-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ରକ୍ତଦାନ କରି ଅନ୍ୟକୁ ସାହାଯ୍ୟ କରିବା ହେଉଛି ପ୍ରକୃତ ମାନବିକତା

14-Aug-2025



ବଲାଙ୍ଗୀର (ଦେବାଶିଷ ବହିଦାର):  ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିର ଠାରେ ଜିଲ୍ଲା ଯୁବ ରେଡ୍ କ୍ରସ୍ ର କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି | ଏଥିରେ ଜିଲ୍ଲାରୁ  ସମସ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ସଂଯୋଜକ ଯୋଗଦାନ କରିଥିଲେ | ଏଥିରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ ଯୋଗ ଦେଇ ମଦର୍ ଟେରେସାଙ୍କ ଉକ୍ତି ଯୋଡ଼ ହସ୍ତ ଅନ୍ୟକୁ ସାହାଯ୍ୟ କରିବାରେ ଯଦି ନିୟୋଜିତ ହୁଏ ତେବେ ପ୍ରାର୍ଥନା କରିବା ଠାରୁ ସହସ୍ର

ଗୁଣ ମହାନ୍ ବୋଲି କହିଥିଲେ | ସେଥିପାଇଁ ପରର ମଙ୍ଗଳ କରିବା ଜଣେ ବ୍ୟକ୍ତି ପାଇଁ ଶ୍ରେଷ୍ଠ କାର୍ଯ୍ୟ | ସାମାଜିକ କର୍ମୀ ଓ ବୁଦ୍ଧିଜୀବୀ ବିଷ୍ଣୁପଦ କେଡ଼ିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ | ପ୍ରଥମେ ରେଡ଼କ୍ରସ ପ୍ରତିଷ୍ଠାତା ହେନେରି ଡୁରାଣ୍ଟ ଙ୍କ ଫଟୋ ପୂଜନ ପରେ ଛାତ୍ରୀଙ୍କ ଦ୍ଵାରା ପ୍ରାରମ୍ଭିକ ସଙ୍ଗୀତ ଗାନ କରାଯାଇଥିଲା | ନୋଡାଲ କଲେଜର ଆବାହକ ବନ୍ଦନା ବାର୍ ଅତିଥି ପରିଚୟ ଓ ସୂଚନା ଦେଇଥିବାବେଳେ ଜିଲ୍ଲା ସଂଯୋଜକ ଡ଼. ଦଇତାରି ପୂଜାରୀ ବାର୍ଷିକ ବିବରଣୀ ପଠନ କରିଥିଲେ | ଦ୍ଵିତୀୟ ଅଧିବେଶନରେ ବାର୍ଷିକ ଖସଡ଼ା ପ୍ରସ୍ତୁତ କରିବା ସହ କିଭଳି ସୁଚାରୁ ଭାବେ ନୂତନ ରେଡ୍ କ୍ରସ୍ ଗଠନ ହେବ ଗୁରୁତ୍ୱାରୋପ କରିଥିଲେ | ରାଜେନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିର, ଡି ଏ ଭି କଲେଜ ଟିଟିଲାଗଡ, ପି ଏସ କଲେଜ,ବେଲ୍ ପଡ଼ା, ପି ଏସ କଲେଜ ଦେଓଗାଁ ୨୫-୨୬ ଶିକ୍ଷା ବର୍ଷରେ ଶିବିର କରିବା ପାଇଁ ପ୍ରସ୍ତାବ ରଖିଥିଲେ | ଆଗାମୀ

ସମୟରେ ସମସ୍ତ ଶିକ୍ଷାନୁଷ୍ଠାନ ଗୁଡିକରେ କିଭଳି ରେଡ୍ ରିବନ୍ କ୍ଲବ ଗଠନ ହେବ ଗୁରୁତ୍ଵ ଦେବାକୁ ପରାମର୍ଶ ଦେଇଥିଲେ | ଗତ ବର୍ଷ ରେ ସଫଳତାର ସହ ଜିଲ୍ଲା ଯୁବ ରେଡକ୍ରସ ଶିବିର ଆୟୋଜନ କରୁଥିବାରୁ ସରକାରୀ ମହିଳା ମହାବିଦ୍ୟାଳୟ ବଲାଙ୍ଗିର ଓ କେ. ଭି, ମହାବିଦ୍ୟାଳୟ, କଣ୍ଟାବାଞ୍ଜିକୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା | ଅଧ୍ୟକ୍ଷ ଡ଼.କୌତୁକ ପନ୍ଦର ନିଜର ସଭାପତିତ୍ବ ଅଭିଭାଷଣରେ ରେଡକ୍ରସ ପ୍ରତିଷ୍ଠାତାଙ୍କ ବିଶ୍ଵ ବ୍ୟାପୀ ପ୍ରଭାବକୁ ବଖାଣି ଉଚ୍ଚାରଣ ଓ ଆଚରଣରେ ତାଙ୍କ ପଥ ଅନୁସରଣ କଲେ ତାଙ୍କ ପ୍ରତି ଉଚିତ୍ ଶ୍ରଦ୍ଧାଞ୍ଜଳି ହେବ ବୋଲି କହିଥିଲେ | ଶେଷରେ   ସଂଯୋଜକ ଅଧ୍ୟାପକ ହୃଷୀକେଶ ଦାସ ଧନ୍ୟବାଦ୍ ଦେଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like