-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଏସ ଡି ପି ଓ ଙ୍କ କଡା ଦୃଢୋକ୍ତି କାହାରିକୁ ଛଡ଼ା ଯିବ ନାହିଁ

13-Aug-2025



ନୂଆପଡ଼ା (ରାମନାଥ ପଣ୍ଡା)
ନୂଆପଡ଼ା ପୋଲିସ ଓ ବୋଡ଼େନ ପୋଲିସଙ୍କ ମିଳିତ ଆନୁକୁଲ୍ୟରେ ନାରୀ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବୋଡ଼େନ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଏସ ଡି ପି ଓ ଉପେନ୍ଦ୍ର ପ୍ରଧାନ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ରୂପେ ଇଂରାଜୀ ପ୍ରାଧ୍ୟାପକ ଡ଼ ସାମୁଏଲ ଦାନୀ, ଆଇ ଆଇ ସି ଗୋବିନ୍ଦ ମାଝୀ,ଅଧ୍ୟାପକ ଗୟାଧର ମହାନ୍ତି,ଏସ ଆଇ ଦିବ୍ୟଲୋଚନ ରାଜ,ଏସ ଆଇ ମଞ୍ଜୁଲତା ଖଡେଙ୍ଗା,ଅଧ୍ୟାପକ ଅସ୍ରଫ ଅଲ୍ଲୀ ପ୍ରମୁଖ ମଞ୍ଚାଷୀନ ଥିଲେ । ଡ ସାମୁଏଲ ଦାନୀ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଅଧ୍ୟାପକ ଗୟାଧର ମହାନ୍ତି ମଞ୍ଚ ପରିଚାଳନା କରିଥିଲେ।ବର୍ତ୍ତମାନ ସମାଜରେ ଦେଖାଦେଉଥିବା ସମସ୍ୟା ଗୁଡ଼ିକ ମଧ୍ୟରେ ନାରୀଙ୍କୁ ଶାରୀରିକ ,ମାନସିକ,ସାମାଜିକ ଓ ଆର୍ଥିକ ହାନିରୁ ସୁରକ୍ଷିତ ରଖିବା ହେଉଛି ପ୍ରତ୍ୟେକ ନାଗରିକଙ୍କ କର୍ତ୍ତବ୍ୟ ବୋଲି ଏସ ଡି ପି ଓ ଉପେନ୍ଦ୍ର ପ୍ରଧାନ ନିଜ ବକ୍ତବ୍ୟରେ ସ୍ପଷ୍ଟ ପ୍ରକାଶ କରିଥିଲେ । ଉପସ୍ଥିତ ସମସ୍ତ ଛାତ୍ରଛାତ୍ରୀଙ୍କୁ ନିଜ ନିଜ ଦାୟୀତ୍ୱ ଉପରେ ସଚେତନ ରହି ଭଲ କାମ କରିବାକୁ ପ୍ରେରଣା ଦେଇଥିଲେ ।ନାରୀ ଅନେକ ସମୟରେ ହିଂସା,ଶୋଷଣ ଓ ଅନ୍ୟାୟର ଶିକାର ହେଉଥିବା କାରଣରୁ ଆଜିର ଦିନରେ ନାରୀ ସୁରକ୍ଷା ଗୁରୁତ୍ଵ ପୂର୍ଣ୍ଣ ପ୍ରସଙ୍ଗ ହୋଇ ଠିଆ ଉଠିଛି ତେଣୁ ଆପଣମାନେ ନିଜକୁ ନିଜେ ଖରାପ ଅଭ୍ୟାସରୁ  ଦୂରେଇ ରୁହନ୍ତୁ ,କୌଣସି ଅସୁବିଧା ହେଲେ ତୁରନ୍ତ ପୋଲିସର ସହାୟତା ନିଅନ୍ତୁ ବୋଲି କିଛି ସହାୟତା ନମ୍ବର ପ୍ରଦାନ କରିଥିଲେ ।ନାରୀ ପ୍ରତି ଯିଏ ଅନ୍ୟାୟ କରିବ ତାକୁ ଛାଡ଼ିବି ନାହିଁ ତା ପ୍ରତି ଦୃଢ଼ରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବି ବୋଲି ମତ ପ୍ରକାଶ କରି ସମସ୍ତଙ୍କୁ ସାହସ ଯୋଗାଇଛନ୍ତି।କାର୍ଯ୍ୟକ୍ରମରେ ସ୍ଥାନୀୟ କଲେଜର ଅଧ୍ୟାପକ,ଅଧ୍ୟାପିକା,ଅନ୍ୟ କର୍ମଚାରୀ,ସାମ୍ବାଦିକ ରାମନାଥ ପଣ୍ଡାଙ୍କ ସମେତ ବିଦ୍ୟାଳୟର ୩୦୦ ରୁ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ ।ଅଧ୍ୟାପକ ଗୟାଧର ମହାନ୍ତି ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like