-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ପାଟଣାଗଡ଼: ଉପଖଣ୍ଡସ୍ତରୀୟ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ

26-Jan-2021



ପାଟଣାଗଡ (ଗୋରେଖନାଥ ବରିହା) ଆଜି ସକାଳ ସମୟ ଘ ୮.୩୦ମି   ରେ ସ୍ଥାନୀୟ ରମେଇ ହାଇସ୍କୁଲ ଖେଳ ପଡିଆରେ  ଉପଖଣ୍ଡ ସ୍ତରୀୟ ୭୨ ତମ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ହୋଇଥିଲା! ଉକ୍ତ କାର୍ଯ୍ୟକ୍ରମରେ  ଉପଜିଲ୍ଲାପାଳ ସୋମନାଥ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପୋଲିସ ବାହିନୀର ଅଭିବାଦନ ଗ୍ରହଣ ପୂର୍ବକ ଉଦବୋଧନ ଦେଇଥିଲେ ।  ମୂଖ୍ୟ ଅତିଥି ଶ୍ରୀ ପ୍ରଧାନ ତାଙ୍କ ଅଭିଭାଷଣରେ ସ୍ବଚ୍ଛ କର୍ତ୍ତବ୍ୟ ଧର୍ମରେ ରୁପାନ୍ତରିତ ହୁଏ ତାହା ହିଁ ହେବ ଗଣତନ୍ତ୍ର ନିଜ ନିଜ କର୍ତ୍ତବ୍ୟକୁ ନିଜ ଇଚ୍ଛା ରେ ସୁଚାରୁରୂପେ ଏବଂ ଶ୍ରଦ୍ଧାର ସହିତ ବିଶ୍ଵାସ ରଖି ନିଷ୍କାମ କର୍ମ କରି  ସମସ୍ତକୁ ସାହସର ସହିତ କର୍ତ୍ତବ୍ୟ ସମ୍ପାଦନ କରିବା ପାଇଁ ଆଜିର ଦିନରେ ସେ ଆହ୍ୱାନ କରିଥିଲେ ।ଏହି ଅବସରରେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ କ୍ଷିରୋଦ୍ର ଚନ୍ଦ୍ର ସାହୁ, ପାଟଣାଗଡ ଉପଖଣ୍ଡ ଥାନା ଅଧିକାରୀ ସୁରେଶ କୁମାର ନାଏକ, ତହସିଲଦାର ପୁଷ୍ପାଞ୍ଜଳି ପଣ୍ଡା,  ଆଇଆଇସି କେ ପ୍ରିୟଙ୍କା ରାଉତରାୟ, ଉପଖଣ୍ଡ ସୂଚନl ଓ ଲୋକ ସମ୍ପର୍କ  ଅଧିକାରୀ ରିତା ବଳିୟାର ସିଂ ଉପସ୍ଥିତ ଥିଲେ ! ପାଟଣାଗଡ ଥାନା ଅଧିକାରୀ  ପ୍ରିୟଙ୍କା ରାଉତ ରାୟ , ଏସ୍ ଆଇ ବିଦେଶୀ ପ୍ରଧାନଙ୍କ ସମେତ ଷ୍ଟାଫ,    ପାଟଣାଗଡ ପୌର ପରିଷଦ ଇ. ଓ  ସୁକାନ୍ତ ଚନ୍ଦ୍ର ବେହେରା,  ଉପଖଣ୍ଡ ଚିକିତ୍ସାଧିକାରୀ ଡଃ ବାଶ୍ଚପତି ଦାସ,  ମ୍ୟାନେଜର ଘନଶ୍ୟାମ ତ୍ରିପାଠୀ, ସହକାରୀ ଯୋଗାଣ ଅଧିକାରୀ ମାୟାଧର ସାହୁ, ସବ୍ ରେଜିଷ୍ଟ୍ରାର ବନବିହାରୀ ହରିପାଳଙ୍କ ସମେତ ଅନ୍ୟାନ୍ୟ ଉପଖଣ୍ଡସ୍ତରୀୟ ତଥା ବ୍ଳକ କର୍ମଚାରୀ, ପୂର୍ବତନ ନଗରପାଳ ସୁନିଲ୍ କୁମାର ଗୋଏଲ, ଘନଶ୍ୟାମ ଅଗ୍ରୱାଲ , ସରୋଜ କୁମାର ଖମାରୀ, ଲିଙ୍ଗରାଜ ଚିନ୍ଦା, ବିରଞ୍ଚି ନାରାୟଣ କୁଅଁର , ନରୋତ୍ତମ ସାହୁ, ପଞ୍ଚାନନ ସାହୁ, ପାଟଣାଗଡ ଉପଖଣ୍ଡ ସ୍ତରୀୟ ସାମ୍ବାଦିକ ମାନେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ !  ସେହିପରି ପାଟଣାଗଡ଼ ଉପଖଣ୍ଡର ବିଭିନ୍ନ ସରକାରୀ ଓ ବେସରକାରୀ ତଥା ତହସିଲ,  ଡାକ୍ତର ଖାନା ସ୍କୁଲ,କଲେଜ , ପଞ୍ଚାୟତ ସମିତି,  ଥାନା, ଗ୍ରାମ ପଞ୍ଚାୟତ ସାମାଜିକ ଅନୁଷ୍ଠାନ, କ୍ଳବ ଆଦି  କାର୍ଯଳୟ ଗୁଡିକରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like