-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ସଂସ୍କୃତ ସପ୍ତାହ ଉଦଯାପିତ

14-Aug-2025



ବଲାଙ୍ଗୀର(ଦେବାଶିଷ ବହିଦାର): ସରକାରୀ ମହିଳା ମହାବିଦ୍ୟାଲୟ ଓ ସଂସ୍କୃତଭାରତୀ, ବଲାଙ୍ଗିରର ମିଳିତ ଆନୁକୁଲ୍ୟରେ ବିଶ୍ୱ ସଂସ୍କୃତ ସପ୍ତାହ ପାଳିତ ହୋଇଯାଇଛି। ଏହି ସମ୍ମିଳନୀରେ ମହାବିଦ୍ୟାଲୟର ଅଧ୍ୟକ୍ଷ ଡଃ. ଅରବିନ୍ଦ କୁମାର ଓଝା ସଭାପତିତ୍ୱ କରିଥିବା ବେଳେ ମୁଖ୍ୟବକ୍ତା ଭାବେ ଦଧିବାମନ ମହାବିଦ୍ୟାଳୟ, ଭଟଲୀର ଅବସରପ୍ରାପ୍ତ ସଂସ୍କୃତ ପ୍ରାଧ୍ୟାପକ ଆୟୁଷ୍ମନ୍ତ ଷଡଙ୍ଗୀ ଯୋଗଦାନ କରି ସଂସ୍କୃତ ଭାଷାର ବହୁବିଧ ଦିଗ ଉପରେ ଛାତ୍ରୀମାନଙ୍କୁ ଉପଦେଶ ଦେଇ ଥିଲେ । ଏହି ଉଦ୍ଯାପନୀ ଉତ୍ସବରେ ବିଭାଗୀୟ ମୁଖ୍ୟ ଡଃ. ସଦାଶିବ ମଲ୍ଲିକ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିବାବେଳେ ଅଧ୍ୟାପକ ଆଦର୍ଶ ମହାପାତ୍ର ବେଦମନ୍ତ୍ର ପାଠ କରିଥିଲେ। ସପ୍ତଦିବସବ୍ୟାପୀ କରାଯାଇ ଥିବା ସମସ୍ତ କାର୍ଯ୍ୟକ୍ରମର ବିବରଣୀ  ଡଃ. ସମୀର କୁମାର ବିଶ୍ୱାଲ ପ୍ରଦାନ କରିଥିଲେ। ଯଥା - ଉକ୍ତ ସପ୍ତାହର  ପ୍ରଥମ ଦିବସରେ ଆଭାସୀୟ ମାଧ୍ୟମରେ ଛାତ୍ରୀମାନଙ୍କ ଦ୍ୱାରା ଅଭିନନ୍ଦନ ପତ୍ର ନିର୍ମାଣ, ଦ୍ବିତୀୟ ଦିବସରେ ମହାବିଦ୍ୟାଳୟ ପରିସରରେ ଚନ୍ଦନ,ତିଳକ ଅର୍ପଣ, ତୃତୀୟରେ ବଲାଙ୍ଗୀର ସ୍ଥିତ ଶ୍ରୀ ଗୋପାଳଜୀ ମନ୍ଦିର ପ୍ରାଙ୍ଗଣରେ ଶ୍ରୀମଦ୍ଭାଗବଦ୍ ଗୀତା ର ଶ୍ଲୋକ ପଠନ, ଚତୁର୍ଥରେ ପଥରଚେପା ସ୍ଥିତ ପାର୍ବତୀ ଗିରି ବାଳ ନିକେତନରେ ରକ୍ଷାବନ୍ଧନ, ପଞ୍ଚମରେ ସ୍ବଗୃହେ ସଂସ୍କୃତ ଦିବସ ପାଳନ, ଷଷ୍ଠରେ ବିଦ୍ୟାଭୂଷଣ ସଂସ୍କୃତ ମହାବିଦ୍ୟାଳୟ ରେ ସଂସ୍କୃତ ପୁସ୍ତକ ବିକ୍ରୟ ଏବଂ ସପ୍ତମ ଦିବସରେ କଲେଜର ଛାତ୍ରୀମାନଙ୍କ ମଧ୍ୟରେ ଅନେକ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା ଓ ଏଥିରେ ବହୁସଂଖ୍ୟକ ଛାତ୍ରୀ ଅଂଶଗ୍ରହଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରଷ୍କାର ପ୍ରଦାନ କରାଯାଇଥିଲା। ଏହି ପୁରଷ୍କାର ପ୍ରଦାନ ଉତ୍ସବରେ ଅଧ୍ୟାପକ ରଂଜିତ କୁମାର ପାତ୍ର ସହଯୋଗ କରିଥିଲେ। 
ଉଦ୍ଯାପନୀ ଉତ୍ସବକୁ ଅଧ୍ୟାପକ ଶ୍ରୀ ଅଜିତ କୁମାର ପଣ୍ଡା ସଂଚାଳନ କରିଥିବା ବେଳେ ଛାତ୍ରୀ ଫଗୁନୀ ମାଝୀ ସଂଯୋଜିକା ଭାବରେ କାର୍ଯ୍ୟନିର୍ବାହ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଏବଂ କର୍ମଚାରୀମାନେ ସକ୍ରିୟ ଅଂଶଗ୍ରହଣ କରିଥିଲେ । ଶେଷରେ ଅଧ୍ୟାପିକା ସରସ୍ୱତୀ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like