-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ରେ ୭୯ ତମ ସ୍ବାଧିନତା ଦିବସ ଓ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ ।

15-Aug-2025



ପଦ୍ମପୁର  (ପ୍ରେରଣା ଖବର)
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ରେ ୭୯ ତମ ସ୍ବାଧିନତା ଦିବସ ଓ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ଶିଶୁ ମନ୍ଦିର ପରିସରରେ ସମ୍ପାଦକ ଜନକଲାଲ ମେହେର ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ୍ ରେ ଅଭିଭାଦନ ଗ୍ରହଣ କରି ମାର୍ଗ ଦର୍ଶନ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଭୋଇ ଅତିଥି ପରିଚୟ ଓ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ। ସୁକାନ୍ତ କିଶୋର ସାହୁ କାର୍ଯ୍ୟକ୍ରମ ର ସଂଯୋଜନା କରିଥିଲେ।ଦିବା ପର୍ଯ୍ୟାୟ ପ୍ରମୁଖ ମୁଦିରଥ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟା ମନ୍ଦିର ପରିସରରେ ଉପ ସଭାପତି ଗୋପାଳ କୃଷ୍ଣ ମିଶ୍ର ପତାକା ଉତ୍ତୋଳନ କରି ପ୍ୟାରେଡ୍ ରେ ଅଭିଭାଦନ ଗ୍ରହଣ କରିଥିଲେ। ବିଦ୍ୟା ମନ୍ଦିର ପ୍ରମୁଖ ଦେବରାଜ ଡନସନା ଅତିଥି ପରିଚୟ ଓ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ।  ସୁଷମା ବିଶ୍ଵାଲ କାର୍ଯ୍ୟକ୍ରମ ର ସଂଯୋଜନା କରିଥିବା ବେଳେ କଲ୍ୟାଣୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।ସବଡିବିଜନାଲ ସ୍ତରରେ ବିଭିନ୍ନ ପ୍ରତିଯୋଗୀତାରେ ଶିଶୁ ବିଦ୍ୟାମନ୍ଦିର ର ୩୩ ଜଣ, ଚମ୍ପିୟାନ  ଦୁଇ ଜଣ ଓ ଏନ୍ଆରଟିସ ପରୀକ୍ଷାରେ ଦିପଶିଖା ଗଡତିଆ ଓ ବିଗତ ଦଶମ ଶ୍ରେଣୀର ସର୍ବୋଚ୍ଚ ଅଙ୍କ ଗଜିନ୍ଦ୍ର ମହାରଣା  ପୁରସ୍କୃତ ହୋଇଥିଲେ ଓ ମିଳିତ ପ୍ୟାରେଡରେ  ଜୁନିଅର ରେଡକ୍ରସ ଦଳ, ସିନିୟର୍ ଭାଇ ଦଳ ଓ ସବ୍ ଜୁନିଅର  ଭାଇ ଦଳ ବିଜୟୀ ହୋଇ  ଟ୍ରଫି ଗ୍ରହଣ କରିଥିଲେ।ଏହି ଅବସରରେ ଶିଶୁ ବାଟିକା ବିଭାଗର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳନ କରାଯାଇଥିଲା ।ଶିଶୁ ଭାଇ ଭଉଣୀ ମାନେ ରାଧା,କୃଷ୍ଣ ବେଶରେ ସଜ୍ଜିତ ହୋଇ ଆସିଥିଲେ । ପ୍ରଥମେ ରାଧାକୃଷ୍ଣ ଙ୍କ ପୂଜା କରାଯାଇଥିଲା ମୁଦିରଥ ପଣ୍ଡା ପୂଜକ ଦାୟିତ୍ୱ ତୁଲାଇଥିଲେ । ସମ୍ପାଦକ  ଜନକଲାଲ ମେହେର , ଜିଲ୍ଲା ସଂଘ ଚାଲକ  ରୋହିତ କୁମାର ମେହେର , ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଭୋଇ ପ୍ରମୁଖ ପୂଜାରେ କର୍ତ୍ତା ହୋଇଥିଲେ ।ଶ୍ରୀକୃଷ୍ଣ ଙ୍କ ପୂଜା ପରେ ପରେ ବେଶଧାରୀ ଶିଶୁ ମାନଙ୍କ ପୂଜନ କରାଯାଇଥିଲା ଶ୍ରୀକୃଷ୍ଣ ଙ୍କ ଭଜନ ଓ ଧୂନ ର ତାଳେ ତାଳେ ଦୋଳି ଝୁଳଣ କରି ଭଗବାନ ଶ୍ରୀକୃଷ୍ଣ ଙ୍କ ଫଟୋ ବଣ୍ଟାଯାଇ ଥିଲା । ଏଥିରେ ମାତୃଭାରତୀ ର ସଦସ୍ୟା ମାନେ ସହଯୋଗ କରିଥିବା ବେଳେ ୧୧୦ ଜଣ ବେଶଧାରୀ ଶିଶୁ ମାନେ ରାଧାକୃଷ୍ଣ ବେଶରେ ସଜ୍ଜିତ ହୋଇ ଓ ଶତାଧିକ ଅଭିଭାବକ ଅଭିଭାବିକା ଯୋଗଦାନ କରିଥିଲେ। ପ୍ରାତଃ ପର୍ଯ୍ୟାୟ ପ୍ରମୁଖ ସୁଜାତା ତ୍ରିପାଠୀ ସୁଚନା ପ୍ରଦାନ କରିଥିଲେ।ସମସ୍ତ ଗୁରୁଜୀ ଗୁରୁମା  ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like