାନ ବଣ୍ଟି ସିଂ କରିଥିବା ସ୍ଥଳେ ମଣ୍ଡଳ ସଭାପତି ମନୋଜ କୁମାର ପାତ୍ର ସମସ୍ତ ଙ୍କୁ ସହଯୋଗ କରିଥିବା ଯୋଗୁଁ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି ପରି ଡାବୁଗାଁ ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ଅଞ୍ଚଳ ରେ ମଧ୍ୟ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇ ଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like