-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଦେଶ ବିଦେଶ

ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ଯେଉଁଠି ପତାକା ଉତ୍ତୋଳନ କରନ୍ତି, ତା ଉପରେ ଚଢି ନିଜ ପତାକା ବାନ୍ଧିଲେ ଉତ୍ତ୍ୟକ୍ତ କୃଷକ

26-Jan-2021



ନୂଆଦିଲ୍ଲୀ (ପ୍ରେରଣା ଖବର ବ୍ୟୁରୋ):  ସାଧାରଣତନ୍ତ୍ର ଦିବସରେ ମଙ୍ଗଳବାର କୃଷି ଆଇନ ବିରୋଧରେ ଅନେକ ଦିନ ଧରି ଆନ୍ଦୋଳନ କରୁଥିବା କୃଷକ ଆଜି ହିଂସାତ୍ମକ ହୋଇ ଉଠିଛନ୍ତି। ସ୍ଥିତି ଏମିତି ହୋଇଛି ଯେ କୃଷକଙ୍କ ଆନ୍ଦୋଳନ ଲାଲକିଲ୍ଲା ପର୍ଯ୍ୟନ୍ତ ପହଞ୍ଚି ଯାଇଛି। ସମସ୍ତ ପ୍ରୟାସ ପରେ ବି ଦିଲ୍ଲୀ ପୁଲିସ କୃଷକଙ୍କୁ ଲାଲକିଲ୍ଲା ପର୍ଯ୍ୟନ୍ତ ଟ୍ରାକ୍ଟର ନେବାରେ ରୋକି ପାରି ନାହିଁ। ପ୍ରଧାନମନ୍ତ୍ରୀ ଅଗଷ୍ଟ ୧୫ରେ ଲାଲକିଲ୍ଲାର ଯେଉଁ ପ୍ରାଚୀର ଉପରେ ପତାକା ଉତ୍ତୋଳନ କରନ୍ତି କୃଷକ ସେଠାରେ ପହଞ୍ଚି ପତାକା ଉଡାଇଛନ୍ତି। ଦିଲ୍ଲୀରେ ପୂର୍ବରୁ ଏମିତି ସ୍ଥିତି କେବେ ଦେଖିବାକୁ ମିଳିନଥିଲା।

ଦିଲ୍ଲୀ ପୁଲିସ ସର୍ତ୍ତ ସହିତ ଟ୍ରାକ୍ଟର ରାଲି କରିବାକୁ ଅନୁମତି ଦେଇଥିଲେ। ମାତ୍ର ମଙ୍ଗଳବାର ସକାଳୁ ହିଁ କୃଷକମାନେ ଟ୍ରାକ୍ଟର ସହିତ ଦିଲ୍ଲୀର ଅଲଗା ଅଲଗା ସୀମାରେ ପଶି ଯାଇଥିଲେ। ଫଳରେ ଏବେ ଦିଲ୍ଲୀରେ ଅସମ୍ଭାଳ ପରିସ୍ଥିତି ସୃଷ୍ଟି ହୋଇଛି। ଦିଲ୍ଲୀର ଭିନ୍ନ ଭିନ୍ନ ଅଞ୍ଚଳରେ କୃଷକ ଏବଂ ପୁଲିସ ମଧ୍ୟରେ ସଂଘର୍ଷ ଘଟିଛି। ଉତ୍ତ୍ୟକ୍ତ କୃଷକ ବ୍ୟାରିକେଡ୍ ଭାଙ୍ଗିବା ସହିତ ଦିଲ୍ଲୀ ଭିତରେ ଉତ୍ପାତ କରିଛନ୍ତି।

ଲାଲକିଲ୍ଲାରେ ପହଞ୍ଚିଥିବା କୃଷକ ସେଠାରେ ନାରାବାଜି କରିଛନ୍ତି। ବାଇକ୍‌ ଓ ଟ୍ରାକ୍ଟରର ଷ୍ଟଣ୍ଟ କରାଯାଉଛି। ଲାଲକିଲ୍ଲା ନିକଟରେ ପୁଲିସ କୃଷକଙ୍କୁ ରୋକିବା ପାଇଁ ବ୍ୟାରିକେଡ୍ ଲଗାଯାଇଥିଲା। ମାତ୍ର କୃଷକଙ୍କ ଆନ୍ଦୋଳନ ଆଗରେ ବ୍ୟାରିକେଡ୍ ମଧ୍ୟ ତିଷ୍ଠି ପାରିନଥିଲା। ଅନେକ ଆନ୍ଦୋଳନକାରୀ ଟ୍ରାକ୍ଟର ନେଇ ଲାଲକିଲ୍ଲା ପର୍ଯ୍ୟନ୍ତ ପହଞ୍ଚି ଯାଇଥିଲେ। ସମ୍ଭବତଃ ଏମିତି ଦୃଶ୍ୟ ଦିଲ୍ଲୀରେ ପ୍ରଥମ ଥର ଦେଖିବାକୁ ମିଳିଛି। ଲାଲକିଲ୍ଲା ପର୍ଯ୍ୟନ୍ତ କୃଷକ ଟ୍ରାକ୍ଟର ସହ ପହଞ୍ଚିବା ସଭିଙ୍କୁ ଚକିତ କରିଛି।

 

ଏପରିକି ଗାଜିପୁର ସୀମାରେ କୃଷକ ଓ ପୁଲିସ ମଧ୍ୟରେ ସଂଘର୍ଷ ଘଟିଛି। କୃଷକ ସେଠାରେ ବ୍ୟାରିକେଡ୍ ଭାଙ୍ଗିବାକୁ ଚେଷ୍ଟା କରିଛନ୍ତି। ପୁଲିସ କୃଷକଙ୍କୁ ରୋକିବା ପାଇଁ କ୍ରେନକୁ ମଧ୍ୟ ବ୍ୟାରିକେଡ୍‌ ପରି ଢାଲ କରିଥିଲା। ଏହା ପୂର୍ବରୁ କୃଷକ ଘୋଷଣା କରିଥିଲା ଯେ, ଲାଲକିଲ୍ଲା ପର୍ଯ୍ୟନ୍ତ ପରେଡ୍ ବାହାର କରିବାକୁ ଚାହୁଁଛନ୍ତି, ମାତ୍ର ଦିଲ୍ଲୀ ପୁଲିସ ଏହାକୁ ଅନୁମତି ଦେଇନଥିଲା। କିନ୍ତୁ ଆଜି ଦିଲ୍ଲୀରେ କୃଷକଙ୍କ ଉତ୍ପାତ ଦେଖିବାକୁ ମିଳିଛି। ରାଜଧାନୀର ସ୍ଥିତି ଅସମ୍ଭାଳ ହୋଇ ପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like