-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||     

HOME   ଜିଲ୍ଲା

ଓରକେଲ ପୋଲିସ ଦ୍ୱାରା ୮ କିଲୋ ଗଂଜେଇ ଜବତ

14-Aug-2025



ମାଲକାନଗିରି ଜିଲ୍ଲା ଓରକେଲ ପୋଲିସ ୮ କିଲୋ ଗଂଜେଇ ସମେତ ୨ ଟି ବାଇକ ଏବଂ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନାନୁଯାୟୀ ଓରକେଲ ଥାନା ଏସଆଇ ମନୋହର ସାହୁ ଙ୍କ ନେତୃତ୍ୱରେ ଏକ ଟିମ ମଙ୍ଗଳବାର ଦିନ ୩ଟା ସମୟରେ ବାଲିମେଳା ଛକ ନିକଟରେ ପାଟ୍ରୋଲିଂ କରୁଥିବା ସମୟରେ ୨ ଟି ବାଇକ ଚିତ୍ରକୋଣ୍ଡା ରାସ୍ତା ପଟୁ ଆସୁଥିବା ଦେଖି ଅଟକାଇଥିଲେ। ଉଭୟ ବାଇକରେ ୩ ଜଣ ରହିବା ସହ ବସ୍ତାରେ କିଛି ସାମଗ୍ରୀ ନେଉଥିବା ଦେଖିଥିଲେ। ଏସଆଇ ଶ୍ରୀ ସାହୁ ଉଭୟ ଙ୍କୁ ବସ୍ତାରେ କଣ ଥିବା ପଚାରିବାରୁ ୨ ଚାଳକ ଙ୍କ କଥାରେ ମେଳ ଖାଇ ନଥିଲା। ଏହାଦେଖି ସଙ୍ଗେ ସଙ୍ଗେ ବସ୍ତା ଗୁଡିକୁ ଯାଞ୍ଚ କରିବାରୁ ତନ୍ମଧ୍ୟରେ ଗଞ୍ଜେଇ ଥିବା ଦେଖିଥିଲେ। ପରେ ଓରକେଲ ଥାନା କୁ ଆଣି ଓଜନ କରିବା ପରେ ୮ କିଲୋ ଗଂଜେଇ ଥିବା ଜାଣିବାକୁ ପାଇଥିଲେ। ସେମାନେ ଏହି ଗଂଜେଇ କୁ ଚିତ୍ରକୋଣ୍ଡା ଅଞ୍ଚଳରୁ ନିଜ ଗ୍ରାମ ଏମଭି-୭୯ ଅଞ୍ଚଳ କୁ ଚାଲାଣ କରୁଥିବା ତଦନ୍ତକାରୀ ଅଧିକାରୀ ମିଲନ ବରୀହା କହିଛନ୍ତି।  ୩ ଚାଲାଣକାରୀଙ୍କ ମଧ୍ୟରୁ ବିପ୍ରଜିତ ପାଲ(୩୦) ଏବଂ ସମର ମଣ୍ଡଳ(୩୭) ଙ୍କ ଘର ଏମଭି-୭୯ ହୋଇଥିବା ବେଳେ ରଣଜିତ ରାଓ(୩୭) କାଲିମେଳା ଅଂଚଳର ବୋଲି ପୋଲିସ ସୂଚନା ଦେଇଛି। ଏମାନଙ୍କ ଠାରୁ ୨ଟି ବାଇକ ଜବତ କରିବା ସହ ଆଜି କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ଧୀରେନ ପଟ୍ଟନାୟକ ସୂଚନା ଦେଇଛନ୍ତି।

(ରିପୋର୍ଟ: ସନ୍ତୋଷ ପଣ୍ଡା)


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026

You Might Also Like