-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପୁଇଁନ୍ତଲା ବ୍ଲକସ୍ତରୀୟ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା

14-Aug-2025



ବଲାଙ୍ଗୀର (ପ୍ରେରଣା ଖବର): ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ମଲମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ତିନି ଦିନିଆ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା  ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳା ର ଉଦ୍ଘାଟନି ସଭାରେ ଶ୍ରୀମତୀ ରତ୍ନମୟୀ ପୁରୋହିତ, ଗୋଷ୍ଠୀ ଶିକ୍ଷା ଅଧିକାରିଣୀ, ପୁଇଁନ୍ତଲା ଓ  ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ବଲାଙ୍ଗିରର ବରିଷ୍ଠ ଶିକ୍ଷକ ପ୍ରଶିକ୍ଷିକା ଶ୍ରୀମତୀ ଆରତୀ ସାହୁ ଉପସ୍ଥିତ ରହି କର୍ମଶାଳାର ଉଦ୍ଦେଶ୍ୟ ଜ୍ଞାପନ କରିବା ସହିତ କାର୍ଯ୍ୟକ୍ରମର ରୂପରେଖ ଉପସ୍ଥାପନ କରିଥିଲେ

କର୍ମଶାଳାର ଦ୍ବିତୀୟ ଦିବସ ରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ଶ୍ରୀମତୀ ସେବlଶ୍ରୀ ଭୋଇ ଏବଂ ଜିଲ୍ଲା ଶିକ୍ଷାବିଜ୍ଞାନ ସଂଯୋଜିକା ଡ. ମଧୁମିତା ଦାଶ ଯୋଗ ଦେଇ ନିର୍ମାଣ କରାଯାଇ ଥିବା ଶିକ୍ଷଣ ସାମଗ୍ରୀକୁ ଅବଲୋକନ କରି ନିଜର ସକାରାତ୍ମକ ପ୍ରତିକ୍ରିୟା ତଥା ବିଦ୍ୟାଳୟରେ ଏହି ସାମଗ୍ରୀ ପାଇଁ ଶିକ୍ଷକ ତଥା ଶିକ୍ଷାର୍ଥୀ ମଧ୍ୟରେ କିପରି ଏକ ଅନୁକୂଳ ପରିବେଶ ସୃଷ୍ଟି ହେବ ସେଥିପାଇଁ  ଦିଗଦର୍ଶନ ଦେଇଥିଲେ l ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିକ୍ଷକ-ଶିକ୍ଷୟତ୍ରୀ ଯୋଗଦେଇ ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ଶିକ୍ଷାର୍ଥୀଙ୍କ ମୌଳିକ ସାକ୍ଷରତା ତଥା ସଂଖ୍ୟା ଜ୍ଞାନର ଶିକ୍ଷଣ କାର୍ଯ୍ୟ ପରିଚାଳନା ପାଇଁ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରିଥିଲେ।  ଏହି କାର୍ମଶାଳାରେ ପ୍ରଧାନ ଶିକ୍ଷକ ତ୍ରିନାଥ ପାତ୍ର, ଆଞ୍ଚଳିକ 

ସାଧନ କେନ୍ଦ୍ର ସଂଯୋଜକ ପ୍ରମୋଦ କୁମାର ପଟେଲ, ରଞ୍ଜିତ ମିଶ୍ର,  ଅଜିତ କୁମାର  ଶତପଥୀ, ତରଣୀସେନ ଧରୁଆ, ସତ୍ୟ ନାରାୟଣ ସାହୁ ପ୍ରମୁଖ ସାଧନକର୍ମୀ ଯୋଗ ଦେଇଥିଲେ। ଉଜ୍ଜାପନୀ ସଭାରେ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ, ପୁଇଁନ୍ତଲା ଶ୍ରୀମତୀ ପୁରୋହିତ ଓ  ପୁଇଁନ୍ତଲା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲଛମନ ପ୍ରଧାନ ଉପସ୍ଥିତ ରହି ଏହିପରି ସାମଗ୍ରୀର ବ୍ୟବହାର ଦ୍ଵାରା ଶିକ୍ଷ।ର୍ଥୀଙ୍କ ଶିକ୍ଷଣ ଆନନ୍ଦଦାୟକ, ଆଗ୍ରହଦ୍ଦୀପକ ହେବା ସଙ୍ଗେ ସଙ୍ଗେ ଶିକ୍ଷଣ ଦୀର୍ଘସ୍ଥାୟୀ ହୋଇ ପାରିବ ସେ ବିଷୟରେ ଆଲୋକପାତ କରିଥିଲେ। ଶେଷରେ ମଲମଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରମୋଦ କୁମାର ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like