-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଉତ୍କଳ ସମ୍ବାଦିକ ସଂଘର କାଲିମେଳା ବ୍ଲକ ନୂତନ କର୍ମକର୍ତ୍ତା ଚୟନ, ସଭାପତି ରୂପେ ଟି.ସତ୍ୟନାରାୟଣ, ସମ୍ପାଦକ ଓ କୋଷଧକ୍ଷ ଭାବେ ସୌରଭ ଏବଂ ପ୍ରଭାତ ମନୋନୀତ

14-Aug-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା): ଉତ୍କଳ ସମ୍ବାଦିକ ସଂଘ ମାଲକାନଗିରି ଜିଲ୍ଲା ଶାଖା ଅନ୍ତର୍ଗତ କାଲିମେଳା ଓ ପଡିଆ ବ୍ଲକର ନୂତନ ସଭାପତି ଭାବେ ଟି ସତ୍ୟନାରାୟଣ ସୁବୁଦ୍ଧି ସର୍ବସମ୍ମତି କ୍ରମେ ମନୋନୀତ ହୋଇଛନ୍ତି। ଏଥିସହ ନୂତନ ସମ୍ପାଦକ ଭାବେ ଯୁବ ସାମ୍ବାଦିକ ସୌରଭ ମଣ୍ଡଳ ଓ କୋଷାଧ୍ୟକ୍ଷ ଭାବେ ପ୍ରଭାତ କୁମାର ଶାହା ମନୋନୀତ ହୋଇଛନ୍ତି। ଏହି ଅବସରରେ କାଲିମେଳା ସ୍ଥିତ ଆରଏମସି ମଣ୍ଡି ଠାରେ ଏକ ସାଧାରଣ ପରିଷଦ ବୈଠକର ଆୟୋଜନ କରଯାଇଥିଲା। ଏହି ବୈଠକରେ  ଉତ୍କଳ ସମ୍ବାଦିକ ସଂଘ ମାଲକାନଗିରି ଜିଲ୍ଲା ସଭାପତି ଅଶୋକ ମିଶ୍ର, ସମ୍ପାଦକ ବି ଶ୍ରୀନିବାସ ପାତ୍ର, ସଂଘର ରାୟ କାର୍ଯ୍ୟକାରିଣୀ ସଦସ୍ୟ ନୃସିଂହ ଚରଣ ମହାନ୍ତି, କୋଷାଧ୍ୟକ୍ଷ ହୃଷୀକେଶ ସେଠୀ, ମନୋଜ ଶାହା, ଦିଲୀପ ପଟ୍ଟନାୟକ, ମାଣିକ ବାଛାଡ, ରାହୁଲ ଗୋଲୋରୀ, କିରଣ କୁମାର ପ୍ରମୁଖ ଉପସ୍ଥିତ ଥିଲେ। ଉତ୍କଳ ସମ୍ବାଦିକ ସଂଘ ଜିଲ୍ଲାରେ ଦୀର୍ଘ ବର୍ଷ ଧରି ନିଜର ଦୃଢ଼ତା ବଜାଇ ରଖିଥିବା ବେଳେ ବ୍ଲକ ସ୍ତରର ନେତୃତ୍ୱ ସ୍ରୁଷ୍ଟି ସହ ସଂଘକୁ ମଜବୁତ୍ କରାଯିବ ବୋଲି ବୈଠକରେ ଆଲୋଚନା ହୋଇଥିଲା। ଏହି ଅବସରରେ କାଲିମେଳା ଓ ପଡ଼ିଆ ବ୍ଲକର ନେତୃବୃନ୍ଦ ଚୟନ ପ୍ରକ୍ରିୟା କରାଯାଇଥିଲା। ନୂତନ ସଭାପତି ଭାବେ ଚୟନ ହେବା ପରେ କାଲିମେଳା ଓ ପଡ଼ିଆ ବ୍ଲକ ସମେତ ଜିଲ୍ଲା ସ୍ତରରେ ସାମ୍ବାଦିକଙ୍କ ସୁରକ୍ଷା ଦିଗରେ

ପ୍ରାଥମିକତା ଦେବେ ବୋଲି ଶ୍ରୀ ସୁବୁଦ୍ଧି ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଉତ୍କଳ ସମ୍ବାଦିକ ସଂଘର ଜିଲ୍ଲା କର୍ଯ୍ୟକାରୀ ସଦସ୍ୟ କେ ଭାସ୍କର ରାଓ ପରିଚାଳନା କରିଥିବା ବେଳେ ଏହି କାର୍ଯ୍ୟକ୍ରମରେ କୁଞ୍ଜ ବିହାରୀ ଶେଠୀ, ଶିବବ୍ରତ ଦାଶ, ବିଦ୍ୟୁତ ବୈରାଗୀ, ଦୀପକ ମହାରଣା, ରାଜେସ ଓଝା, ସୁଜିତ ମୁଖାର୍ଜୀ, ଭିକି ବାରିକ, ଗୋବିନ୍ଦ ମଣ୍ଡଲ, ଏନ ରବି କୁମାର, ଆଶିଷ ବାଇନ, ରାଜେସ ପାତ୍ର, ବୁଦ୍ଧଦେବ ମଣ୍ଡଳ, ଆଜର ଉଦିନ, ନିସାର ଖାନ, ଅନୋକ ଚିନମ, ରଞ୍ଜିତ ମଣ୍ଡଳ, ଉତ୍ତମ ରାୟ, ଚିରଞ୍ଜିତ ସରକାର, ପୂର୍ଣିମା ସେଠୀ, ରମେଶ ପାତ୍ର, ପ୍ରେମାନନ୍ଦ ହାଲଦାରଙ୍କ ସମେତ କାଲିମେଳା ଓ ପଡିଆ ବ୍ଲକର ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like