-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଉପ ମୂଖ୍ୟମନ୍ତ୍ରୀଙ୍କୁ ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ଦାବୀ ପତ୍ର ପ୍ରଦାନ

14-Aug-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
ଓଡ଼ିଶା ର ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡାଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ ବେଳେ ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କ ସ୍ଵାର୍ଥ ସମ୍ବଳିତ ୧୨ ଦଫା ଦାଵୀ ସମେତ ଦ୍ଵିତୀୟ ଶ୍ରୀକ୍ଷେତ୍ର ବା ଆଧ୍ୟାତ୍ମିକ ଜିଲ୍ଲା ସୁବର୍ଣ୍ଣପୁରକୁ ସଂଯୋଗ ଲାଗି ଜିଲ୍ଲାର ଭକ୍ତଙ୍କ ରହଣୀ ସୁବିଧା ପାଇଁ ପୁରୀ ଶ୍ରୀକ୍ଷେତ୍ର ଠାରେ ଶହେ କୋଠରୀ ବିଶିଷ୍ଟ ଏକ ସ୍ବତନ୍ତ୍ର ଅତିଥି ଭବନ ନିର୍ମାଣର ଦାବୀ ପତ୍ର ପ୍ରଦାନ କଲେ ଓଡ଼ିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା କର୍ମକର୍ତ୍ତା । ଏହି ଅବସରରେ ସଂଘ ପକ୍ଷରୁ ସାମ୍ବାଦିକଙ୍କ ସାମାଜିକ, ପାରିବାରିକ, ବୃତ୍ତିଗତ କ୍ଷେତ୍ରରେ ସୁରକ୍ଷା ବିଲ୍, ସାମ୍ବାଦିକ ମାନଙ୍କ ପାଇଁ ପେନସନ ଲାଗୁ କରିବା, ୫ ଲକ୍ଷ ରୁ ୧୦ ଲକ୍ଷ ଟଙ୍କା ସ୍ଵାସ୍ଥ୍ୟ ଵୀମା ରାଶି ବୃଦ୍ଧି କରିବା, ମୃତ୍ୟୁ କାଳୀନ ସହାୟତା ରାଶିକୁ ୪ ଲକ୍ଷରୁ ୧୦ ଲକ୍ଷ ବୃଦ୍ଧି କରିବା, ଅବସର ଭତ୍ତା ପ୍ରଦାନ, ବ୍ୟାଙ୍କ ଋଣ ବ୍ୟବସ୍ଥା ଓ ଅଧିସ୍ବୀକୃତି ବିଧି ବ୍ୟବସ୍ଥା ନୀତିରେ ସରଳୀକରଣ ନୀୟମ ଲାଗୁ ତଥା ସାମ୍ବାଦିକ ମାନଙ୍କ ରହଣି ପାଇଁ ଭୂବନେଶ୍ଵର ରେ ଏକ ଶହେ କୋଠରୀ ବିଶିଷ୍ଟ ଗେଷ୍ଟ ହାଉସ ନିର୍ମାଣ କରିବା ପ୍ରମୁଖ ୧୨ ଦଫା ଦାବିପତ୍ର ପ୍ରଦାନ କରିଥିଲେ l ଏହି ସମୟରେ ରାଜ୍ୟ ସାଂଗଠନିକ ସମ୍ପାଦକ ଙ୍କ ସହ ସଂଘର ସୁବର୍ଣ୍ଣପୁର ଜିଲ୍ଲା କର୍ମକର୍ତା ଓ ସ୍ଥାନୀୟ ବିଭିନ୍ନ ଗଣ ମାଧ୍ୟମ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like