-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ବାଲିଆ ଅଞ୍ଚଳରେ ବେଧଡ଼କ ଚୋରା ମଦ, ଗଞ୍ଜେଇ ବେପାର, ବିରୋଧ କରିବାରୁ ଯୁବକଙ୍କୁ ଆକ୍ରମଣ, ଥାନାରେ ଅଭିଯୋଗ

13-Aug-2025



ବରୀ(ରଞ୍ଜିତ ମହାନ୍ତି): ରାମଚନ୍ଦ୍ରପୁର ଥାନା ଅଧିନ ବାଲିଆ ଗ୍ରାମରେ ବ୍ୟାପକ ଚୋରା ମଦ, ଗଞ୍ଜେଇ ଓ ଚରସ ବେପାର ହେଉଛି । ଏ ନେଇ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ବଦଳରେ ଚୁପ ବସିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଗତକାଲି ଜଣେ ଯୁବକ ଏହାର ବିରୋଧ କରିବାରୁ ତାଙ୍କୁ ସମ୍ପୃକ୍ତ ମଦ ବ୍ୟବସାୟୀ ମରଣାନ୍ତକ ଆକ୍ରମଣ କରିଥିବା ବରୀ-ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ ହୋଇଛି ।
ଆହତ ଯୁବକ ଜଣଙ୍କ ହେଉଛନ୍ତି ନିଶିକାନ୍ତ ଜେନା । ଆକ୍ରମଣରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଆହତ ଯୁବକଙ୍କ ବାପା ଶିଶିର ଜେନା ଏ ନେଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ଅନୁଯାୟୀ ଗତକାଲି ସନ୍ଧ୍ୟାରେ ତାଙ୍କ ପୁଅ ତାଙ୍କୁ ଫୋନ କରି ଚୋରା ମଦ ଦୋକାନୀ ତାକୁ ମାଡି ମାରି ରକ୍ତାକ୍ତ କରିବା ସହିତ ମାରଣାସ୍ତ୍ର ଧରି ଜୀବନରୁ ମାରିଦେବାକୁ ଧକମ ଦେଉଥିବା କହିଥିଲା । ସେ ତୁରନ୍ତ ସେଠାକୁ ଯାଇ ତାକୁ ଉଦ୍ଧାର କରିଥିଲେ । ମଦ ବେପାରୀ ଶ୍ରୀକାନ୍ତ ଜେନା ତାଙ୍କ ପୁଅକୁ ଆକ୍ରମଣ କରିଥିବାସେଅଭିଯୋଗରେ ଦର୍ଶାଇଛନ୍ତି ।
ଏଠାରେ ସୂଚନା ଯୋଗ୍ୟ ବାଲିଆ ଜାଗୁଳାଇ ମନ୍ଦିରରୁ କିଛି ଦୂରରେ ଏହି ଚୋରା ମଦ ଦୋକାନ ରହିଛି । ବିଭିନ୍ନ ସମୟରେ ମଦ୍ୟପ ମାନେ ଏଠାରେ ମଦ୍ୟପାନ କରି ଆଶ୍ରାବ୍ୟ ଭାଷାରେ ଗାଳି ଗୁଲଜ କରିବା ସହିତ ରାସ୍ତାରେ କାଚ ମଦ ବୋତଲ ମଧ୍ୟ ଭାଙ୍ଗି ପକାଉଛନ୍ତି । ମଦ୍ୟପଙ୍କ ଭୟରେ ମନ୍ଦିରକୁ ମହିଳା ମାନେ ଯିବାକୁ ଭୟ କରୁଛନ୍ତି । ବାଲିଆ ଅଞ୍ଚଳରେ କେବଳ ଏହି ଗୋଟିଏ ମଦ ଦୋକାନ ନୁହେଁ ତିନିଟି ଚୋରା ମଦ ଦୋକାନ ଚାଲୁଛି । ଏ ନେଇ ବିଭିନ୍ନ ସମୟରେ ଅଭିଯୋଗ ହେଲେ ମଧ୍ୟ ପୋଲିସ ଏ ନେଇ କୌଣସି ପଦକ୍ଷେପ ନେଉନଥିବା ଅଭିଯୋଗ ହେଉଛି । ବାଲିଆରେ ବିଭିନ୍ନ ସ୍କୁଲ ସହିତ ଏକ ପ୍ରତିଷ୍ଠିତ ମହାବିଦ୍ୟାଳୟ ରହିଛି । ମଦ୍ୟପ ମାନଙ୍କ ଉତ୍ପାତରେ ଛାତ୍ରଛାତ୍ରୀ ନିଜକୁ ଅସୁରକ୍ଷିତ ମଣୁଛନ୍ତି । ଏ ନେଇ ଯାଜପୁର ଏସ୍ପି ତୁରନ୍ତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like