-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମାଲକାନଗିରିରେ ଘରେ ଘରେ ତ୍ରିରଙ୍ଗା ଉତ୍ସବ ପାଳିତ

14-Aug-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ୭୯ତମ ସ୍ଵାଧୀନତା ଦିବସ ପାଳନ ପୂର୍ବରୁ ଆଜି ମାଲକାନଗିରି ଜିଲ୍ଲା ପ୍ରଶାସନ ତରଫରୁ ଘରେ ଘରେ ତ୍ରିରଙ୍ଗା ଉତ୍ସବ ପାଳନ କରାଯାଇଛି ।ଏହି ଅବସରରେ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ବସ୍ ଷ୍ଟାଣ୍ଡ  ଠାରୁ ସଂସ୍କୃତି ଭବନ ପର୍ଯ୍ୟନ୍ତ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା ଉତ୍ସବ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟଙ୍କ ପ୍ରତ୍ୟକ୍ଷ  ତତ୍ତ୍ଵାବଧାନରେ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ  ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି କହିଲେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆମ ସମସ୍ତଙ୍କୁ ଦେଶ ପ୍ରେମ ସୂତ୍ରରେ ବାନ୍ଧିବାରେ ସଫଳ ହେଉଛି । ଜାତୀୟ ପତାକା ଦେଶ ବାସୀଙ୍କ ପାଇଁ ସମ୍ମାନ ଓ ଗୌରବ ବହନ କରିଥାଏ। ଏହା ହେଉଛି ଆମ ଦେଶର ପ୍ରତୀକ । ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୂକସାକ୍ଷୀ, ଏହା ମଧ୍ୟ ରାଷ୍ଟ୍ରୀୟ ଏକତା, ସହିଷ୍ଣୁତା ଓ ବନ୍ଧୁତାର ପ୍ରତୀକ ଅଟେ।
ଜାତି, ଧର୍ମ ନିର୍ବିଶେଷରେ ସବୁ ଭାରତୀୟ ତ୍ରିରଙ୍ଗା ତଳେ, ଯେତେବେଳେ ଏକଜୁଟ ହେବେ ସେତେବେଳେ କୌଣସି ଶକ୍ତି ଆମ ବିରୋଧରେ ସଫଳ ହେବେ ନାହିଁ। ତ୍ରିରଙ୍ଗାର ତିନି ରଙ୍ଗ ଆମକୁ ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଆଦର୍ଶରେ ଅନୁପ୍ରାଣିତ କରିଥାଏ। ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୂକ ସାକ୍ଷୀ।
ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁ, ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଉପ ଜିଲ୍ଲାପାଳ ଅଶ୍ନି ଏ ଏଲ୍, ପିଏ ଆଇଟିଡିଏ ହଳଧର ଶବର, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, ପୌର ପରିଷଦ ନିର୍ବାହୀ ଅଧିକାରୀ ରାଜୀବ ଲୋଚନ ନାୟକ  ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲା ସଂସ୍କୃତି ଅଧିକାରୀ ସନ୍ତ୍ରାସ ନାରାୟଣ ପଣ୍ଡା ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ୧୦୦ ମିଟର ଲମ୍ବର ତ୍ରିରଙ୍ଗା ପତାକା ଧରି ପଦଯାତ୍ରା କରାଯାଇଥିଲା । ସଂସ୍କୃତି ଭବନ ଠାରେ ଦେଶାତ୍ମବୋଧକ ନୃତ୍ୟ ଓ ସଙ୍ଗୀତ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଲୋକ ପ୍ରତିନିଧି, ଛାତ୍ରଛାତ୍ରୀ, ଜିଲ୍ଲାସ୍ତରୀୟ ଅଧିକାରୀ, ବିଏସଏଫ୍ ଯବାନ ,ପୋଲିସ କର୍ମଚାରୀ, ସ୍ଥାନୀୟ ଜନସାଧାରଣ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like