-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ରାଜ୍ୟ

“ୟୁଜର୍ ଏକ୍ସପିରିଏନ୍ସ (UX) ଓ ଡିଜାଇନ୍ ସିଷ୍ଟମ୍” ବିଷୟରେ ରାଜ୍ୟସ୍ତରୀୟ ସଚେତନତା ଓ କର୍ମଶାଳା ଆୟୋଜିତ

13-Aug-2025



ଭୁବନେଶ୍ୱର,:ଆଜି ଲୋକସେବା ଭବନ କନଭେନସନ ସମ୍ମିଳନୀ କେନ୍ଦ୍ରରେ ଉପଭୋକ୍ତା ଅଭିଜ୍ଞତା ଏବଂ ଡିଜାଇନ୍ ସିଷ୍ଟମ ଉପରେ ରାଜ୍ୟସ୍ତରୀୟ ସଚେତନତା ଏବଂ ସମ୍ବେଦନଶୀଳତା କର୍ମଶାଳା ଆୟୋଜିତ ହୋଇଛି । ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ଏବଂ ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ  ଶ୍ରୀଯୁକ୍ତ ବିଶାଳ କୁମାର ଦେବ ଏହି  କର୍ମଶାଳାର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ “ଡିଜିଟାଲ୍ ସେବାର ମୂଳକେନ୍ଦ୍ରରେ ନାଗରିକଙ୍କ ଆବଶ୍ୟକତାକୁ ରଖି, ସୁଗମ ଓ ସମାବେଶୀୟ ପ୍ଲାଟଫର୍ମ ସୃଷ୍ଟି କରିବା ଆମର ପ୍ରାଥମିକତା ହେବା ଦରକାର ” ବୋଲି କହି ଥିଲେ । 

ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ସ୍ଵତନ୍ତ୍ର ଶାସନ ସଚିବ ଡା: ପ୍ରଦୀପ କୁମାର ରାଉତ କହିଥିଲେ ଯେ ଆୟୋଜିତ ଏହି ପ୍ରୟାସର ଉଦ୍ଦେଶ୍ୟ ଥିଲା, ଡିଜିଟାଲ୍ ସେବା ପ୍ରଦାନକୁ ଅଧିକ ନାଗରିକ-ମୁଖୀ, ସୁବୋଧ, ସହଜ ପ୍ରବେଶଯୋଗ୍ୟ ଓ ମାନକୀକୃତ କରିବା ପାଇଁ User-Centric Design ଓ Design System ବିଷୟରେ ସଚେତନତା ବୃଦ୍ଧି କରିବା।

ଏହି କର୍ମଶାଳାରେ ଉପଭୋକ୍ତା ଅଭିଜ୍ଞତା ଏବଂ ଡିଜାଇନ୍ ସିଷ୍ଟମ ବିଷୟ ଉପର ପାଞ୍ଚଟି ସତ୍ରରେ ଯୁଜର୍ ଏକ୍ସପିରିଏନ୍ସ ଓ ଇଣ୍ଟରଫେସ୍ ଡିଜାଇନ୍ ର ମୂଳଭିତ୍ତି, ଡିଜିଟାଲ୍ ପ୍ଲାଟଫର୍ମ ପାଇଁ Accessibility Guidelines, ରାଷ୍ଟ୍ରୀୟ ଓ ରାଜ୍ୟସ୍ତରୀୟ ଡିଜାଇନ୍ ସିଷ୍ଟମ୍, ୟୁଜର୍ ଫିଡ୍ବ୍ୟାକ୍ ଓ ୟୁଜାବିଲିଟି ପରୀକ୍ଷା, ଡିଜିଟାଲ୍ ସେବାରେ ନିରନ୍ତର ସୁଧାର ପ୍ରକ୍ରିୟା ଉପରେ ପ୍ରମୁଖ ଅଲୋଚନା ହୋଇଥିଲା । କର୍ମଶାଳାରେ ସାମୁହିକ ଚର୍ଚ୍ଚା, ଗୋଷ୍ଠୀ କାର୍ଯ୍ୟକଳାପ ଓ ଅଭିଜ୍ଞତା ବିନିମୟ ମାଧ୍ୟମରେ ପ୍ରାୟୋଗିକ ଜ୍ଞାନ ବିକାଶ କରାଯାଇଥିଲା।

କାର୍ଯ୍ୟକ୍ରମର ଶେଷରେ ସମସ୍ତ ବିଭାଗକୁ ନାଗରିକ-ମୁଖୀ ଡିଜାଇନ୍ ପ୍ରଥା ଗ୍ରହଣ କରି, ଡିଜିଟାଲ୍ ସେବାକୁ ଅଧିକ କାର୍ଯ୍ୟକାରୀ ଓ ସହଜ ପ୍ରବେଶଯୋଗ୍ୟ କରିବା ପାଇଁ ଆହ୍ୱାନ ଜଣାଇଥିଲା । ଶେଷରେ ଏନ.ଆଇ.ସି.ର ଉପ ମହାନିର୍ଦେଶକ ତଥା ରାଜ୍ୟ ସୂଚନା ବିଜ୍ଞାନ ଅଧିକାରୀ ଡା. ଅଶୋକ କୁମାର ହୋତା ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like