-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

14-Aug-2025



କଣ୍ଟାମାଳ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଅନ୍ତର୍ଗତ କଣ୍ଟାମାଳ ସରକାରୀ ଉଚ୍ଚ ବିଦ୍ୟାଳୟରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ହୋଇଯାଇଛି।ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ତ୍ରିରଙ୍ଗା ଶୋଭାଯାତ୍ରା ବିଦ୍ୟାଳୟ ପରିସରରୁ ବାହାରି କଣ୍ଟାମାଳ ସହର ପରିକ୍ରମା କରିବା ସହ ଛାତ୍ରଛାତ୍ରୀମାନେ ବିଭିନ୍ନ ନାରା ଦେଇ ସହରବାସୀଙ୍କୁ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ। ଦେଶ ସେବାରେ ନିଜକୁ ସମର୍ପଣ କରିବା ଦ୍ୱାରା ଜୀବନ କିପରି ମଧୁମୟ ଓ ଶାଶ୍ବତ ହୋଇପାରିବ ଛାତ୍ରଛାତ୍ରୀ ଜନସାଧାରଣଙ୍କୁ ସଚେତନ କରାଇଥିଲେ।ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରକାଶ କୁମାର ପ୍ରଧାନଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଜୁନିଅର୍ ରେଡକ୍ରସ ପରାମର୍ଶଦାତା ତଥା ଶିକ୍ଷକ ବନମାଳୀ ମେହେର କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ସମ୍ପାଦନା କରିଥିଲେ।  ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହି ସହଯୋଗ କରିଥିଲେ। ପରିଶେଷରେ ଶିକ୍ଷକ ଆଲୋକ କୁମାର ପରଡ଼ିଆ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like