-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

*ଆଦର୍ଶ ଶିକ୍ଷକ ତଥା କ୍ରିଡାବିତ୍ - କୃଷ୍ଣଚନ୍ଦ୍ର ବାଘ ଙ୍କ ପରଲୋକ*- *ଜିଲ୍ଲା ରେ କ୍ରୀଡ଼ା ଓ ଶିକ୍ଷା କ୍ଷେତ୍ରରେ ଶ୍ରୀ ବାଘ ସାର ଙ୍କ ଅବଦାନ ଅବିସ୍ମରଣୀୟ* -

14-Aug-2025



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ)
ସୋନପୁର ପ୍ୟାଲେସ ଗାର୍ଡେନ ନିବାସୀ ଆଦର୍ଶ ଶିକ୍ଷକ ତଥା ଉତ୍କୃଷ୍ଟ ଫୁଟବଲ୍ ଖେଳାଳୀ କୃଷ୍ଣଚନ୍ଦ୍ର ବାଘ ଙ୍କ (୮୧) ବର୍ଷ ବୟସ ରେ ସମ୍ବଲପୁରରେ ଚିକିତ୍ସା ଧୀନ ଅବସ୍ଥାରେ  ବୁଧବାର ଭୋର ୫ଟା ବେଳେ ପରଲୋକ ହୋଇଯାଇଛି । ଏ ଖବର ରେ  ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଦୀର୍ଘ ବର୍ଷ ଧରି ତରଭା ଓ ସୋନପୁର ମହାରାଜା ହାଇସ୍କୁଲରେ ଶିକ୍ଷକତା କରି ସେ ଖୁବ୍ ସୁନାମ ଅର୍ଜନ କରିଥିଲେ । ଜଣେ ଅମାୟିକ ବ୍ୟକ୍ତିତ୍ୱ ,ଆଦର୍ଶ , ନିର୍ବିବାଦୀୟ ଏବଂ ଛାତ୍ରବତ୍ସଳ ଶିକ୍ଷକ ଭାବେ ସେ ଖୁବ୍ ପରିଚିତ ଥିଲେ । ଜ଼ିଲ୍ଲା କ୍ରୀଡାସଂଘ ର ସକ୍ରିୟ ଓ କାର୍ଯ୍ୟକାରୀ ସଦସ୍ୟ ଥିଲେ।ସ୍ବର୍ଗତ ଶ୍ରୀ ବାଘ ୧୩ ଜୁଲାଇ ୧୯୪୫ ମସିହାରେ ଜନ୍ମ ଗ୍ରହଣ କରିଥିଲେ ସେ ବଲାଙ୍ଗୀର ଜିଲ୍ଲାର ସଇଁତଳା, ଦେଓଗାଁ ସହ ସୁବର୍ଣ୍ଣପୁର ବାଳିକା ହାଇସ୍କୁଲ, ମହାରାଜା ହାଇସ୍କୁଲ ଶିକ୍ଷାଦାନ କରିଥିଲେ। ସୁବର୍ଣ୍ଣପୁର ମହାରାଜା ହାଇସ୍କୁଲ ରେ ଦୀର୍ଘ ସମୟ ଶିକ୍ଷକତା ପରେ ୨୦୦୩ ମସିହାରେ ଅବସର ଗ୍ରହଣ କରିଥିଲେ । ସେ ସାମାଜିକ ବିଜ୍ଞାନ ବିଷୟରେ ଅଧ୍ୟୟନ କରୁଥିଲେ । ସେ ଶ୍ରୀ ସତ୍ୟ ସାଇ ବାବା ଙ୍କ ଜଣେ ପରମ ଭକ୍ତ ଥିବା ବେଳେ ଅତି ସେ ସାଧାରଣ ଜୀଵନ ଯାପନ କରି ଆସୁ ଥିଲେ। ତାଙ୍କ ମୃତ୍ୟୁ ଖବର ଶୁଣି ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ତାଙ୍କ ବାସଭବନ ରେ ଶେଷ ଦର୍ଶନ ସହ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ଆତ୍ମିୟସ୍ଵଜନ ଙ୍କ ସହ ଭାଈ ଅକ୍ଷୟ, ଦୁଇ ପୁତ୍ର ପ୍ରଶାନ୍ତ(ପପିନ), ସୁଶାନ୍ତ(ପପନ), ବହୁ, ନାତି, ନାତୁଣୀ ଉପସ୍ଥିତ ଥିଲେ। ଶେଷରେ ସ୍ଥାନୀୟ ରାମେଶ୍ବର ଶ୍ମଶାନରେ ତାଙ୍କର ଶେଷ କୃତ୍ୟ ସମ୍ପନ୍ନ କରାଯାଇଥିବା ବେଳେ ବଡ ପୁଅ ପ୍ରଶାନ୍ତ କୁମାର ବାଘ ମୁଖାଗ୍ନି ଦେଇଥିଲେ। ବଲାଙ୍ଗିର ଓ ସୁବର୍ଣ୍ଣପୁର ଜିଲ୍ଲା ରେ କ୍ରୀଡ଼ା ଓ ଶିକ୍ଷା କ୍ଷେତ୍ରରେ ଶ୍ରୀ ବାଘ ସାର୍ ଙ୍କ ଉତ୍ସର୍ଗୀକୃତ ସେବା ଓ ଅବଦାନ ଆଗାମୀ ଶିକ୍ଷକ ଓ ଖେଳାଳି ଙ୍କ ପାଈଁ ଉଦାହରଣ ସୃଷ୍ଟି କରିବ ବୋଲି କ୍ରୀଡାବିତ୍ ଗୋରେଖ୍ ନାଥ ସାହୁ, ଚିତ୍ତ ରଞ୍ଜନ ତରାସିଆ, ଜୟ ପ୍ରକାଶ ନାରାୟଣ ସାହୁ, ଗୌରିଶ୍ୟlମ ପଣ୍ଡା, ପୁରୁଷୋତ୍ତମ ପାଣିଗ୍ରାହୀ ଓ ପୀୟୂଷ ପଣ୍ଡା ପ୍ରମୁଖ ମତ ରଖି ଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like