-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକରେ ଘରେ ଘରେ ତ୍ରୀରଙ୍ଗା ଓ ସ୍ଵଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ।

14-Aug-2025



କଣ୍ଟାମାଳ (ଜୟ କୁମାର ମହାରଣା)
ସାରା ଭାରତର କୋଣ ଅନୁକୋଣରେ ଅଗଷ୍ଟ ୮ ରୁ ୧୪ ତାରିଖ ପର୍ଯ୍ୟନ୍ତ ଘରେ ଘରେ ତ୍ରୀରଙ୍ଗା ଓ ଘରେଘରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଚାଲୁ ରହିଛି। ଏହି କ୍ରମରେ ଓଡ଼ିଶା ସରକାରଙ୍କ ଅନୁରୋଧ କ୍ରମେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ୍ ବିଜେପି ପକ୍ଷରୁ  କଣ୍ଟାମାଳ ଠାରେ ବିଧାୟକ କହ୍ନେଇ ଚରଣ ଡାଙ୍ଗ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଘରେ ଘରେ ତ୍ରିରଙ୍ଗା ଓ ଘରେଘରେ ସ୍ଵଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଣ୍ଟାମାଳ ବ୍ଲକ କାର୍ଯ୍ୟାଳୟ ରୁ ହାତରେ ତ୍ରିରଙ୍ଗା ପତାକା ଧରି ଶହ ଶହ ସଂଖ୍ୟାରେ ମହିଳା ଓ ପୁରୁଷ ମାନେ ଏକ ବିରାଟ ଶୋଭାଯାତ୍ରା ରେ ବାହାରି ମେଡିକାଲ ଛକ ହାଟପଦା ଛକ, ସତସଙ୍ଗ ବିହାର, ବ୍ୟାଙ୍କ ଛକ ବସଷ୍ଟାଣ୍ଡ ହୋଇ ପୁନଃ ବ୍ଲକଛକ ପର୍ଯ୍ୟନ୍ତ ଆସିଥିଲେ   l  ଏହି ଶୋଭାଯାତ୍ରାରେ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ, ୨ନମ୍ବର ଜୋନ ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ପଦ୍ମାଳୟା ପ୍ରଧାନ,ଜିଲ୍ଲାପରିଷଦ ସଭ୍ୟ ଇଂ.ରାକେଶ ତ୍ରିପାଠୀ,ବିଡ଼ିଓ ସାମି ରେଡି ଜୟଶ୍ରୀ, ତହସିଲଦାର ଶ୍ୱେତପଦ୍ମା ଯୋଶୀ, ଅତିରିକ୍ତ ତହସିଲଦାର ଧନଞ୍ଜୟ ସାହୁ,ବିଆରସି ଅର୍ଜୁନ ଦାସ, କଣ୍ଟାମାଳ ମଣ୍ଡଳ ବିଜେପିର ପୂର୍ବତନ ସଭାପତି ଅନିଲ ପ୍ରଧାନ,ପିନାକଧର ରଣା, ନିରଞ୍ଜନ କର୍ଣ୍ଣ,ଆଦିବାସୀ ନେତା ଡମ୍ବରୁଧର କହଁର, ମଣ୍ଡଳ ସଭାପତି ଗୋପୀନାଥ କହଁର,ଯୁବନେତା ଓମପ୍ରକାଶ ମିଶ୍ର, ନାରାୟଣ କର୍ମୀ,କେଦାରନାଥ ସାହୁ,ଶିତିକଣ୍ଠ ମିଶ୍ର, ଜିଲ୍ଲା ଉପସଭାପତି ଚିଉରଞ୍ଜନ ପାତ୍ର, ଜିଲ୍ଲା ଯୁବମୋର୍ଚା ସଭାପତି ଅଟଳ ପ୍ରଧାନ,ଯୁବମଣ୍ଡଳ ସଭାପତି ଋଷି ରଣା,  ଋଣ୍ଡିମହୁଲ ସରପଞ୍ଚ ପଞ୍ଚାନନ ସାହୁ,ଖମନମୁଣ୍ଡା ସରପଞ୍ଚ ଅଳକା ପ୍ରଧାନ,ବିଜେପି ମହିଳା ମୋର୍ଚ୍ଚାର ସଦସ୍ୟା ସମେତ ଶତାଧିକ ବିଜେପି କର୍ମି ସାମିଲ ହୋଇ ତ୍ରିରଙ୍ଗା ଶୋଭାଯାତ୍ରାରେ ଘରେ ଘରେ ତ୍ରିରଙ୍ଗା , ଘରେ ଘରେ ସ୍ଵଚ୍ଛତା ନାରାରେ ନଗର ପରିକ୍ରମା କରିଥିଲେ  l   ରାଲିରେ  ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ଓ ନିର୍ବାଚିତ ପ୍ରତିନିଧି, ଅଙ୍ଗନୱାଡି କର୍ମୀ,ଆଶାକର୍ମୀ, ସ୍ୱୟଂ ସହାୟିକା ମହିଳା ଗୋଷ୍ଠି,ଏମବିକେ,କେବିକେ, ସିଆରପି, ସମେତ ବହୁ ସଂଖ୍ୟାରେ ବିଜେପି କର୍ମୀ ସାମିଲଥିଲେ   l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like