-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ସୋନପୁର ପୌର ପରିଷଦ ଗସ୍ତ ସହ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା

14-Aug-2025



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲାପାଳ ସୋନପୁର ପୌର ପରିଷଦ କାର୍ଯ୍ୟାଳୟ ଗସ୍ତ କରିବା ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏହି ଗସ୍ତ ସମୟରେ ପୌର ପରିଷଦର ଅଧ୍ୟକ୍ଷା ତାମସି ତାମସ୍ମିତା ନାୟକ, ନିର୍ବାହୀ ଅଧିକାରୀ ଋଷି ମାଝୀ, ଉପାଧ୍ୟକ୍ଷା ମଲ୍ଲିକା ଦାନୀ ଙ୍କ ସମେତ ସମସ୍ତ ପୌର ପରିଷଦ ସଦସ୍ୟ/ ସଦସ୍ୟା ଓ ପୂର୍ବତନ ନଗରପାଳ କାଇଁରୁ ସ୍ୱାଇଁଙ୍କ ସମେତ ବୁଦ୍ଧିଜୀବୀ ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଗସ୍ତ ସମୟରେ ସୋନପୁର ପୌର ପରିଷଦର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ତଥା ବସଷ୍ଟାଣ୍ଡ ନିର୍ମାଣ, ସହରର ଆଲୋକିକରଣ ସମ୍ବନ୍ଧୀୟ ସମସ୍ୟା, ସହରର ବୁଲା ଗାଈ ଗୋରୁ ଓ ବୁଲା କୁକୁର ସମ୍ବନ୍ଧୀୟ ଟ୍ରାଫିକ ସମସ୍ୟା,  ସୋନପୁର ମହାନଦୀ ଓ ତେଲ ନଦୀ ପାର୍ଶ୍ଵ ରିଙ୍ଗ ରୋଡ ସମ୍ପର୍କୀତ ସମସ୍ୟା, ସହରର ଆବର୍ଜନାର ସଫଳ ସ୍ଥାନାନ୍ତରଣ ଓ ସହରର ଅନ୍ୟ ସମସ୍ୟା ଗୁଡ଼ିକ ସମାଧାନ ଉପରେ ଅଧ୍ୟକ୍ଷା ଓ ଉପସ୍ଥିତ ପରିଷଦର ସଦସ୍ୟ/ ସଦସ୍ୟା, ବୁଦ୍ଧିଜୀବୀ ଓ ସାମ୍ବାଦିକ ମାନଙ୍କ ସହିତ ଜିଲ୍ଲାପାଳଙ୍କ ମଧ୍ୟରେ ଏକ ସଫଳ ଆଲୋଚନା ହୋଇଥିଲା । ଏହି ଅବସରରେ ଜିଲ୍ଲାପାଳ କହିଥିଲେ ଯେ ପୌର ପରିଷଦର ସମସ୍ୟା ଗୁଡିକର ସମାଧାନ ଓ ପ୍ରତିକାର ପାଇଁ ପାଣ୍ଠିର ନିହାତି ଆବଶ୍ୟକ ଅଟେ ତେଣୁ ପର୍ଯ୍ୟାୟ କ୍ରମେ ସରକାରୀ ପାଣ୍ଠି  କିମ୍ବା ପୌର ପରିଷଦର ନିଜସ୍ଵ ପାଣ୍ଠି ଉପଲବ୍ଧ ହେଲେ ସମସ୍ତ ସମସ୍ୟା ଗୁଡିକର ସମାଧାନ କରାଯିବ । ସେ ସୋନପୁର ପୌର ପରିଷଦର ଆଲୋଚିତ ସମସ୍ୟା ଗୁଡିକର ସମଧାନ ଓ ପ୍ରତିକାର ପାଇଁ ଆଗାମୀ ଦିନରେ ପୌର ପରିଷଦର ସମସ୍ତ ୱାର୍ଡ ଅଞ୍ଚଳ ଗସ୍ତ କରି କରିବେ ବୋଲି ପ୍ରକାଶ କରିଥିଲେ। ଏହି ଅବସରରେ ସ୍ୱଚ୍ଛତା ରଥ ରେ କାର୍ଯ୍ୟରତ ସ୍ୱଚ୍ଛ ସାଥି ଭଉଣୀ ମାନେ ତାଙ୍କ ସମସ୍ୟା ଜିଲ୍ଲାପାଳ ଙ୍କୁ ଗୁହାରୀ କରିଥିବା ବେଳେ ତୁରନ୍ତ ସମାଧାନ ପାଇଁ ନିର୍ବାହୀ ଅଧିକାରୀଙ୍କୁ ଜିଲ୍ଲାପାଳ କହିଥିଲେ ।  ପରିଷଦର ସଦସ୍ୟ / ସଦସ୍ୟା ମାନେ ପୌର ପରିଷଦର ଯନ୍ତ୍ରୀ, ଅଫିସ ସହାୟକ ଓ ଅନ୍ୟ କର୍ମଚାରୀ ଅଭାବ ଥିବା ବିଷୟ ଜିଲ୍ଲାପାଳଙ୍କ ଦୃଷ୍ଟିକୁ ଆଣି କର୍ମଚାରୀ ନିଯୁକ୍ତି କରାଇବାକୁ ଅନୁରୋଧ କରିଥିଲେ । କର୍ମଚାରୀ ନିଯୁକ୍ତି ନେଇ ସରକାରଙ୍କ ଦୃଷ୍ଟି  ଆକର୍ଷଣ  କରାଇବାକୁ ପଦକ୍ଷେପ  ନେବେ ବୋଲି ସମସ୍ତଙ୍କୁ ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like