-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ରାଜ୍ୟ

ଦିଲ୍ଲୀ ଟ୍ରାକ୍ଟର ରାଲି ହିଂସା : ୧ମୃତ, ୧୯ ଆହତ

26-Jan-2021



ନୂଆଦିଲ୍ଲୀ (ପ୍ରେରଣା ଖବର) ରାଜଧାନୀ ଦିଲ୍ଲୀରେ କୃଷକଙ୍କ ଟ୍ରାକ୍ଟର ରାଲି ହିଂସକ ହେବାରୁ ପୋଲିସ ଓ ଚାଷୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ଫଳରେ ଟ୍ରାକ୍ଟର ଓଲଟିପଡିବାରୁ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ବେଳେ ବିଭିନ୍ନ ସ୍ଥାନରେ ପୋଲିସ ଓ  ଆନ୍ଦୋଳନକାରୀ ସଂଘର୍ଷରେ ୧୯ ଜଣ ଆହତ ହୋଇଛନ୍ତି। ଏଥିରେ ଜଣେ ପୋଲିସ କର୍ମଚାରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଜଟିଳ ଥିବା ଦିଲ୍ଲୀ ଲୋକନାୟକ ହସ୍ପିଟାଲ ସୂତ୍ରରୁ ଜଣାପଡିଛି।ମଙ୍ଗଳବାର ରାଜଧାନୀରେ ସାଧାରଣତନ୍ତ୍ର ଦିବସ ସମାରୋହ ସମାନ୍ତରାଳରେ ବିକ୍ଷୋଭକାରୀ ଚାଷୀ ଟ୍ରାକ୍ଟର ରାଲି ଆୟୋଜନ କରିଥିଲେ। ଏଥିରେ କୃଷକଙ୍କ ଏକ ସମୂହ ରାଲି କାର୍ଯ୍ୟସୂଚୀ ବାହାରେ ଶହଶହ ଟ୍ରାକ୍ଟର ରାଜଧାନୀକୁ ପ୍ରବେଶ କରାଇବା ସହ ଲାଲକିଲ୍ଲା ପର୍ଯ୍ୟନ୍ତ ପହଞ୍ଚିଥିଲେ। ଏଥିରେ ଚାଷୀଙ୍କୁ ସହରରେ ରୋକିବାକୁ ଦିଲ୍ଲୀ ପୋଲିସ ବିଭିନ୍ନ ସ୍ଥାନରେ କାର୍ଯ୍ୟାନୁଷ୍ଠାନ କରିଥିଲା। ଦିଲ୍ଲୀ ଆଇଟିଓରେ ପୋଲିସକୁ ଟାଳି ଦ୍ରୁତବେଗରେ ଚାଲିଯାଉଥିବା ଟ୍ରାକ୍ଟର ଓଲଟିପଡିବାରୁ ଏହାର ଚାଳକ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ। ଏହାକୁ ନେଇ ସେଠାରେ କିଛି ସମୟ ଲାଗି ଉତ୍ତେଜନାମୂଳକ ପରିସ୍ଥିତି ଉପୁଜିଥିଲା। ଏହା ଛଡା ସହରର ଭିନ୍ନ ଭିନ୍ନ ସ୍ଥାନରେ ପୋଲିସ ଓ ଚାଷୀଙ୍କ ମଧ୍ୟରେ ଧସ୍ତାଧସ୍ତି ବେଳେ  ମୋଟ ୧୯ ଜଣ ଆହତ ହୋଇଛନ୍ତି।ଆହତଙ୍କ ମଧ୍ୟରୁ ୬ ଜଣ ଚାଷୀ ରାମମନୋହର ଲୋହିଆ ହସ୍ପିଟାଲ ଯାଇଥିବା ବେଳେ ସେମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡି ଦିଆଯାଇଛି। ଦିଲ୍ଲୀ ଗେଟ୍‌ ନିକଟରେ ଥିବା ଲୋକନାୟକ ହସ୍ପିଟାଲକୁ ୪ ପୋଲିସ କର୍ମଚାରୀ ଓ ୯ ବିକ୍ଷୋଭକାରୀଙ୍କୁ ପହଞ୍ଚାଯାଇଥିଲା। ୪ ପୋଲିସ କର୍ମଚାରୀଙ୍କ ମଧ୍ୟରୁ ୩ ଜଣଙ୍କୁ ସାମାନ୍ୟ ଚିକିତ୍ସା ପରେ ଛାଡି ଦିଆଯାଇଥିବା ବେଳେ ଜଣେ ହସ୍ପିଟାଲରେ ଆଡମିଟ ଅଛନ୍ତି। ସେହିପରି ୯ ଜଣ ଚାଷୀ ସାଧାରଣ ଆହତ ହୋଇଥିଲେ ହେଁ ଅନ୍ତରିଣ କ୍ଷତ ଆଶଙ୍କାରେ ସେମାନଙ୍କୁ ହସ୍ପିଟାଲ ପର୍ଯ୍ୟବେକ୍ଷଣରେ ରଖା ଯାଇଥିବା ଡାକ୍ତର କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like