-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

୫ଦଫା ଦାବୀ ପୂରଣ ନେଇ ଶିକ୍ଷକ ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବୀପତ୍ର

14-Aug-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଓଡ଼ିଶା ପ୍ରାଥମିକ ଶିକ୍ଷକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ତରଫରୁ ସଭାପତି ଶଶାଙ୍କ ଶେଖର ପଣ୍ଡାଙ୍କ ନେତୃତ୍ୱରେ ଶିକ୍ଷକ/ଶିକ୍ଷୟତ୍ରୀ ମାନେ ୫ଦଫା ଦାବୀ ପୂରଣ ନେଇ ସ୍ଥାନୀୟ ଗୋଷ୍ଟି ଶିକ୍ଷା ଅଧିକାରୀଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।ସେମାନେ ଦାବୀପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଦେଶର ୨୨ଟି ରାଜ୍ୟରେ ପ୍ରାଥମିକ ଶିକ୍ଷକଙ୍କୁ ୪୨୦୦ଗ୍ରେଡ ପେ ବା ବେତନ ଲେବୁଲ ଏନ ଅନୁଯାୟୀ ୩୫,୪୦୦ଟଙ୍କା ପ୍ରଦାନ କରାଯାଉଥିବା ବେଳେ ଓଡ଼ିଶାରେ ମଧ୍ୟ ଲେବୁଲ୍ ଭି-ଏ କାର୍ଯ୍ୟରତ ଶିକ୍ଷକଙ୍କୁ ମୂଳ ବେତନ ସହ ଦିଆଯାଉ ।ବିଦ୍ୟାଳୟ ମାନଙ୍କରେ ଠିକା ନିଯୁକ୍ତି ବନ୍ଦ କରି କାର୍ଯ୍ୟରତ ଶିକ୍ଷକଙ୍କୁ ନିୟମିତ କରାଯାଉ । ୨୦୦୧ମସିହାରୁ କାର୍ଯ୍ୟରତ ଶିକ୍ଷା ସହାୟକଙ୍କ ୬/୮ବର୍ଷର ଠିକା କାର୍ଯ୍ୟକାଳକୁ ମୂଳ ଚାକିରୀରେ ଗଣନା କରି ନ୍ୟାସନାଲ ଇନକ୍ରୀମେଣ୍ଟ ପ୍ରଦାନ କରାଯାଉ।ବିଦ୍ୟାଳୟ ମାନଙ୍କରେ ଆବଶ୍ୟକୀୟ ଭିତ୍ତିଭୂମି ସଜାଡ଼ିବା ସହିତ ପ୍ରତ୍ୟେକ ଶିକ୍ଷକଙ୍କୁ ଆବଶ୍ୟକୀୟ ଉପକରଣ ନ ଯୋଗାଇବା ପର୍ଯ୍ୟନ୍ତ ୟୁଏସ ଲାଗୁ କରାଯାଉ । ଶିକ୍ଷକଙ୍କୁ ସ୍ବାସ୍ଥ୍ୟ କାର୍ଡ ପ୍ରଦାନ ଓ ବୀମା କାର୍ଡରେ ଅନ୍ତର୍ଭୁକ୍ତ କରାଯାଉ ।ଆଦି ପ୍ରମୁଖ ଦାବୀ ନେଇ ଜିଲ୍ଲା ସଭାପତି ଶ୍ରୀ ପଣ୍ଡାଙ୍କ ନେତୃତ୍ୱରେ ଶିକ୍ଷକ ନେତା ଶିବ ରଣା,ଅନନ୍ତ ପଣ୍ଡା,ନାରାୟଣ ପ୍ରସାଦ ପାଢ଼ୀ,ହିମାଂଶୁ ପଣ୍ଡା,ବିଶ୍ଵ ରଞ୍ଜନ ସାହୁ,ବିନୋଦ ମିଶ୍ର,ତ୍ରିଲୋଚନ ହୋତା,ପ୍ରେମାନନ୍ଦ ଦାସ,ଚିରଞ୍ଜିବୀ ତ୍ରିପାଠୀ,ବିଜୟ ସାହୁ,ଶିବ ନାରାୟଣ ପୁଝାରୀ,ଅନ୍ତର୍ଯ୍ୟାମୀ ଧର,ବିବେକାନନ୍ଦ ନାୟକ,କମଳା ମେହେର,ଗୀତା ସାହୁ,ମାତା ମଲ୍ଲିକ ପ୍ରମୁଖଙ୍କ ସହ ଶତାଧିକ ଶିକ୍ଷକ/ଶିକ୍ଷୟତ୍ରୀ ମାନେ ବିଭିନ୍ନ ସ୍ଲୋଗାନ ଦେଇ ଏକ ଶୋଭାଯାତ୍ରାରେ ବିଇଓ କାର୍ଯ୍ୟାଳୟକୁ ପହଞ୍ଚି ଦାବିପତ୍ର ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like