-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ମାୟା ବର୍ହା ଗ୍ରାମରେ ହର ଘର ତ୍ରିରଙ୍ଗା : ୫୦୦ ଫୁଟ ଦୀର୍ଘ ଜାତୀୟ ପତାକା କୁ ଗ୍ରାମରେ ପରିକ୍ରମା କରାଗଲା

14-Aug-2025



ଡୁଙ୍ଗୁରିପାଲି, ତା ୧୪/୮: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟ ମାୟାବର୍ହ୍। ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ପ୍ରତ୍ୟକ୍ଷ ତତ୍ୱବଧାନ ତଥା ପରିଚାଳନା କମିଟି, ମୋ ସ୍କୁଲ ଅଭିଯାନ କମିଟିର ସଦଶ୍ୟବୃନ୍ଦ, ସ୍ଵଂୟ ସହାୟକ ଗୋଷ୍ଠୀ ତଥା ଗ୍ରାମବାସୀଙ୍କ ସକ୍ରିୟ ସହଯୋଗ କ୍ରମେ ବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀ, ଗ୍ରାମବାସୀଙ୍କ ସହ ୫୦୦ ଫୁଟ ଲମ୍ବର ଜାତୀୟ ତ୍ରିରଙ୍ଗା ପତାକା ଶୋଭାଯାତ୍ରା ଆୟୋଜିତ ହୋଇଯାଇଛି।    ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଖେଳ ଶିକ୍ଷକ ଚିନ୍ମୟ ଦାସ, ରାଜୁ ମେହେର, ନନ୍ଦିଘୋଷ ବାରିକ, ସଞ୍ଜୀବ କୁମାର ପୂଜାରୀ ଶୋଭାଯାତ୍ରାକୁ ପରିଚାଳନା  କରିଥିଲେ। କାର୍ଯ୍ୟକ୍ରମକୁ ପ୍ରାଥମିକ କୃଷି ସମବାୟ ସମିତିର ସଭାପତି ରାଧାକାନ୍ତ ଯୁଆଡି ପତାକା ପ୍ରଦର୍ଶନ କରି ଶୋଭାଯାତ୍ରା ର ଶୁଭାରମ୍ଭ କରିଥିଲେ।

ଆଜିକାର ଏହି ଶୋଭାଯାତ୍ରାରେ ଗ୍ରାମର ମାନ୍ୟଗଣ୍ୟ ବ୍ୟକ୍ତି ଶାନ୍ତନୁ ପ୍ରଧାନ, ବ୍ରଜବନ୍ଧୁ ନାୟକ,ପରିଚାଳନା କମିଟି ସଦସ୍ୟ ଭକ୍ତ ଭୋଇ, ବେଣୁଧର ଚୌଧୁରୀ, ସମ୍ପଦ ଖମାରୀ, ତପସ୍ଵିନୀ ଦାସ,କୃଷ୍ଣଚନ୍ଦ୍ର ବୁଦ୍ଧିଆ, ମା ତାରିଣୀ ସ୍ୱାହଂସହାୟକ୍ ଗୋଷ୍ଠୀ ଓ ଅନ୍ୟସ୍ଵୟଂସହାୟକ୍ ଗୋଷ୍ଠୀ  ର  ସଦସ୍ୟାବୃନ୍ଦ, ବିଦ୍ୟାଳୟର ଆଲୁମିନୀ ସଦସ୍ୟ, ଯୁବକ ସଂଘର ସଦସ୍ୟ ବୃନ୍ଦ ବିରାଟ ଶୋଭାଯାତ୍ରାରେ ଭାଗନେଇଥିଲେ।
 ସପ୍ତାହ ବ୍ୟାପି ଚାଲିଥିବା ହର ଘର ତ୍ରିରଙ୍ଗା ଅବସରରେ ପ୍ରତିଦିନ ଛାତ୍ର ଛାତ୍ରୀ ମାନେ ବିଭିନ୍ନ ପ୍ରତିଯୋଗିତା ରେ ଭାଗ ନେଇଥିଲେ। କାର୍ଯ୍ୟକ୍ରମକୁ କିରଣ କୁମାର ପଟେଲ, ସ୍ନିଗ୍ଧା ପ୍ରଧାନ, ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ , ସମୀର କାଠର ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like