-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ରାଜନୀତି

ଏଓବିଏସଓ ଛାତ୍ର ସଂଘ ତରଫରୁ ମାସ୍କ ବଣ୍ଟନ ସହ ଜନ ସଚେତନତା କାର୍ଯ୍ୟକ୍ରମ

10-Oct-2020




Bhubaneswar.10/10- କୋଭିଡ ମହାମାରୀ ନେଇ ତୃଣମୂଳସ୍ତରରେ ସଚେତନତାକୁ ବ୍ୟାପକ କରିବା ପାଇଁ ଅକ୍ଟୋବର ୨ରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ କ୍ରମେ 'ଜନ ସଚେତନତା ଅଭିଯାନ' ଆରମ୍ଭ ହୋଇଛି। ଆଜି ଭୁବନେଶ୍ୱର ସ୍ଥିତ ରାଜମହଲ ଛକ ଠାରେ ଅଲ ଓଡିଶା ବିପିୟୁଟି ଷ୍ଟୁଡେଣ୍ଟସ୍ ଅର୍ଗାନାଇଜେସନ(ଏଓବିଏସଓ) ତରଫରୁ ମାସ୍କ ବଣ୍ଟନ ସହ ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି। ଏହି କାର୍ଯ୍ୟକ୍ରମକୁ ସଂଘର ଉପ-ପ୍ରତିଷ୍ଠିତା ତଥା ଯୁବ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ତାରିଣୀ ପ୍ରସାଦ ନାୟକଙ୍କ ନେତୃତ୍ୱରେ ଉପଦେଷ୍ଟା ତଥା ଯୁବ ବିଜେଡି ବରିଷ୍ଠ ଉପସଭାପତି ଧୃତି ମାର୍ଥା, ସଂଘର ଉପପ୍ରତିଷ୍ଠାତା ବାସୁଦେବ ସା, ଯୁବ ବିଜେଡି ସାଧାରଣ ସମ୍ପାଦକ ଅବିନାଶ ପ୍ରଧାନ , କାର୍ଯ୍ୟକାରୀ ସଦସ୍ୟ ପ୍ରସନ୍ନ ପାଣି, ଯୁବ ବିଜେଡି ଯୁଗ୍ମ ସମ୍ପାଦକ ପୃଣ୍ଣେନ୍ଦୁ ପୂଜାପଣ୍ଡା ,ଯୁବ ବିଜେଡି ସମ୍ପାଦକ ସୋନାଲି ପ୍ରିୟଦର୍ଶିନୀ, ଦୀପ୍ତିମୟୀ ପତି, ଛାତ୍ର ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ସଂକେତ ରାୟ, ପିଙ୍କି, ମହିମା,  କିଶୋର ବେହେରା, ଡିପ୍ଲୋମା ମୁଖ୍ୟ ସଂଘଠକ ତଥା ଛାତ୍ର ବିଜେଡି ସମ୍ପାଦକ ଅନନ୍ତ ନାରାୟଣ ଜେନା ,ବିପିୟୁଟି ମୁଖ୍ୟ ସଂଘଠକ ତଥା ଛାତ୍ର ବିଜେଡି ଯୁଗ୍ମ ସମ୍ପାଦକ ପବନ ସ୍ୱାଇଁ, ଶ୍ରିତମ ପଟ୍ଟନାୟକ,ଆଚାର୍ଯ୍ୟ ରକି ପ୍ରିୟଦର୍ଶନ, ରାକେଶ ପାତ୍ର, ଅଂକେଶ, ସ୍ମୃତିରାଜ ମହାନ୍ତି, ତନବୀର ଖାନ, ଡିପ୍ଲୋମା ସଭାପତି ବିକାଶ ପଣ୍ଡା, ଶୁଭମ ସ୍ୱାଇଁ, ଓମ, ପ୍ରସାଦ ବେହେରା,  ଆଶିଷ ଦାସ, ନୀତିଶ, ଆଶୁତୋଷ, ଅରବିନ୍ଦ, ସନ୍ଦୀପ, ସ୍ୱାଗତ ମହାପାତ୍ର ଆଦି ଉପସ୍ଥିତ ଥିଲେ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like